-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

କବ୍ଜା ପକ୍ଷରୁ ସ୍କର୍ଗତ ଦୁର୍ବାକ୍ଷ ବସ୍ତିଆଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ

10-May-2022



କଣ୍ଟାମାଳ,(ଅକୁର ସାହୁ) କଣ୍ଟାମାଳ ବ୍ଲକ ସାମ୍ବାଦିକ ସଘ (କବ୍ଜା) ର ପୂର୍ବତନ ସଭାପତି ଦୁର୍ଗତ ଦୁର୍ବାକ୍ଷ ବସ୍ତିଆଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ କଣ୍ଟାମାଳ ସାମ୍ବାଦିକ ଭବନ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ତଥା ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ବରିଷ୍ଠ ଉପଦେଷ୍ଠା ଦିବ୍ୟ ଶଙ୍କର ରାଇତ ସଭାକୁ ସଭାପତିତ୍ବ କରିଥିବା ବେଳେ ସଂପାଦକ ପୃର୍ଣ୍ଣ ଚରଣ ସାହୁ ପରିଚାଳନା କରିଥିଲେ । ପ୍ରାରମ୍ଭରେ ଦିବଂଗତ ସ୍ବର୍ଗତ ବସ୍ତିଆ ଓ ଆମ୍ବଗାଁ ଅଂଚଳର ସାମ୍ବାଦିକ ସୁରଥ ରଣାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା । ଦୁର୍ଗତ ଦୁର୍ବାକ୍ଷ ବସ୍ତିଆଙ୍କ ଫଟୋ ଚିତ୍ରରେ ସଂଘର ସମସ୍ତ ସଦସ୍ୟ ପୁଷ୍ପ, ଧୂପ, ଦୀପ ଦ୍ବାରା ଶ୍ରଦ୍ଧାଞ୍ଜଳୀ ଅର୍ପଣ ପରେ ସ୍ମୃତି ଚାରଣ କରାଯାଇଥିଲା । ଉପଦେଷ୍ଟା ଜୟ କୁମାର ମହାରଣା , ସଦସ୍ୟ ବଂଶୀଧର ମାଝୀ, ଉପସଭାପତି ପ୍ରଭାତ କୁମାର ସାହୁ ପ୍ରମୁଖ ବିଗତ ଦିନର ଅନୁଭୁତି ଓ ସ୍ମୃତି ବୟାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ଅନନ୍ତ ଖମାରୀ, ସଦସ୍ୟ ଦେବାଶିଷ ମଲ୍ଲିକ, ଅକୁର ସାହୁ, ବଳରାମ ବାଗ, ରବିନ୍ଦ୍ର କର୍ଣ୍ଣ ପ୍ରମୁଖ ଉପସ୍ଥିତ ଥିବା ବେଳେ ବଂଶୀଧର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like