-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ରାଜ୍ୟ

ହରିଶଙ୍କର ଐତିହାସିକ ବୈଶାଖ ମେଳା ର ମାନବୃଦ୍ଧି ପାଇଁ ଦୁଇ ଦଫା ଦାବୀ ନେଇ ପାଟଣାଗଡ଼ ଉପଜିଲ୍ଲାପାଳ କାର୍ଯ୍ୟଳୟ ସମ୍ମୁଖ ରେ ଧାରଣା

10-May-2022



ପାଟଣାଗଡ ( ରୁପେନ୍ଦ୍ର ମୁଣ୍ଡl) ଉପଜିଲ୍ଲାପାଳଙ୍କ ସହ ଆଲୋଚନା ବିଫଳ ହେବା ପରେ କାର୍ଯ୍ୟାଳୟ ସମ୍ମୁଖରେ ଭୂକ ହରତାଳ ଧାରଣା ଦେଲା କୋଶଳ ମୁକ୍ତି ମୋର୍ଚ୍ଚା ପାଟଣାଗଡ଼ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ହରିଶଙ୍କର ଐତିହାସିକ ବୈଶାଖ ମେଳା ର ମାନବୃଦ୍ଧି ପାଇଁ ଏକ କୋଟି ଟଙ୍କା ମଞ୍ଜୁର ଓ ମେଳା କୁ ରାଜ୍ୟ ସ୍ତରୀୟ ମାନ୍ୟତା ପ୍ରଦାନ ଦାବିରେ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏକ ସ୍ମାରକ ଦାବି ପତ୍ର ଗତ ତା ୫.୫ ୨୦୨୨ ଦିନ ମୂଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ , ଦେବୋତ୍ତର କମିଶ , ବଲାଙ୍ଗୀର ଜିଲ୍ଲାପାଳ ଙ୍କ ଉଦେଶ୍ୟ ରେ ଉପଜିଲ୍ଲାପାଳ ବିଜୟା ନନ୍ଦ ସେଠୀ ଙ୍କ ଅନୁପସ୍ଥିତ ଥିବାରୁ ସହକାରୀ ଜିଲ୍ଲାପାଳ କ୍ଷୀରୋଦ ଚନ୍ଦ୍ର ସାହୁ ଙ୍କୁ ପ୍ରଦାନ କରାଯାଇଥିଲା । ଆସନ୍ତା ମଇ ୭ ତାରିଖ ସୁଦ୍ଧା ଅନ୍ୟୁନ ଅନୁଦାନ ଏକ କୋଟି ଟଙ୍କା ମଞ୍ଜୁର କରାଯିବା ପାଇଁ ଦାବି କରିଥିଲେ। ଯଦି ଦାବି ପୂରଣ ନହେଲେ ଆସନ୍ତା ୯ ତାରିଖ ରେ ଆମରଣ ଅନଶନରେ ବସିବାକୁ ଚେତାବନୀ ଦେଇଥିଲେ । ଏନେଇ ଉପଜିଲ୍ଲାପାଳ ଡ଼.ବିଜୟା ନନ୍ଦ ସେଠୀ କୋଶଳ ମୁକ୍ତି ମୋର୍ଚ୍ଚା ର କର୍ମକର୍ତ୍ତା ସଦସ୍ୟ ଡ଼ାକି ଆଲୋଚନା କରିବିଫଲ ହୋଇଥିଲେ । ଆଜି କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ହରିଶଙ୍କର ଐତିହାସିକ ବୈଶାଖ ମେଳା ମାନ ବୃଦ୍ଧି ପାଇଁ ଏକ କୋଟି ଟଙ୍କା ମଞ୍ଜୁର ଓ ମେଳା କୁ ରାଜ୍ୟ ସ୍ତରୀୟ ମାନ୍ୟତା ପ୍ରଦାନ କରିବା ୨  ଆଦି ୨ ଦଫା ଦାବିରେ ଆଜି କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଭୁକହରତାଲ ଆମରଣ ଅନଶନରେ ବସିଛନ୍ତି । କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଆବାହକ  ଶୁସିଲ କୁମାର ଗୁରୁ , ଡିଙ୍ଗର କୁମ୍ଭାର କୁମ୍ଭାର , ବନମାଳୀ ନାଏକ, ଅଚ୍ୟୁତସିପୁନ ଖମାରୀ , ଜିତୁ ନାଏକ , ଚନ୍ଦ୍ରକାନ୍ତି ସେଠ,ସନ୍ତୋଷିନୀ ବିଶି , ନିରୁପମା ଧରୁଆ , ମଞ୍ଜୁଲତା ବିଶ୍ଵାଳ , ଯୁଗଳ କିଶୋର ମେହେର , ଗଗନ ମେହେର , ରଞ୍ଜିତ ସାହୁ , ଚନ୍ଦ୍ର ଯାଦବ ,କମାଲ ନାଏକ , ରାଜେଶ ବୁଡେକ , ଦୂର୍ଲଭ ବାଗ , ରବିନ୍ଦ୍ର ଥପା , ଶାନ୍ତନୁ ବୁଦ୍ଧିଆ , ଲାଲଚନ ବର୍ଗତ୍ତି , ଜନାର୍ଦ୍ଦନ ସିଂ ପ୍ରମୁଖ ଅନଶନ ଧାରଣ ଦେଇଛନ୍ତି । ରାଜ୍ୟ ସରକାରଙ୍କ ହରିଶଙ୍କର ଐତିହାସିକ ବୈଶାଖ ମେଳା ପ୍ରତି ଚିରାଚରିତ ବୈମାତୃକ ମନୋଭାବ ପୋଷଣ କରିଆସୁଛନ୍ତି ଏବଂ ଚଳିତ ବର୍ଷ ହରିଶଙ୍କର ବୈଶାଖ ମେଳା ପାଇଁ ୨ ଲକ୍ଷ ଟଙ୍କା ଖର୍ଚ୍ଚ ଅନୁଦାନ ଦେଇଛନ୍ତି ହେଲେ ହରିଶଙ୍କର ପୀଠ ରୁ ବାର୍ଷିକ ଆୟ ହାରାହାରି ୫୦ରୁ ୬୦ ଲକ୍ଷ ଟଙ୍କା ହେଉଥିବା ବେଳେ ସେହି ଐତିହାସିକ ବୈଶାଖ ମେଳା ପାଇଁ ମାତ୍ର ୨ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଛି ଯାହାକି ସମୁଦ୍ର କୁ ଶଂଖେ ପାଣି ନୁହେଁ କି ବୋଲି କହିବା ସହ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଦୃଢ଼ ନିନ୍ଦା କରିବା ଯାଇଛି ଯଦି ସରକାର ଏଥିପ୍ରତି କିଛି ପଦକ୍ଷେପ ଗ୍ରହଣ ନ କରନ୍ତି ତାହା ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି । ଧାରଣା ସ୍ଥଳକୁ କୌଣସି ଅଧିକାରୀ ପହଞ୍ଚି ନଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like