-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଟଙ୍କପାଣି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

09-May-2022



ପାଟଣାଗଡ ( ରୁପେନ୍ଦ୍ର ମୁଣ୍ଡା): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ନୂତନ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଟଙ୍କପାଣି ନୂତନ ସରପଞ୍ଚ ସୁନାଫୁଲ ବାଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଥିବା ବେଳେ ଟଙ୍କପାଣି ସାଧନ କେନ୍ଦ୍ରର ସଂଯୋଜକ ଦିନବନ୍ଧୁ ବାଗ, ଜାମଚୁଆଁ ସାଧନ କେନ୍ଦ୍ରର ସଂଯୋଜକ ସତ୍ୟବ୍ରତ ବେହେରା, ପ୍ରଧାନ ଶିକ୍ଷକ ମାଧବ ଶବର, ସନ୍ତୋଷ ମେହେର, ମିଠାଲାଲ ସୁନା, ଯୋଗିନ୍ଦ୍ର ବାଗ, ବୈବସୁତ ବାଗ, ମୋ ସ୍କୁଲ ଅଭିଯାନ ପୂର୍ବତନ ଛାତ୍ର ସଭାପତି ସୁଫଳ କରୁଆଁ, ସ୍କୁଲ ପରିଚାଳନା କମିଟି ସଭାପତି ପୁରନ୍ଧର ଭୁଏ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଏହି ଉତ୍ସବରେ ଇଶ୍ବର ପ୍ରସାଦ ମାଝି ମଞ୍ଚ ପରିଚାଳନା କରିଥିଲେ । ପରେ ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ନବ ନିର୍ବାଚିତ ସରପଞ୍ଚ ପ୍ରଥମ କରି ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସ୍କୁଲର ସମସ୍ୟା କିଭଲି ଦୂର ହେବ ତାହାକୁ ନେଇ ମଞ୍ଚରେ ମନ୍ତବ୍ୟ ପ୍ରଦାନ କରିଥିଲେ । ସ୍କୁଲର ସମସ୍ତ ଛାତ୍ରଛାତ୍ରୀଙ୍କ ନାଚ ଓ ଅଭିନୟ ଦେଖିବାକୁ ଦର୍ଶକଙ୍କ ବେଶ ଭିଡ ଜମିଥିଲା । ପ୍ରଧାନ ଶିକ୍ଷକ ମାଧବ ଶବର ଓ ଶତୃଘ୍ନ ଧରୁଆଁ ଏହି ଛାତ୍ରଛାତ୍ରୀଙ୍କୁ ପାଠ ପଢିବା ସହ ନାଚ ଗୀତ ଶିକ୍ଷା ଦାନ କରୁଥିବାରୁ ଲୋକେ ବହୁତ ପ୍ରଶଂସା କରିଥିଲେ । ଏହି ବିତରଣ ଉତ୍ସବରେ ଶିକ୍ଷକ ସତ୍ୟନାରାୟଣ ଭୋଇ, ଗଣେଷ ଦାଶ, ଡୋଲାମଣି ହଂସ, ପଞ୍ଚୁଦେବ କୁମ୍ଭାରଙ୍କ ସହ ବିଭିନ୍ନ ସ୍କୁଳର ଶିକ୍ଷକ ମାନେ ଉପସ୍ଥିତ ଥିଲେ । ଶେଷରେ ଶିକ୍ଷକ ପ୍ରେମଲାଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like