-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ର ଶିକ୍ଷା ପରିବାର ପକ୍ଷରୁ  ସାଂସ୍କୃତିକ ସନ୍ଧ୍ୟା ମହକ ଆୟୋଯିତ : ମହକ ଛାତ୍ରଛାତ୍ରୀଙ୍କ ହକ ରେ ପରିଣତ ହେଉ :ଏଡିଏମ

09-May-2022



ସୋନପୁର// ସୋନପୁର ବ୍ଲକ ର ଶିକ୍ଷା ପରିବାର ପକ୍ଷରୁ  ଗତକାଲି ସନ୍ଧ୍ୟା ରେ ସୋନପୁର ସରସ୍ଵତୀ ଶିଶୁ ମନ୍ଦିର ପ୍ରାଙ୍ଗଣ ରେ ଏକ  ସଂlସ୍କୃତିକ  ସନ୍ଧ୍ୟା ମହକ ଆୟୋଜିତ ହୋଇଯାଇଛି ।ଏଥିରେ  ମୁଖ୍ୟ ଅତିଥି ରୂପେ ସୁବର୍ଣ୍ଣପୁର ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ  ମହକ ମୋ ହକ ରେ ପରିଣତ ହେଉ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିବା ବେଳେ  ଶିକ୍ଷା ପରିବାର ର ଏଭଳି ଉଦ୍ୟମ ନିରନ୍ତର ଭାବେ ଜାରି ରଖିବାକୁ ଗୋଷ୍ଠୀ ଶିକ୍ଷା ବିଭାଗ ଅଧିକାରୀ ମାନଙ୍କୁ ଉତ୍ସାହିତ କରିଥିଲେ l  ସମ୍ମାନିତ ଅତିଥି ଭାବେ  ସୁବର୍ଣ୍ଣପୁର ପୌରାଧ୍ୟକ୍ଷା ତାମସୀ ତାମସ୍ମିତା  ନାୟକ, ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର,ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ ଯୋଗ ଦେଇ  ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ l ସୋନପୁର ବ୍ଲକ ର ଅସୁର ମୁଣ୍ଡା ସେବା ଶ୍ରମ, ମାଟିଆ ପାଲି ଉପ୍ରା ବିଦ୍ୟାଳୟ, ଖଲିଆ ପାଲି, ରେଙ୍ଗାଲି, ବହିର ଖମନ, ସାଗର ପାଲି, ଖାରି, ବୈଦ୍ୟ ନାଥ, ଉପ୍ରା ବିଦ୍ୟାଳୟ ସମେତ ଧଉରା ଖମନ, ପ୍ରତାପ ପୁର, ବଡ଼ ଝିଙ୍କି, ବଡ଼ ବଜାର ସରକାରୀ ଉପ୍ରା ବିଦ୍ୟାଳୟ 

ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପ୍ରମୁଖ  ବିଦ୍ୟାଳୟ ର ସାଂସ୍କୃତିକ ଦଳ ଯୋଗ ଦେଇ ରଙ୍ଗାରଙ୍ଗ ଗୀତ ନାଚ ପରିବେଷଣ କରିଥିଲେ ଯାହା  ଛାତ୍ରଛାତ୍ରୀ  ଅଭିଭାବକ ଓ ଦର୍ଶକଙ୍କ ମନ ମୋହି ଥିଲେ l  କାର୍ଯ୍ୟକ୍ରମକୁ ଗୀତାରାଣୀ ଦରୱାନ  ଓ  ଶିକ୍ଷକ ଅମ୍ବୁଜ ବିହାରୀ ଶତପଥି ସଂଯୋଜନା କରିଥିବା ବେଳେ ସମସ୍ତ ସିଆରସିସି, ଏ ବି ଓ, ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ଜ଼ିଲ୍ଲା ର  ଶିକ୍ଷା ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀ ମାନେ ଜ଼ିଲ୍ଲାର ବିଭିନ୍ନ ବେସରକାରୀ ସ୍କୁଲର ବିଭିନ୍ନ କାର୍ଯ୍ୟକ୍ରମରେ ଅତିଥି  ଭାବେ ଯୋଗ ଦେଇ  ଆୟୋଜକ ଓ ଛାତ୍ରଛାତ୍ରୀଙ୍କୁ ଖୁବ ଉତ୍ସାହିତ କରି ଆସୁଥିବା ବେଳେ ଦୀର୍ଘ ବର୍ଷର  ପ୍ରତୀକ୍ଷା ପରେ  କୁନି କୁନି ଛାତ୍ରଛାତ୍ରୀଙ୍କ  ଏଭଳି ଏକ ସାଂସ୍କୃତିକ ଵା ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ କୁ ନିମନ୍ତ୍ରିତ ହୋଇ ବି  ଜ଼ିଲ୍ଲା ଶିକ୍ଷା ବିଭାଗର ମୁଖିଆ ମାନଙ୍କ  ଅନୁପସ୍ଥିତି ଓ ଛାତ୍ରଛାତ୍ରୀ, ଅଭିଭାବକଙ୍କୁ ନିରାଶ କରିବା ଘଟଣା ସହରର ଶିକ୍ଷା ପ୍ରେମୀ, ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଦୃଢ଼ ନିନ୍ଦl କରିବା ସହ ଘୋର ସମାଲୋଚନା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like