-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ବିଭିନ୍ନ ୩୨ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : ତୁରନ୍ତ ସମାଧାନ ହେଲା ୭ଗୋଟି ଅଭିଯୋଗ

09-May-2022



ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର  ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେନ୍ଦ୍ର କୁମାର ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ଜନିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି,ସାମୁହିକ ଦରଖାସ୍ତ ୨ଗୋଟି ରହିଥିବା ବେଳେ, ୧ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୩୨ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୭ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ସୂର୍ଯ୍ୟ ନାରାୟଣ ଦାଶ, ପିଡି

ଡିଆରଡିଏ  ଡୋଳାମଣି ପଟେଲ, ଉପଜିଲ୍ଲାପାଳ, ସୋନପୁର  ନିହାର ରଞ୍ଜନ କଁହର , ଡିଏମଓ -ଏମ ଏସ ଡ଼ଃ ପ୍ରଦୀପ କୁମାର ଗୁରୁ, ଆର ଡବ୍ଲୁ ଏସ ଏସ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଇଂ ବିଭୁ ପ୍ରସାଦ ପଣ୍ଡା, ପି.ଡବ୍ଲୁ.ଡି-କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ,ପି.ଏଚ.ଡି ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଆର ଡି-, ଡି.ଇ.ଓ. ଶ୍ରୀ ଲକ୍ଷ୍ମଣ ଭୋଇ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବିଡ଼ିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ,ନିର୍ବାହୀ ଅଧିକାରୀ ସୋନପୁର ମ୍ୟୁନିସିପାଲିଟି-ସୂର୍ଯ୍ୟଂlଶୁ ରୁଟ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ସୋନପୁର ବ୍ଲକ ଓ ମ୍ୟୁନିସିପାଲିଟି ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026

You Might Also Like