-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ଓଡିଶା ସମ୍ମନ୍ୱିତ ପ୍ରକଳ୍ପରେ ଜଳବାୟୁ ପରିବର୍ତ୍ତନ ସହଣୀ କୃଷି କାର୍ଯ୍ୟକ୍ରମ ସମ୍ୱନ୍ଧୀୟ ଜିଲ୍ଳା ସ୍ତରୀୟ କର୍ମଶାଳା -

10-May-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠି)
ଅଦ୍ୟ ତାରିଖ ୧0/0୫/୨୨ ଦିବା ଘଂ ୧0-00 ଟା ରେ କୃଷି ବିଜ୍ଞାନ କେନ୍ଦ୍ର ସଭାଗୃହରେ ଓଇପିକ୍ରା ଯୋଜନା ଉପରେ ଆଧାରିତ ଏକ କର୍ମଶାଳା ସହାଭାଗୀ ଅନୁଷ୍ଠାନ ଆଇ ଆର ଡି ଏମ ଏସ,ଜୋନ -୫ ଦ୍ୱାରା ଆୟୋଜିତ କରାଯାଇଥିଲା l ଏହି କର୍ମଶାଳାରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ l ଆଇ ଆର ଡି ଏମ ଏସ, ଜୋନ -୫ ର ଟିମ ଲିଡର ଶ୍ରୀ ପରୀକ୍ଷିତ ଚୌହାନ ଙ୍କ ସଭାପତିତ୍ୱରେ ଆୟୋଜିତ ଏହି କର୍ମଶାଳାରେ କ୍ଷୁଦ୍ର ଜଳସେଚନ ବିଭାଗ, କୃଷି ବିଭାଗ, ଉଦ୍ୟାନ ବିଭାଗ, ମତ୍ସ୍ୟ ବିଭାଗ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ମୁଖ୍ୟ ଡ଼ଃ ଜୀବନଜୀତ ସେନ, ଡ଼ଃ ସୁରଜ୍ୟୋତି  ପ୍ରଧାନ, ଡ଼ଃ ତ୍ରିନାଥ ଖଣ୍ଡାୟତରାୟ, ପ୍ରାଣୀ ବିଭାଗର ଜିଲ୍ଲା ମୁଖ୍ୟ ଅଧିକାରୀ ବୃନ୍ଦ ଯୋଗଦେଇ ଜଳବାୟୁ ପରିବର୍ତ୍ତନ ସହଣୀ କୃଷି ଉପରେ ଆଲୋକପାତ କରିଥିଲେ l ସହଯୋଗୀ ବିଭାଗ ଏବଂ ସହାଭାଗୀ ଅନୁଷ୍ଠାନର ମିଳିତ ସହଯୋଗରେ ଆଗାମୀ ଆର୍ଥିକ ବର୍ଷ ୨0୨୨ -୨୩ ପାଇଁ ଯୋଜନା ପ୍ରସ୍ତୁତ ନିମନ୍ତେ ସ୍ଥିର କରାଗଲା l ଚାଷୀ ମାନଙ୍କର ସ୍ୱାର୍ଥ ଦୃଷ୍ଟିରୁ ଓ ଇ ପି କ୍ରା ଯୋଜନାରେ ପାଣି ପଂଚାୟତକୁ ସୁଦୃଢ଼ୀ କରଣ କରାଯାଇ ତା ମାଧ୍ୟମରେ କାର୍ଯ୍ୟକ୍ରମ କୁ ଆଗେଇ ନେବାପାଇଁ ଆଲୋଚନା କରାଯାଇଥିଲା l ଏଥିରେ ଜିଲ୍ଲାର ବିଭିନ୍ନ ପାଣିପାଞ୍ଚାୟତ କର୍ମକର୍ତ୍ତା ଓ ଅଗ୍ରଣୀ ଚାଷୀ ମାନେ ଅଂଶଗ୍ରହଣ କରିଥିଲେ l ଏହି କାର୍ଯ୍ୟକ୍ରମ କୁ ଓଇପିକ୍ରା ଯୋଜନାରେ ଜଡିତ ଆଇ ଆର ଡି ଏମ ଏସ ର କର୍ମକର୍ତ୍ତା ମାନେ ପରିଚାଳନା କରିଥିଲେ l
ସର୍ବ ଶେଷରେ ଅନୁଷ୍ଠାନର ମତ୍ସ୍ୟ ପରାମର୍ଶ ଦାତା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like