-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଦେଶ ବିଦେଶ

ସୋମବାର ଖୋଲିବନି ସ୍କୁଲ, ଡିସେମ୍ବର ୩୧ ଯାଏ ବନ୍ଦ

20-Nov-2020



ମୁମ୍ବାଇ, (ପ୍ରେରଣା ଖବର) - କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ଆସନ୍ତା ୨୩ ତାରିଖ ଅର୍ଥାତ ସୋମବାର ଠାରୁ ମୁମ୍ବାଇରେ ଥିବା ସ୍କୁଲ ଗୁଡ଼ିକ ଖୋଲିବାର ଥିଲା। ତେବେ ଶୀତ ପଡ଼ିବା କ୍ଷଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ  ବାଧ୍ୟ ହୋଇ ମୁମ୍ବାଇ ପୌରପାଳିକା(ବିଏମସି) ନିଜ ନିଷ୍ପତ୍ତି ବଦଳାଇଛି ! କହିଛି ଯେ ସୋମବାର କୌଣସି ପ୍ରକାରର ସ୍କୁଲ ଖୋଲିବ ନାହିଁ। ଆସନ୍ତା ଡିସେମ୍ବର ୩୧ ଯାଏ ମୁମ୍ବାଇର ସମସ୍ତ ସ୍କୁଲ ବନ୍ଦ ରହିବ। ମୁମ୍ବାଇ ମେୟର କିଶୋର ପେଡେନକର କହିଛନ୍ତି, କୋଭିଡି-୧୯ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରୀ ଫେରିବାର ସମ୍ଭାବନା ରହିଛି। ତେଣୁ ଡିସେମ୍ବର ୩୧ ଯାଏ ମୁମ୍ବାଇର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଉଛି ବୋଲି ସେ କହିଛନ୍ତି!!ଗୁରୁବାର ମୁମ୍ବାଇରେ ଆଉ ୯୨୪ ଜଣଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏହାକୁ ମିଶାଇ ସହରରେ ଏଯାଏ ୨,୭୨,୪୪୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଚଳିତ ସପ୍ତାହରେ ଗୋଟିଏ ଦିନରେ ଏତେ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହେବା ପ୍ରଥମ ଘଟଣା। ସେହିପରି ମୁମ୍ବାଇରେ ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଫଳରେ ମୁମ୍ବାଇରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦,୬୨୪ରେ ପହଞ୍ଚିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like