-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||     

HOME   ଜିଲ୍ଲା

ଲାଠୋରରେ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନୀୟ ଅଞ୍ଚଳରେ ଲାଗିଲା ୨୭ ସିସି କ୍ୟାମେରା

09-May-2022



ପାଟଣାଗଡ଼(ରୁପେନ୍ଦ୍ର ମୁଣ୍ଡା) : କ୍ରମବର୍ଦ୍ଧିଷ୍ଣୁ ଅପରାଧ କାର୍ଯ୍ୟକଳାପ ରୋକିବା ପାଇଁ ପଞ୍ଚାୟତ ପ୍ରଶାସନ ପକ୍ଷରୁ ଲାଠୋରର ୨୭ଟି ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ସିସି କ୍ୟାମେରା ଲଗାଯାଇଛି । ଖପ୍ରାଖୋଲ ବିଡିଓ ରଶ୍ମିରଞ୍ଜନ ରାଉତ ମୁଖ୍ୟ ଅତିଥିଭାବେ ଯୋଗଦେଇ ଲାଠୋର ପଞ୍ଚାୟତ କାର୍ଯ୍ୟାଳୟରେ ସିସିକ୍ୟାମେରାର ଉଦ୍‌ଘାଟନ କରିଛନ୍ତ । ଲଠୋରର ରାଧାକୃଷ୍ଣ ମନ୍ଦିର , ଜଗନ୍ନାଥ ମନ୍ଦିର ଛକ , ଆମ୍ବେଦକର ଛକ , ବସ୍‌ଷ୍ଟାଣ୍ଡ , ମାର୍କେଟ , ବ୍ୟାଙ୍କ , ପଞ୍ଚାୟତ କାର୍ଯ୍ୟାଳୟ , ଡେବରିଆ ମୁଣ୍ଡା ଛକ , ଶିଶୁ ମନ୍ଦିର ଛକ ସମେତ ସମୁଦାୟ ୨୭ଟି କ୍ୟାମେରା ଲଗାଯାଇଛି । ଏହା ୨୪ଘଣ୍ଟିଆ ସେବା ପ୍ରଦାନ ସହ ସମସ୍ତ କ୍ୟାମେରାର କଂଟ୍ରୋଲ ରୁମ୍ ପଞ୍ଚାୟତ କାର୍ଯ୍ୟାୟାଳୟରେ ରହିଛି । ସିସି କ୍ୟାମେରା ଲାଗିବା ଦ୍ଵାରା ସ୍ଥାନୀୟ ଅଞ୍ଚଳରେ ଚୋରି ତଥା ଅପରାଧ ରୋକିବାରେ ସହାୟକ ହେବ ବୋଲି ସରପଞ୍ଚ ଶ୍ରୀ ଜୟଶ୍ରୀ ଭଇଁଷାଲ ପ୍ରକାଶ କରିଛନ୍ତି । ଜିପିଇଓ ସୁଶାନ୍ତ କୁମାର ପାଣି , କନିଷ୍ଠ ଯନ୍ତ୍ରୀ ରାଜକିଶୋର ନାଏକ , ପୂର୍ବତନ ସରପଞ୍ଚ ସନ୍ତୋଷ ଭଇଁଶାଲ , ଯୋଗାଣ ସହାୟକ ସତ୍ୟ ରଣା , ସୁଧିର ଷାଣ୍ଡଙ୍କ ସମେତ ୱାର୍ଡସଭ୍ୟ ଉପସ୍ଥିତ ଥିଲେ । ଲାଠୋର ଅଞ୍ଚଳରେ କ୍ରମାଗତ ଚୋରି ସହ ଅପରାଧ ବୃଦ୍ଧି ପାଉଥିବା ବେଳେ ସିସି କ୍ୟାମେରା ଲଗାଇବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026

You Might Also Like