-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

୫ବର୍ଷ ରେ ଓଡ଼ିଶା ର ରୂପରେଖ ବଦଳେଇଦେବ ସମୃଦ୍ଧ ଓଡିଶା- ଡଃ ଯତୀଶ ଚନ୍ଦ୍ର ମହାନ୍ତି

09-May-2022



ଭୁବନେଶ୍ୱର//  ସମୃଦ୍ଧ ଓଡିଶାର ୫ ବର୍ଷର ରୋଡମ୍ୟାପ୍ ଭୁବନେଶ୍ୱର ଆଗାମୀ ୫ ବର୍ଷ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛି ସମୃଦ୍ଧି ଓଡିଶା । ଏହି ୫ ବର୍ଷରେ ଓଡିଶାକୁ ଭାରତର ଏକମାତ୍ର ରାଜ୍ୟ ଭାବେ ଗଢି ତୋଳିବାକୁ ଦଳ ରଣନୀତି ପ୍ରସ୍ତୁତ କରିଛି । ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଦଳର ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀରେ ସଭାପତି ଡଃ ଯତୀଶ ଚନ୍ଦ୍ର ମହାନ୍ତି ଏହା ପ୍ରକାଶ କରିଛନ୍ତି । ଆଗାମୀ ନିର୍ବାଚନରେ ଦଳକୁ ବହୁ ସଂଖ୍ୟାରେ ଜିତାଇବାକୁ ସେ ନିବେଦନ କରିବା ସହ ମାତ୍ର ୫ ବର୍ଷରେ ଓଡିଶାର ରୂପରେଖ ବଦଳାଇବାକୁ ପ୍ରତିଶୃତି ଦେଇଛନ୍ତି ସମୃଦ୍ଧ ଓଡିଶା ସଭାପତି ଡଃ ମହାନ୍ତି । ରାଜ୍ୟରୁ ଗରିବୀ ଓ ବେକାରୀ ଦୂର କରିବା ସହ ବେରୋଜଗାରୀରୁ ମୁକ୍ତି ପାଇଁ ରାଜ୍ୟର ଏକ କୋଟି ଚାକିରୀ ଓ ଆତ୍ମନିଯୁକ୍ତିର ବ୍ୟବସ୍ଥା ଉପରେ ସେ ଦୃଢୋକ୍ତି ଦେଖାଇଛନ୍ତି । ଓଡିଶାର ଭବିଷ୍ୟତ ଯୁବପିଢୀର ସର୍ବାଙ୍ଗୀନ ବିକାଶକୁ ଅଗ୍ରାଧିକାର ଦେବା ସହ ରାଜନୈତିକ ଦଳମାନଙ୍କର ଆକ୍ରୋଶ ଓ ପୁଲିସ୍ ପ୍ରଶାସନର ମିଥ୍ୟା କେଶରୁ ଯୁବପିଢୀଙ୍କୁ ସୁରକ୍ଷା ଦେବ ସମୃଦ୍ଧ ଓଡିଶା । ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦଳ ତରଫରୁ ମାଗଣା ବିଜୁଳି ଓ ପାଣି ଦେବା ବଦଳରେ ପ୍ରତି ପରିବାରର ମାସିକ ରୋଜଗାର ୨୦ ହଜାର ଟଙ୍କାକୁ ବଢାଇ ସମସ୍ତ ଶୁଳ୍କ ଲୋକେ ନିଜେ ଦେବାକୁ ବ୍ୟବସ୍ଥା କରିବ ଦଳ । ରାଜ୍ୟରୁ ଦୁର୍ନୀତି ଦୂର ହେବ ଓ ସବୁ ବିଧାୟକ ସାଂସଦ ଓ ରାଜନୈତିକ ପଦାଧିକାରୀ ପ୍ରତି ୬ ମାସରେ ଜନସାଧାରଣଙ୍କର ସାମ୍ନାରେ ହାଜର ହୋଇ ନିଜ ସାଧୁତାରେ ପ୍ରମାଣ ଦେବେ । ମୋଟାମୋଟି ଭାବେ ସ୍ୱଚ୍ଛ, ନିର୍ମଳ, ସୁଶାସନ ଦେବା ପାଇଁ ସମୃଦ୍ଧ ଓଡିଶା ଚେଷ୍ଟା କରିବ ବୋଲି ସଭାପତି ଡଃ ଯତୀଶ ଚନ୍ଦ୍ର ମହାନ୍ତି ଘୋଷଣା କରିଛନ୍ତି ।

ଆଜିର ସାମ୍ବାଦିକ ସମ୍ମିଳନୀରେ ବିଜେପିର ବରିଷ୍ଠ ନେତା ତଥା ଓଡିଶା ସରକାରଙ୍କ ଉଦ୍ୟୋଗ ବିଭାଗର ପୂର୍ବତନ ସଚିବ ପଞ୍ଚାନନ ଦାସ, ଅଧ୍ୟାପକ ଡଃ ପ୍ରଦୀପ୍ତ ବାରିକ୍‌, ସିଣ୍ଡିକେଟ୍ ବ୍ୟାଙ୍କର ପୂର୍ବତନ ଡିଜିଏମ୍ ହରିଶ ପ୍ରଧାନ, ଶିକ୍ଷାବିତ୍ ଡଃ ମିନାକ୍ଷୀ ଦାସ, ବିଜେପିର ଯୁବନେତା ନୀଳକଣ୍ଠ ରେଡ୍ଡୀ, ବିଜେଡିର ନାରୀନେତ୍ରୀ ବିସ୍ମିତା ଦାସ ଓ ଅନ୍ୟମାନେ ସମୃଦ୍ଧ ଓଡିଶା ଦଳରେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଦଳର ମୁଖ୍ୟ ପରାମର୍ଶଦାତା ଜଷ୍ଟିସ୍ ଉମାଚରଣ ମିଶ୍ର, ବରିଷ୍ଠ ଉପସଭାପତି ମନୋରଞ୍ଜନ ଦାସ, ନନ୍ଦ ହାଂସଦାଃ, ସାଧାରଣ ସଂପାଦକ ନିରାକାର ବେଉରା, ଶରତ ଜେନା, ଆଡ୍‌ଭୋକେଟ୍

ସୁଶାନ୍ତ ମହାପାତ୍ର, ସନ୍ଦୀପ୍ ବାଗ୍‌, ପରେଶ ଭଞ୍ଜ ଓ ବିଭିନ୍ନ ଜିଲ୍ଲା ସଂଗଠକ ବିନାୟକ ଶତପଥୀ, ଆରିଫ୍ ଖାନ୍‌, ସୂର୍ଯ୍ୟ ନାରାୟଣ ଗୌଡ, ସନ୍ତୋଷ ମଲ୍ଲିକ୍‌, ଟିକୁ ମଲ୍ଲ, ରମେଶ ପ୍ରସାଦ ସ୍ୱାଇଁ, ଶ୍ରୀକାନ୍ତ ଦାସ ଓ ଚିନ୍ମୟ ସାହୁ ପ୍ରମୁଖଙ୍କୁ ଦଳର ସଭାପତି ସମୃଦ୍ଧ ଓଡିଶାର ବାର୍ତ୍ତାକୁ ପ୍ରତ୍ୟେକ ପରିବାର ପାଖରେ ପହଞ୍ଚାଇବା ପାଇଁ ଆହ୍ୱାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like