-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ଜିଲ୍ଲା

ବୌଦ୍ଧରେ ବିଶ୍ୱ ରେଡକ୍ରସ ଦିବସ ପାଳିତ

09-May-2022



ବୌଦ୍ଧ (ପ୍ରେରଣା ଖବର) : ଗତକାଲି ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୭ ଘଂଟା ସମୟରେ ଜିଲା ସଂଗ୍ରହାଳୟ ସମ୍ମୁଖରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଟାଉନହଲ ଠାରେ ପହଂଚିଥିଲା । ଏଥିରେ ଆଦର୍ଶ ବିଦ୍ୟାଳୟ ତେତେଲେଙ୍ଗା, ମଡେଲ ଡିଗ୍ରୀ କଲେଜ ବାମଣ୍ଡା, ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଯୋଗେନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ଏନସିସି ବେଣ୍ଡ ଦଳ ସାମିଲ ହୋଇ ପ୍ଲା କାର୍ଡ ଓ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ । ଟାଉନହଲଠାରେ ଆୟୋଜିତ ବିଶ୍ୱ ରେଡକ୍ରସ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ରେଡକ୍ରସ ପତାକା ଉତୋଳନ କରିବା ସହିତ ଶପଥ ପାଠ କରାଇଥିଲେ । ପରେ ଆୟୋଜିତ ରକ୍ତଦାନ ଶିବିରରେ ଜିଲ୍ଲାପାଳ ଶ୍ରୀମିଶ୍ର ପ୍ରଥମେ ରକ୍ତଦାନ କରିଥିଲେ । ଏହି ଅବସରରେ ଆୟୋଜିତ ଆଲୋଚନା ସଭାରେ ମୁଖ୍ୟଅତିଥି ଜିଲ୍ଲାପାଳ ଶ୍ରୀମିଶ୍ର ଯୋଗଦେଇ ସେବାକୁ ଆଧାର କରି ଛାତ୍ର ଜୀବନରୁହିଁ ଦେଶର ସେବା କରିବାକୁ ଆଗେଇ ଆସିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ଅତିରକ୍ତ ଆରକ୍ଷୀ ଅଧିକ୍ଷକ ରବିନ୍ଦ୍ର କୁମାର ରାଉତ,ଉପଜିଲ୍ଲାପାଳ ସନତ କୁମାର ନାଏକ,ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ପ୍ରମୁଖ ଯୋଗଦେଇ ରକ୍ତଦାନ କାର୍ଯ୍ୟକ୍ରମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ରେଡକ୍ରସର ସମସ୍ତ ଆଜୀବନ ସଦସ୍ୟ, ଆୟୋଜିତ ପ୍ରତିଯୋଗତାର କୃତୀ ପ୍ରତିଯୋଗୀ,ରକ୍ତଦାନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ଓ ସ୍ୱେଛାସେବୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଅବନୀକାନ୍ତ ସାହୁ ଅତିଥି ପରିଚୟ,ସ୍ୱାଗତଭାଷଣ ଓ ଧନ୍ୟବାଦ ପ୍ରଦାନ କରିଥିବାବେଳେ ସ୍ଥପତି ସୁମନ ଷଡଙ୍ଗୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବାବେଳେ ଜିଲା ପ୍ରଶାସନର ଅଧିକାରୀମାନେ ବହୁଳ ସଂଖ୍ୟାରେ ଏଥିରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like