-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||     

HOME   ରାଜ୍ୟ

ଠିକାଦାର ଓ ସରକାରୀ ବାବୁଙ୍କ ମଧୁଚନ୍ଦ୍ରିକା : ନିମ୍ନ ମାନର କଲଭର୍ଟ ଯୋଗୁଁ ଜନଅସନ୍ତୋଷ

10-May-2022



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ):: ସରକାର ଲୋକଙ୍କ ସୁବିଧା ଲାଗି ରାସ୍ତାଘାଟ, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ସରକାରୀ ବାବୁ ଓ ଠିକାଦାରଙ୍କ ମଧ୍ୟରେ ଚାଲିଥିବା ମଧୁଚନ୍ଦ୍ରିକା ଯୋଗୁଁ ଅତି ନିମ୍ନ ମାନର କାର୍ଯ୍ୟ ହେଉଛି l କୋଟି କୋଟି ଟଙ୍କା ବ୍ୟୟରେ ରାସ୍ତାଘାଟ ପୋଲ ନିର୍ମାଣ ହେଉଥିଲେ ସୁଦ୍ଧା ତାହା ଅଳ୍ପ ଦିନରେ ଭାଙ୍ଗି ଯାଉଛି ତ କେଉଁଠି ରାସ୍ତାରୁ ପିଚୁ ଉଠିଯାଉଛି l ଏମିତି ଏକ ସାଙ୍ଘାତିକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (କ) ପଞ୍ଚାୟତ ଅନ୍ତର୍ଗତ ହଳଦୀପଦର୍ ଗ୍ରାମରୁ l ଏଠି  ୧ କୋଟି ୫୯ ଲକ୍ଷ ଟଙ୍କା ରାସ୍ତା ପାଇଁ ମଞ୍ଜୁର ହୋଇଛି ହେଲେ ଠିକାଦାର ନିମ୍ନ ମାନର କାର୍ଯ୍ୟ କରୁଥିବା ଅଭିଯୋଗ ଆସିଛି l ମାସେ  ନ ପୂରୁଣୁ ପିଚୁ ଉଠିଯାଉଛି l ରାସ୍ତାରେ ଥିବା ପୁରୁଣା କଲର୍ଟକୁ ନ ଭାଙ୍ଗି ତାହା ଉପରେ ମରାମତି କରାଯାଉଛି l ଏଭଳି ସାଙ୍ଘାତିକ ଅଭିଯୋଗ କରିଛନ୍ତି ହଳଦୀପଦର ଗ୍ରାମବାସୀ l ଠିକାଦାରଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଗଲା ହେଲେ ସେ ମଧ୍ୟ ପୁରୁଣା କାମକୁ ମରାମତି କରାଯିବା କଥା କହିଥିଲେ l ଜେଇଙ୍କୁ ଯୋଗାଯୋଗ କରାଗଲା ହେଲେ ଯୋଗାଯୋଗ ହୋଇପାରିଲା ନାହିଁ l ପୁରୁଣା କଲବର୍ଟ  ଗୁଡିକ ଦୁର୍ବଳ ହେବାକୁ ବସିଲାଣି ଏଣୁ କଲଭର୍ଟକୁ ଭାଙ୍ଗି ନୁଆଁ କଲଭର୍ଟ ନିର୍ମାଣ ପାଇଁ ହଳଦିପଦର ଗ୍ରାମବାସୀ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026

You Might Also Like