-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||     

HOME   ଜିଲ୍ଲା

କୁଞଵନ ରେ ସୁନ୍ଦରାକାଣ୍ଡ ପାରାୟଣ ଓ ରକ୍ତଦାନ ଶିବିର

08-May-2022



ରେଢ଼ାଖୋଲ /ନାକଟିଦେଉଳ(କନ୍ଦର୍ପ ବେହେରା) -ନାକ୍ଟିଦେଉଳ ଵ୍ଲକ୍ ଅନ୍ତର୍ଗତ ସରାପାଲି ପଂଚାୟତ ର କୁଞଵନ ପୀଠ ଠାରେ ଚାଲି ଥିବା ଵିଶ୍ଵଶାନ୍ତି ମହାଵିଷ୍ଣୁ ଯଜ୍ଞ ର ଶୁଭ ଅଵସର ର ତୃତୀୟ ସନ୍ଧ୍ୟା ରେ ଵିଶିଷ୍ଠ ଗାୟିକା ସୁଶ୍ରୀ ମୋନାଲି ମହାପାତ୍ର ତାଙ୍କର ଛ ଜଣ ସହଯୋଗୀ ଙ୍କ ସହିତ ରାମାୟଣ ର ସୁନ୍ଦରାକାଣ୍ଡ ପାରାୟଣ ପରିବେଷଣ କରିଥିଲେ । ସୁଶ୍ରୀ ମହାପାତ୍ର ଙ୍କ ଉପସ୍ଥାପନା ଶୈଳୀ ଉଚ୍ଚକୋଟୀର ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ବହୁ ଶ୍ରୋତା ତଥା ଦେଖଣାହାରୀ ଉପସ୍ଥିତ ଥିଲେ। ସମ୍ଵାଦ ଆମ ଓଡ଼ିଶା ତରଫରୁ କୁଞଵନ ଉନ୍ନୟନ ମଂଚ ଓ ସରାପାଲି ପଂଚାୟତ ଗାଡ଼ି ଚାଳକ ସଂଘ ର ସହଯୋଗ ରେ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ରେଢାଖୋଲ ଉପଖଣ୍ଡ ରକ୍ତ ଭଣ୍ଡାର ର ପରିଚାଳନ ରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ନାକ୍ଟିଦେଉଳ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ର ଚିକିତ୍ସକ ଵୃନ୍ଦ ଓ ନାକ୍ଟିଦେଉଳ ସ୍ନାତକ ମହାଵିଦ୍ୟାଳୟ ଜାତୀୟ ସେଵା ଯୋଜନା ର ସ୍ଵେଛାସେବୀ ସହଯୋଗ କରିଥିଲେ । ଏହି ଶିବିର ରେ ମୋଟ୍ 55 ଜଣ ରକ୍ତଦାନ କରି ଥିଲେ । ସନ୍ଧ୍ୟା ରେ ଅନୁଗୁଳ ର ଦିବ୍ୟାଙ୍ଗ ମାନଙ୍କ ଦ୍ଵାରା ସଂଗୀତ ପରିବେଷିତ ହୋଇଥିଲା ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026

You Might Also Like