-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||     

HOME   ଜିଲ୍ଲା

ଜୁନ ୩, ୪ ଓ ୫ ରେ ଗନ୍ଧରାଡ଼ି ଲୋକ କଳା ମହୋତ୍ସବ

11-May-2022



   ବୌଦ୍ଧ(ପ୍ରେରଣା ଖବର):ବୌଦ୍ଧ ବ୍ଳକ ଲଷ୍ମୀପ୍ରସ।ଦ ପଂଚାୟତ ଅନ୍ତର୍ଗତ ଐତିହାସିକ ଗନ୍ଧରାଡି ପୀଠ ପ୍ରାଙ୍ଗଣରେ ଗନ୍ଧରାଡି ଲୋକକଳା ମହୋତ୍ସବ-୨୦୨୨ ପାଈଁ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ମଙ୍ଗଳବାର ଅପରାହ୍ନରେ ହୋଇ

ଯାଇଛି।ଏହି ଉପଲକ୍ଷେ ସଭାପତି  ଅଶୋକ ସାହୁ ଙ୍କ  ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସାମ୍ପାଦକ ଶମ୍ଭୁ ଗିରି ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଯୋଗ ଦେଇ ମହୋତ୍ସବଦ୍ଵାରା ଗନ୍ଧରାଡ଼ି ମହୋତ୍ସବ ଦ୍ଵାରା ଏହାର ବିକାଶ ହେବା ସହିତ ରାଜ୍ୟ ତଥା ରାଜ୍ୟ ବାହାରେ ଏହାର ଖ୍ୟାତି ବଢ଼ିବ ବୋଲି କହିଥିଲେ।ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ମହୋତ୍ସବରେ ଏହାର ପ୍ରଚାର ସାଙ୍ଗକୁ ବୌଦ୍ଧ ର କଳା, ସଂସ୍କୃତି ଓ ଲୋପ ପାଇବାକୁ ଥିବା ଜିଲ୍ଲାର ପୁରାତନ କଳାକୁ ଉଜ୍ଜୀବିତ କରିବା ଏହି ମହୋତ୍ସବ ଏକ ମାଧ୍ୟମ ବୋଲି କହି କହି ଅଞ୍ଚଳର ସହଯୋଗ କାମନା କରିଥିଲେ।ଜିଲ୍ଲା ପ୍ରକଳ୍ପ ଅଧିକାରୀ ଅଶ୍ୱିନୀ ମେହେର,ବିଡିଓ ଦେବୀ ପ୍ରସାଦ ଦାସ, ଅଧ୍ୟାପକ ପ୍ରବୀର୍ କୁମାର ଦାସ,ଡ଼ି ଆଇ ପି ଆର ଓ ରିତ।କାନ୍ତ ବଳିଆର ସିଂ ,ଜିଲ୍ଲା ସଂସ୍କୃତି ଅଧିକାରୀ ସୁକୃ ସ୍ଵାଇଁ ଗନ୍ଧରାଡି ମହୋତ୍ସବ ସମ୍ପର୍କରେ ମତ ଦେଇଥିଲେ।ଅନ୍ୟତମ ସମ୍ମାନିତ ଅତିଥି ଭାବେ ବୌଦ୍ଧ ପଂଚାୟତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟାପକ ବାସୁଦେବ ପାତ୍ର ଗନ୍ଧରାଡ଼ି ମନ୍ଦିରର ଇତିହାସ ସମ୍ପର୍କରେବର୍ଣ୍ଣନା କରିବା ସହିତ ଏହା କିପରି ରାଜ୍ୟ ତଥା ଦେଶରେ ସ୍ୱତନ୍ତ୍ର ପରିଚୟ ପାଇ ପାଇବ ସେଥିପ୍ରତି ପ୍ରଚାର ପ୍ରସାର ଓ ଏହାର ଉନ୍ନତିକରଣ ପାଇଁ ଗନ୍ଧରାଡି ମହୋତ୍ସବ ର ଆବଶ୍ୟକତା ଅଛି ବୋଲି ବକ୍ତବ୍ୟରେ କହିଥିଲେ।ଏହା ପରେ ପଣ୍ଡିତ ସୁଶୀଳ ପାଣିଗ୍ରାହୀ ଲଗ୍ନ ବାହାର କରି ଗନ୍ଧରାଡି ଲୋକକଳା ମହୋତ୍ସବ ହେବାପାଇଁ ଆସନ୍ତା ଜୁନ ମାସ ୩,୪,୫ ତାରିଖରେ   ସ୍ଥିର କରାଗଲା।ଏବଂ ଚଳିତ ମାସ ୧୬ ତାରିଖରେ ବୁଦ୍ଧ ପୂର୍ଣ୍ଣିମା ତିଥିରେ ଶୁଭ ସ୍ତମ୍ଭ ସ୍ଥାପନ ସ୍ଥାନୀୟ

ବିଧାୟକ ପ୍ରଦୀପ କୁମାର ଅମାତ ଓ ଜିଲ୍ଲାପାଳ ଙ୍କ କର କମଳରେ କରିବାପାଇଁ ଧାର୍ଯ୍ୟ କରାଗଲା।ବିଭିନ୍ନ ଅଞ୍ଚଳରୁ ବୈଠକକୁ ଆସିଥିବା ବିଭିନ୍ନ ସଭ୍ୟ ଓ କର୍ମକର୍ତ୍ତା ସ୍ୱଇଛ।ରେ ୨ ଲକ୍ଷ ୧୧ ହଜାର ଆର୍ଥିକ ସହାୟତା ରାଶି ଦେବାକୁ ସମ୍ମତି ପ୍ରଦାନ କରିଥିଲେ।ଶେଷରେ ଶମ୍ଭୁ ଗିରି ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ରେ ଅଧ୍ୟାପକ ପ୍ରଭାତ କୁମାର ସାଥପଥୀ,ମନରଞ୍ଜନ ପୁରୋହିତ,ସ୍ୱାଧୀନ କୁମାର ପ୍ରଧାନ, ଜ୍ଞାନ ରଞ୍ଜନ ପଟନାୟକ,  ମନୋଜ ଗୁରୁ,ଅକ୍ଷୟ ସ୍ୱାଇଁ, ଭୋଳାଗିରି ସାହୁ,, ବିଦ୍ୟାଧର ସ୍ବାଇଁ, ସୁଧାଂଶୁ ଶେଖର ମିଶ୍ର, କୃତିବାସ ପଲିଆ, ଚେତ।ରାମ ପଟ୍ଟନାୟକ,ପ୍ରଭାତ ପ୍ରଧାନ, ବିଦ୍ୟାଧର ସ୍ୱାଇଁ, ଦେବାଶିଷ ପୁରୋହିତ, ସୀତାକାନ୍ତ ସିଂ, ସତ୍ୟ ନାରାୟଣ ପାଣି, ଦିପକ ଆଦର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026

You Might Also Like