-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପର୍ଣ୍ଣ 

09-May-2022



ପୁରୀ(ସମୀର ରଞ୍ଜନ ନାୟକ): ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ବର୍ଗଦ୍ବାର ଠାରେ ସମ୍ପର୍ଣ୍ଣ ହୋଇଛି । ଜ୍ୟେଷ୍ଠପୁତ୍ର ଶ୍ରୀ ରଞ୍ଜିତ କର ମୁଖାଗ୍ନି ଦେଇଛନ୍ତି । ପ୍ରଫେସର କର ଗତକାଲି ୮୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ସ୍ବର୍ଗତ କର ଜଣେ ବାଗ୍ନୀ, ପ୍ରବଚକ, ସାହିତ୍ୟିକ, ଗବେଷକ, ଶିକ୍ଷାବିତ ଓ ନାଟ୍ୟକାର ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ପଞ୍ଚାୟତିରାଜ ଓ ପାନୀୟ ଜଳ,ଆଇନ, ଗୃହ

ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତ‍ପ ଜେନ‍ା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ଵାଇଁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା ପ୍ରମୁଖ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପୁରୀ ସ୍ବର୍ଗଦ୍ବାର ଠାରେ କନିଷ୍ଠ ପୁତ୍ର ଶ୍ରୀ ରାଜୀବ କର, ବଡ ବୋହୁ ନିବେଦିତା କର, ସାନ ବୋହୁ ଗୀତା କର, ଝିଅ ସାଗରିକା ପ୍ରହରାଜ, ସମ୍ବିତା କର, ଜ୍ବାଇଁ ଶ୍ରୀ ମନମୋହନ ପ୍ରହରାଜ, ଶ୍ରୀ ଭୁବନେଶ୍ବର ମହାପାତ୍ର, ନାତି ଅଂଶୁମାନ କର, ସୁମନ କର, ପ୍ରଦୀପ କର, ନାତୁଣୀ ବୋହୁ ଦେବସ୍ମିତା କର ଓ ଆତ୍ମୀୟ ସ୍ବଜନ ଉପସ୍ଥିତ ଥିଲେ ।  ଅନେକ ବିଶିଷ୍ଟ ବ୍ୟକ୍ତି, ସାହିତ୍ୟ ଓ ସଂସ୍କୃତ ପ୍ରେମୀ ଶେଷ ଦର୍ଶନ କରିବା ସହ ଦିବଂଗତ ଆତ୍ମାର ସଦଗତି କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026

You Might Also Like