-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଖପ୍ରାଖୋଲରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧ୍ୟକ୍ଷକଙ୍କ ଯୁଗ୍ମ ଜନଶୁଣାଣି

09-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧ୍ୟକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ । କୋଭିତ କଟକଣା ପାଇଁ ଗତ ଦୁଇବର୍ଷ ଖପ୍ରାଖୋଲରେ ଅଭିଯୋଗ ଶିବିରକୁ ଆସିଥିବା ଦେଖିବାକୁ ମିଳିଥିଲା । ଏହି ଶିବିରରେ ସମୁଦାୟ ୧୦୨ ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା । ସେଥିମଧ୍ୟରୁ ୯୦ଟି ବ୍ୟକ୍ତିଗତ ଏବଂ ୧୨ଟି ସମୂହ ଅଭିଯୋଗ ରହିଥିଲା । ୧୨ଟି ଅଭିଯୋଗର ତତ୍‌କାଳ ସମାଧାନ କରାଯାଇଥିଲା । ପ୍ରଧାମନ୍ତ୍ରୀ ଆବାସ ଗୃହ, ବିଧବା ଭତ୍ତା , ବାର୍ଦ୍ଧକ୍ୟ ଭତ୍ତା , ରାସନକାର୍ଡ ସହିତ ଜମିବାଡି ସଂକ୍ରାନ୍ତୀୟ ଅଭିଯୋଗ ନେଇ ଜନସାଧାରଣ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ । ଦେଦର୍ଡ ଗ୍ରାମର ଅଙ୍ଗନୱାଡି କର୍ମି ଗୋଲବଦନି ବାଗ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ଅସୁସ୍ଥ ଥିବାରୁ ତାଙ୍କୁ ୧୦ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ତାଙ୍କ ସ୍ଥାନରେ ତାଙ୍କ ଝିଅ କୁ ନିଯୁକ୍ତି ଦେବାପାଇଁ ପରିବାର ପକ୍ଷରୁ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କରାଯାଇଥିଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧ୍ୟାକାରୀଙ୍କୁ ବିଲ ମିଲିବାରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଥିବା ବେଳେ ଜିଲ୍ଲାପାଳ ଏନେଇ ବିଡିଓ ରଶ୍ମିରଞ୍ଜନ ରାଉତଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ । କାର୍ଯ୍ୟାନୁଷ୍ଠାନ ସ୍ଵରୂପ ବିପିସି ବନବିହାରୀ ମହାନନ୍ଦଙ୍କ ଉପରେ ୫ ହଜାର ଟଙ୍କା ଜୋରିମାନା ଦେବାପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ବଲାଙ୍ଗିର ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ସିଂ , ପାଟଣାଗଡ ଉପଜିଲ୍ଲାପାଳ ଡ.ବିଜୟାନନ୍ଦ ସେଠୀ , ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା , ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଜଗନ୍ନାଥ ପାଣି , ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ ସଚିଦାନନ୍ଦ ଦଳାଇ , ମୂଖ୍ୟ ଜିଲ୍ଲା କୃଷି ଅଧିକାରୀ ସାରଦା ପ୍ରସନ୍ନ ମିଶ୍ର , କୃଷି ଜିଲ୍ଲା ଅଧିକାରୀ ଗୁରେନ୍ଦ୍ର ନାଥ ସିଂ , ସିଡିଭିଓ ଡ.ସନ୍ତୋଷ ପଣ୍ଡା , ସିଡିଏଓ ସାରଦା ପ୍ରସାଦ ମିଶ୍ର , ଆରଡକୁ ଏସ୍ଏସ୍ ଅଧ୍ୟକ୍ଷଣ ଯନ୍ତ୍ରୀ ସରୋଜ ଶତପଥୀ , ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ଜଜ୍ଞେଶ ଚନ୍ଦ୍ର ପାତ୍ର , ଜଙ୍ଗଲ ବିଭାଗ ଏସିଏଫ ବାବାଜି ଚରଣ ରାଉତ , ଏଲ୍‌ଡିଏମ ମନିଷ ମିଶ୍ର , ଜିଲ୍ଲା ଶିଳ୍ପ କେନ୍ଦ୍ର ଅଧିକାରୀ ଜଗନ୍ନାଥ ଦାଶ ପ୍ରମୁଖ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର , ପାଟଣାଗଡ ତହସିଲଦାର ଡ.ପୁଷ୍ପାଞ୍ଜଳୀ ପଣ୍ଡା , ଏସ୍‌ଡିପିଓ ଜ୍ୟୋତିର୍ମୟ ଭୁକ୍ତା , ଏଏଚଓ ପ୍ରମୋଦ କୁମାର ସେଠୀ , ବିଇଓ ସୁରେନ୍ଦ୍ର କୁମାର ପୁରୋହିତ, ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ , ଡିଏଓ ଡମ୍ବର ମେହେର , ବିଭିଓ ଡଃ.ସୁଜିତ କୁମାର ଶତପଥୀ , ସିଡିପିଓ ସୁଜାତା ଦୋରା , ସହକାରୀ ନିର୍ବାହୀ ଯନ୍ତ୍ରୀ ସୌମ୍ୟ କିଶାର

ଜୟପୁରିଆ , ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ପବିତ୍ର ବିଶ୍ବାଳ , ଜିପିଇଓ ସୁଶାନ୍ତ କୁମାର ପାଣି ପ୍ରମୁଖ ବିଭାଗୀୟ ଅଧିକାରୀମାନେ ଶିବିରରେ ଯୋଗଦେଇଥିଲେ । ବିଡିଓ ରଶ୍ମି ରଞ୍ଜନ ରାଉତଙ୍କ ନେତୃତ୍ବରେ ଆୟୋଜିତ ଶିବିରକୁ ସହକାରୀ ଜିଲ୍ଲାପାଳ ଦିବାକର ବାଗ , ଜିଲ୍ଲା ଜରୁରୀକାଳୀନ ଅଧିକାରୀ ରିନା ନାଏକ , ଏସ୍.ଓ ବ୍ରଜବନ୍ଧୁ ଠାକୁର ପ୍ରମୁଖ ପରିଚାଳନା କରିଥିଲେ । ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ବାହାରେ ବସିଥିବା ଅଧିକାରୀମାନେ ପ୍ରବଳ ଗରମ ରେ ଆଉଟୁ ପାଉଟୁ ହୋଇପଡିଥିଲେ । ଅଭିଯୋଗ ଶୁଣାଣିପରେ ଜିଲ୍ଲାପାଳ ଏବଂ ଏସପି ଖପ୍ରାଖୋଲ ଥାନାକୁ ଯାଇ ସୂଚନା ଭାବେ ନିର୍ମାଣ ହୋଇଥିବା ଥାନା ଗୃହ ପରିଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like