-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||     

HOME   ଜିଲ୍ଲା

ତରଭା ଏନ୍ଏସି କାଉନସିଲରଙ୍କ ସ୍ବାମୀଙ୍କୁ ହତ୍ୟା ଘଟଣା ର ପର୍ଦ୍ଦାଫାସ

11-May-2022



ସୁବର୍ଣ୍ଣପୁର- ସୁବର୍ଣ୍ଣପୁର ଜିଲା ତରଭା ଏନ୍‌ଏସି ୧୦ ନମ୍ବର ୱାର୍ଡର ବିଜେଡି କାଉନସିଲର ନଳିନୀ ନାଏକଙ୍କ ସ୍ୱାମୀ ତଥା ଗଡ଼ଭିତର ଅଞ୍ଚଳର ସଞ୍ଜୀବ କୁମାର ଗୁରୁ ଓରଫ ରାଜା(୩୫)ଙ୍କୁ ଗତ ୭ ତାରିଖ ଶନିବାର  ବିଳମ୍ବିତ ରାତିରେ ହତ୍ୟା କରାଯାଇଥିଲା। ଘଟଣାଦିନ ରାତି ପରିବାର ଲୋକେ ଘରେ ଶୋଇଥିଲା ବେଳେ ସଞ୍ଜୀବ ୧୫୦ ମିଟର ଦୂର  ନିଜ ଅଜାଙ୍କ ଘରେ କବାଟ ଖୋଲା  କରି ଏକୁଟିଆ ଶୋଇଥିଲେ। ଏହି  ସୁଯୋଗରେ ଦୁବୃର୍ତ୍ତ ଘରେ ପଶି  ଏକ ଧାରୁଆ ଅସ୍ତ୍ରରେ ତାଙ୍କ ମୁଣ୍ଡକୁ ହାଣି ହତ୍ୟା କରିଥିଲେ ଯାହାକି ତା ପରଦିନ ମୃତ ସଞ୍ଜୀବଙ୍କ ସ୍ତ୍ରୀ ସକାଳେ ତରଭା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରଦିନ ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରି ପୋଲିସ ତରଭା ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲା ଓ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।  ଏ ନେଇ ତରଭା ପୋଲିସ ଏକ ମାମଲା କେସ ନଂ ୧୧୦/୨୨ରୁଜୁ କରି  ବଲାଙ୍ଗୀରରୁ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ଆଣି ତଦନ୍ତ କରିଥିଲେ ଯାହାକି ସୋନପୁର ପୋଲିସର ତ୍ୱରାନ୍ୱିତ ଅନୁସନ୍ଧାନ ଫଳରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଠାବକରିବାରେ ପୋଲିସ ସଫଳ ହୋଇଛି ଏ ସଂପର୍କରେ ଗତକାଲି  ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ତାଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।ସୂଚନା ମୁତାବକ ମୁଖ୍ୟ ଅଭିଯୁକ୍ତ ଶ୍ରୀତମ୍ ଭୂଷଣ ଗୁରୁ (୩୦) ପିତା ସିନ୍ଧୁ ଭୂଷଣ ଗୁରୁ ଯିଏକି ସଂପର୍କରେ ମୃତ ସଞ୍ଜୀବଙ୍କ କକାପୁଅ ଭାଇହେବେ ଘଟଣାଦିନ ରାତିରେ ଅତ୍ୟଧିକ ମଦ୍ୟପାନ କରି ଥିବା ସଞ୍ଜୀବଙ୍କ ପାଇଁ ତାଙ୍କ ଘରୁ ଖାଇବା ଆଣିଥିଲେ ହେଲେ ସଂଞ୍ଜୀବ ସେଦିନ ରାତିରେ ଶ୍ରୀତମକୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବାସହ ଏକ ଜାବୁଡା ମାରିଥିଲେ ଯାଫଳରେକି ଶ୍ରୀତମ୍ ଉତ୍ୟକ୍ତ ହୋଇ ପାଖରେଥିବା ଏକ ଲୁହାପାଇପ ରେ ସଞ୍ଜୀବଙ୍କ ମୁଣ୍ଡକୁ ବାରମ୍ବାର ଆଘାତ ଦେଇଥିଲେ ଯାଫଳରେ କି ସେଠାରେ ହିଁ ସଞ୍ଜୀବଙ୍କର  ମୃତ୍ୟୁ ହୋଇଥିଲା। ପ୍ରକାଶଯୋଗ୍ୟ ଯେ, ଅଭିଯୁକ୍ତ ଶ୍ରୀତମ୍ ଏକ ଏମ୍ ଟେକ୍ ଛାତ୍ର ଭାବେ ପଢା ଛାଡିଥିଲେ । ଏ ସମସ୍ତ ଘଟଣାରେ ଆହୁରି ଅନୁସନ୍ଧାନ ଜାରିରହିଛି ବୋଲି ଏସପି ଶ୍ରୀ ପଣ୍ଡା ପ୍ରକାଶ କରିଥିବା ବେଳେ ଏହି ସାମ୍ବାଦିକ ସମ୍ମିଳନୀରେ ଏସ୍ ଡିପିଓ ପୁଷ୍ପାଞ୍ଜଳି ନିଙ୍ଗି ଓ ଏହି ଘଟଣାର ଅନୁସନ୍ଧାନ କାରୀ ଅଧିକାରୀ ତରଭା ଥାନାଧିକାରୀ ସୁବ୍ରତ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026

You Might Also Like