-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||     

HOME   ଜିଲ୍ଲା

କେନ୍ଦୁପତ୍ର କର୍ମଚାରୀ ମାନଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ଦାବୀ

09-May-2022



ପାଟଣାଗଡ(ପୂର୍ଣ ଶଶୀ ଶେଖର ରାଓ): ଗଡଭିତର ସ୍ଥିତ ବଢ଼େଇ ମିସ୍ତ୍ରୀ ସଂଘ କାର୍ଯ୍ୟାଳୟ ପରିସରରେ ପଶ୍ଚିମ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ସଂଘ ର ସଭାପତି ନିରଞ୍ଜନ ବିଶି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକ ରେ କେନ୍ଦୁପତ୍ର ବିଭାଗ ରେ କାର୍ଯ୍ୟରତ ଚେକର, ମୁନସୀ, ମୁହୁରୀର, ଚପରାଶି, ବନ୍ଧେଇ ଚେକର,ସର୍କଲ ଚେକର,ହେଡ଼ ଚେକର ପ୍ରଭୃତି କର୍ମଚାରୀ  ମାନଙ୍କୁ ଓଡିଶା ସରକାର ଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ର କର୍ମଚାରୀ ମାନଙ୍କ ଭଳିଆ ସମାନ ସୁବିଧା ସୁଯୋଗ ପ୍ରଦାନ,ସ୍ଥାୟୀ ନିଯୁକ୍ତି ସହିତ ଦରମା, ଭତ୍ତା, ପେନସନ,ଫେମିଲି ପେନସନ ଗ୍ରାଚୁଇଟି,ସିପିଏଫ,ବୋନସ,ପ୍ରୋତ୍ସାହନ ଇତ୍ୟାଦି ପ୍ରଦାନ କରିବାକୁ ଦାବୀ କରାଯାଇଛି l
ଓଡିଶା ସରକାର ଙ୍କ ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ରେ କେନ୍ଦୁପତ୍ର ବିଭାଗ ମଧ୍ୟ ସାମିଲ ହୋଇଛି l ଓଡିଶା ସରକାର ଙ୍କ କେନ୍ଦୁପତ୍ର ବିଭାଗ ସବୁଠାରୁ ଏକ ଲାଭ ଜନକ ସଂସ୍ଥା l କେନ୍ଦୁପତ୍ର ସବୁଜ ହୀରା ଭାବରେ ପରିଚିତ l କିନ୍ତୁ ପ୍ରଚଣ୍ଡ ଗ୍ରୀଷ୍ମ ତାପରେ  କେନ୍ଦୁଗୁଚ୍ଛ କାଟିବା,କେନ୍ଦୁପତ୍ର ତୋଳିବା,ପତ୍ର ଶୁଖାଇବା,ପତ୍ର ଫଡ଼ିଗୃହ ଏବଂ ଗୋଦାମ ରେ ସୁରକ୍ଷିତ ରଖିବା, ପତ୍ର ଢ଼ଳେଇ ରଚେଇ ବନ୍ଧେଇ କରାଇବା,ଓଡିଶା ବନ ଉନ୍ନୟନ ନିଗମ ମାଧ୍ୟମରେ ବିକ୍ରୟ କରିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ରେ ନିୟୋଜିତ ଥିବା କର୍ମଚାରୀ ମାନଙ୍କୁ କେନ୍ଦୁପତ୍ର ସଂସ୍ଥା ସୃଷ୍ଟି ହେବାର ଷାଠିଏ ବର୍ଷ ପରେ ବି ସରକାରୀ କର୍ମଚାରୀ ଭଳିଆ କୌଣସି ସୁବିଧା ସୁଯୋଗ ଦିଆଯାଉନାହିଁ l କେନ୍ଦୁପତ୍ର ବିଭାଗ ରେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଶ୍ରମିକ,ଅଠର ହଜାର ବନ୍ଧାଳୀ ଏବଂ ସତର ହଜାର ରୁ ଉର୍ଦ୍ଧ ଅସ୍ଥାୟୀ ଶ୍ରମିକ ମାନଙ୍କ ସାମାଜିକ ସୁରକ୍ଷା ପାଇଁ ଦିଆଯାଉ ଥିବା ଆର୍ଥିକ ସହାୟତା ବୃଦ୍ଧି,ଶ୍ରମିକ ମାନଙ୍କ ପୁଅଝିଅ ଙ୍କୁ ଛାତ୍ରଛାତ୍ରୀ ବୃତ୍ତି ପ୍ରଦାନ,ବିବାହ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ମଧ୍ୟ ଦାବି କରାଯାଇଛି l ପୂର୍ବରୁ ମିଳୁଥିବା ଉକ୍ତ ସହାୟତା ରାଶି କୁ ବର୍ତମାନ ଓଡିଶା କୋଠାବାଡି ଏବଂ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଦ୍ୱାରା ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି କିନ୍ତୁ କେନ୍ଦୁପତ୍ର କର୍ମଚାରୀ ମାନେ 2017-18 ରୁ ଛାତ୍ରଛାତ୍ରୀ ବୃତ୍ତି ଟଙ୍କା,ବିବାହ ଆର୍ଥିକ ସହାୟତା ରାଶି,ଦୁର୍ଘଟଣା,ମୃତ୍ୟୁ ସହାୟତା ଟଙ୍କା ପାଇ ପାରୁନାହାନ୍ତି l ଦାବୀ ଗୁଡିକ ପୂରଣ ନ ହେଲେ ଆନ୍ଦୋଳନ କରିବାକୁ ସଂଘ ଚେତାବନୀ ଦେଇଛି l ବୈଠକ ରେ  ସଭାପତି ନିରଞ୍ଜନ ବିଶି,ଉପସଭାପତି ଚନ୍ଦ୍ରମଣି ବାଗ,ସମ୍ପାଦକ ଲଳିତ ମଲ୍ଲିକ,କାର୍ଯ୍ୟକାରୀ ସଭାପତି ପୁରୁଷୋତ୍ତମ ଧରୁଆ, ସହ ସମ୍ପାଦକ ଗିରିଧାରୀ ଭୋଇ, କୋଷାଧ୍ୟକ୍ଷ ବାଲମକୁନ୍ଦ୍ କୂଅର, ଘନ ଭୋଇ,ରଘୁ ନାଥ ମଲ୍ଲିକ ,କରୁଣା ବଗର୍ତି,ପଞ୍ଚାନନ ଧରୁଆ,ଭୀଷ୍ମ ମଲ୍ଲିକ,କୀର୍ତନ ବରିହା,ଯଦୁମଣି ଭୋଇ,ଧଣ୍ଡା ମୁଣ୍ଡା ରେଞ୍ଜ୍ ସମ୍ପାଦକ ଭୋଜରାଜ୍ ବରିହା ପ୍ରମୁଖ ଶତାଧିକ କର୍ମ ଚାରି ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026

You Might Also Like