-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ଦ୍ଵାରା ନବନିର୍ବାଚିତ ଜନ ପ୍ରତିନିଧି ମାନଙ୍କୁନେଲେ ଏକ ତାଲିମ୍ ଶିବିର ଅନୁଷ୍ଠିତ

11-May-2022



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା): ଆଜି ପ୍ରଥମ ପର୍ଯ୍ୟାୟରେ କୋକସରା ବ୍ଲକର ୩ ଟି ପଞ୍ଚାୟତର ନବ ନିର୍ବାଚିତ ଜନ ପ୍ରତିନିଧିମାନଙ୍କୁ ନାଗରିକ ବିକାଶ ସଂଗଠନ ଦ୍ଵାରା ଏକ ତାଲିମ୍ କାର୍ଯ୍ୟକ୍ରମ  ବଡ଼ପୋଡାଗୁଡ଼ା ପଞ୍ଚାୟତ  ସ୍ଥିତ ରାଜୀବଗାନ୍ଧୀ ସେବା ନିର୍ମାଣ କେନ୍ଦ୍ରରେ  ଆୟୋଜନ କରାଯାଇଥିଲା। ଗ୍ରାମ ପଞ୍ଚାୟତ ତଥା ଆମପାଣି, ବଡ଼ପୋଡ଼ାଗୁଡ଼ା ଏବଂ କାଉଡୋଳାର ସରପଞ୍ଚ,ସମିତି ସଭ୍ୟ, ନାଏବ ସରପଞ୍ଚ,ୱାର୍ଡ ମେମ୍ବର ଏବଂ ଗୋଷ୍ଠୀ 

ସଦସ୍ୟା ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ବ୍ଳକ ସଂଯୋଜକ ଉପେନ୍ଦ୍ର ସୁନାନୀ ଆତ୍ମଶକ୍ତି ଟ୍ରଷ୍ଟ,ଓଡ଼ିଶା ଶ୍ରମଜୀବୀ ମଞ୍ଚ  ଓ ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା ଏବଂ ତାର  ୧୭ ଗୋଟି  ଜିଲ୍ଲାରେ ଥିବା ସଦସ୍ଯ ସଂଗଠନ ସମୁହ ର ଲକ୍ଷ ଉଧେଶ୍ୟ ସହିତ ୨୦୦୯ ରୁ ୨୦୨୨ ପର୍ଯ୍ୟନ୍ତ  ଦୀର୍ଘ ୧୨ ବର୍ଷର ସମସ୍ତ କାର୍ଯ୍ୟକ୍ରମକୁ  ଉପସ୍ଥାପନ କରିଥିଲେ। ଏବଂ ସଂଗଠନଟିକୁ ଦୀର୍ଘସ୍ଥାୟୀ କରିବାର ପ୍ରକ୍ରିୟାଟିକୁ ଆଲୋକପାତ କରିଥିଲେ  l ଗ୍ରମାଞ୍ଚଳରେ ଦେଖାଯାଉଥିବା ସାମୁହିକ ଓ ବ୍ୟକ୍ତିଗତ୍ ସମସ୍ୟାକୁ କିପରି ଆଶୁ ସମଧାନ କରାଯିବ ଏବଂ କିପରି ପ୍ରଶାସନ ପାଖରେ ପହଞ୍ଚି  ପାରିବ ତାର ସରଳ ଉପାୟ ବର୍ତ୍ତମାନର ଡ଼ିଜିଟାଳ ଯୁଗ ଯାହାକି ସୋସିଆଲ୍ ମିଡ଼ିଆ ଏବଂ  ଟ୍ୱିଟର  ବ୍ୟବହାର କରିବା ଉପରେ  ଆଲୋଚନା କରିଥିଲେ। ଜନସାଥୀ ତ୍ରିନାଥ ବେଶ୍ରା ଜନ ପ୍ରତିନିଧିଙ୍କ ଦାୟୀତ୍ବ ଓ କର୍ତବ୍ୟ ,ପଞ୍ଚାୟତରାଜ ବ୍ୟବସ୍ଥା, ପଞ୍ଚାୟତର ବଜେଟ୍, ପଲ୍ଲୀସଭା ଓ ଗ୍ରାମସଭା ଉପରେ ଉପସ୍ଥିତ ସମସ୍ତ ଜନପ୍ରତିନିଧି ମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇ ଦେଇ ଥିଲେ।ଏଥି ସହିତ ସମସ୍ତ ଜନ ପ୍ରତିନିଧି ମାନେ ନିଜ ପଞ୍ଚାୟତର ଉନ୍ନତି ଓ ବିକାଶ କ୍ଷେତରେ ଆଗେଇ ନେବାକୁ ନିଜର ମତ ବ୍ୟକ୍ତ କରିଥିଲେ।ଆଗାମୀ ଦିନରେ ଏହିପରି ସଙ୍ଗଠନ ଓ ସ୍ଵେଛାସେବୀ ଅନୁଷ୍ଠାନ ମାନଙ୍କ ସହଯୋଗରେ ନିଜ ଅଞ୍ଚଳର ଉନ୍ନତି କରିବାରେ ଆମେ ସହଯୋଗ ଓ ସହାୟତା ର ହାତ ବଢାଇବାକୁ ପ୍ରତିଶୃତି ଦେଇଥିଲେ। ସଂଗଠନର ସାଥୀ ହେମାମାଳିନୀ ନାଏକ ଓ ମୁକ୍ତା ଠାକୁର  ସମ୍ବିଧାନ ମୁଖବନ୍ଧ ପଢି ଶପଥ ପାଠ କରାଇଥିଲେ। ଶେଷରେ ଜନସାଥୀ ତ୍ରିନାଥ ବେଶ୍ରା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରି ତାଲିମ କାଯ୍ୟକ୍ରମକୁ ସମାପ୍ତ କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026

You Might Also Like