-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା ସଭା

08-May-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ)- ବଲାଙ୍ଗିର ଯାଦବ ଭବନ ଠାରେ ଜିଲ୍ଲା ଯାଦବ ମହାସଭା ବଲାଙ୍ଗିର ତରଫରୁ ପଞ୍ଚାୟତ ଓ ପୌର ନିର୍ବାଚନରେ ନବ ନିର୍ବାଚିତ ହୋଇଥିବା ଯାଦବ ଲୋକ ପ୍ରତିନିଧିମାନଙ୍କ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।  ବଲାଙ୍ଗିର ଜିଲ୍ଲାର ପଞ୍ଚାୟତ ଓ ପୌର ନିର୍ବାଚନରେ ନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ, ଚେୟାରମେନ, ସରପଂଚ, ସମିତି ସଭ୍ୟ / ସଭ୍ୟା ଓ କାଉନସିଲରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବଲାଙ୍ଗିର ଜିଲ୍ଲାର ୪ରି ଜିଲ୍ଲା ପରିଷଦ, ୧୬ ସମିତି ସଭ୍ୟ, ୨୮ ସରପଂଚ, ୫ ଜଣ କାଉନସିଲର, ଜଣେ ବ୍ଲକ ଅଧ୍ୟକ୍ଷ ଓ ଜଣେ ବ୍ଲକ ଉପାଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ଆଗାମୀ ଦିନରେ ଅବହେଳିତ, ନିଷ୍ପେଷିତମାନଙ୍କ ପାଇଁ ଓ ସରକାରଙ୍କ ସରକାରୀ ସୁବିଧା କେମିତି ସହଜରେ ଲୋକଙ୍କ ପାଖକୁ ପହଞ୍ôଚ ପାରିବ, ସମାଜର ସମସ୍ତେ ଏକ ହୋଇ ଆଗାମୀ ଦିନରେ କେମିତି ଲୋକ ପ୍ରତିନିଧି ସମାଜର ସେବା ପାଇଁ ଆସି ପରିବେ ସେ ସମ୍ବନ୍ଧରେ ବକ୍ତାମାନେ ନିଜର ମନ୍ତବ୍ୟ ରଖିଥିଲେ । ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସୁପାର ଠେଲା ସଭାପତି ଜିଲ୍ଲା ପରିଷଦ ସୋନପୁର, ମୁଖ୍ୟବକ୍ତା ମଗବାନ ବାଗ ତହସିଲଦାର ବଲାଙ୍ଗିର, ମଂଚାସିନ ଥିଲେ ପରମାନନ୍ଦ ହାତି ସଭାପତି

ଜିଲ୍ଲା ଯାଦବ ମହାସଭା, ଦମୟନ୍ତି ବାଗ ମହିଳା ସଭାପତି, ମନୋଜ ହାତି ସଂଯୋଜକ, ଲକ୍ଷ୍ମଣ ବାଗ ରାଜ୍ୟ ସଭାପତି ପ୍ରୋଜେକ୍ଟ ସେଲ, ସତ୍ୟନାରାୟଣ ବାଗ ଉପଦେଷ୍ଟା, ଦିଲିପ ରାଜପଲିଆ ଯୁବ ସଭାପତି, ସରିତା ବାଗ ଅଧ୍ୟକ୍ଷା ବଲାଙ୍ଗିର ବ୍ଲକ ଥିବା ବେଳେ ଗୌରଚନ୍ଦ୍ର ରାଜପଲିଆ, ଗିତା ବିଶି, ସୁବ୍ରତ ନାଗ, ଶ୍ରୀପତି ବାଗ ପ୍ରମୁଖ ବକ୍ତବ୍ୟ ରଖିଥିଲେ । ସନ୍ଦିପ ବାଗ, ଜୟଦେବ ଜାଲ, ଦିନେଶ ନାଗ, ଅଷ୍ଟମି ନାଗ, ବିରେନ୍ଦ୍ର ପାଣ୍ଡେ, ବିଘ୍ନେଶ୍ୱର କାଲସାଏ ପ୍ରମୁଖ ସହଯୋଗ କରିଥିଲେ । ସଭା ପରିଚାଳନା କରିଥିଲେ ବିନୋଦ କୁମାର କାଲସାଏ । ହରେଶ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like