-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ପଲିଥିନ ତଳେ ବିତୁଛି ଜୀବନ,ଆବାସ ଯୋଜନା ସାତସପନ

09-May-2022



ବଲାଙ୍ଗିର/ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ)::ସରକାର ଗରିବ ନିରିହ ଲୋକଙ୍କ ରହିବା ନିମନ୍ତେ ଅନେକ ଯୋଜନା କାର୍ଯ୍ୟକାରୀ ଯାହାକି ଇନ୍ଦିରା ଆବାସ ଯୋଜନା,ବିଜୁ ପକ୍କା ଘର ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହେଲେ ତାହା କେତେ ଯେ କାର୍ଯ୍ୟକାରୀ ହେଉଛି ତାହା ଆକଳନ କଲେ ଜାଣିପାରିବେ। ପ୍ରଶାସନିକ ଅଧିକାରୀ ଓ ରାଜନେତା ମାନଙ୍କର ଅବହେଳା ଯୋଗୁଁ ଅନେକ ଲୋକ ସୁବିଧା ପାଇବାରୁ ବଞ୍ଚିତ। ବିଶେଷ କରି ପଶ୍ଚିମାଞ୍ଚଳର ଲୋକେ ଭଙ୍ଗା କୁଡିଆ ଘରେ ଜୀବନଯାପନ କରୁଥିବା ଦେଖିବାକୁ ମିଳେ। କେହି କେହି ତ ଘର ନଥିବାରୁ ପାଇଖାନା ରେ ରହୁଥିବା ଦେଖିବାକୁ ମିଳିଥାଏ। ଜଣେ ଜଣେ ଗାଁ ଦାଣ୍ଡରେ ସରକାରୀ କାର୍ଯ୍ୟାଳୟ ବାରଣ୍ଡାରେ ଶୋଇ ଶୋଇ ଦିନ କାଟୁଛନ୍ତି। କେହି କେହି ପଲିଥିନ ତଳେ ଜୀବନ ଯାପନ କରୁଥିବା ଦେଖିବାକୁ ମିଳୁଛି। ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ରେଙ୍ଗାଲି ଗାଁ ରେ ଏଠାରେ ରୁହନ୍ତି ସାହେବ ସୁନା (୭୦) ଓ ତାଙ୍କ ଝିଅ ଏବଂ ଦୁଇ ନାତି ଓ ନାତି ବୋହୂ।ତାଙ୍କ ଝିଅ ମଧ୍ୟ ବିକଳାଙ୍ଗ ସେ ବି ବର୍ତ୍ତମାନ ବୃଦ୍ଧ ହୋଇ ଗଲେଣି ବେଶୀ କଠିନ କାମ କରିପାରନ୍ତି ନାହିଁ।ତାଙ୍କ ଗୋଟିଏ ନାତି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ କିଛି ଅର୍ଥ

ଉପାର୍ଜନ କରିଆଣିଲେ ପରିବାର ଚଳନ୍ତି।ତାଙ୍କ ଜମିବାଡ଼ି କିଛି ନାହିଁ ସେମାନେ ୫ ପ୍ରାଣୀ କୁଟୁମ୍ବ ଏକ ଭଙ୍ଗା କୁଡିଆ ରେ ପଲିଥିନ ତଳେ ଜୀବନ ବିତାଉଛନ୍ତି। ନାଁ ସିନା ସାହେବ ହେଲେ ସେ ପ୍ରକୃତରେ ଦୁଃଖର ସାହେବ କହିଲେ ଅତ୍ୟୁକ୍ତି ହେବ ନାହିଁ।ଏ ବିଷୟରେ ଖବର ପାଇ ସମାଜସେବୀ ଶଙ୍କର୍ଷଣ ମହାପାତ୍ର ତାଙ୍କ ଘରକୁ ଯାଇକରି କିଛି ଆର୍ଥିକ ସହାୟତା ଦେବା ସହ ବ୍ଳକ ପ୍ରଶାସନ କୁ ଅବଗତ କରାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ।ତାଙ୍କ ଘର ଗତବର୍ଷ ନିଆଁ ଲାଗିଯିବାରୁ ନଷ୍ଟ ହୋଇଯାଇଥିବା ବେଳେ ଆଜି ପର୍ଯ୍ୟନ୍ତ କୌଣସି ଆର୍ଥିକ ସହାୟତା ମିଳିପାରିନଥିଲା। ଏହାକୁ ରାଜସ୍ବ ନୀରିକ୍ଷକ ମଧ୍ୟ ରିପୋର୍ଟ ନେଇଥିଲେ ସୁଦ୍ଧା କିଛି ଫଳାଫଳ ହେଲାନାହିଁ। ଏଥିପ୍ରତି ପଞ୍ଚାୟତ କିମ୍ବା ବ୍ଳକ ପ୍ରଶାସନ ର କୌଣସି ଦୃଷ୍ଟି ପଡୁନାହିଁ ବୋଲି ଗ୍ରାମବାସୀ ଙ୍କ ଠାରୁ ଶୁଣିବାକୁ ମିଳୁଛି। ଏଥିପ୍ରତି ଜିଲ୍ଲା ପ୍ରଶାସନ ଧ୍ୟାନ ଦେଇ ଉଚିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like