-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||     

HOME   ଜିଲ୍ଲା

ମେ ୧୫ ରେ ଜୀ ସାର୍ଥକର ନୂଆ ଓଡିଆ ଚଳଚ୍ଚିତ୍ର "ଡିଟେକ୍ଟିଭ୍ କରନ୍‌- ଅର୍ଜୁନ "

11-May-2022



ଭୁବନେଶ୍ୱର : ଜୀ ସାର୍ଥକ ଫିଲ୍ମସ  ବ୍ୟାନରରେ ନିର୍ମାଣ ହୋଇଥିବା ନୂଆ ସିନେମା " ଡିଟେକ୍ଟିଭ୍ କରନ୍ - ଅର୍ଜୁନ" ମେ ୧୫  ରବିବାର ସନ୍ଧ୍ୟା୬.୩୦ମିନିଟ୍ ରେ ଓ୍ଵାର୍ଲଡ ଟେଲିଭିଜନ ପ୍ରିମିୟମ ହେବ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି । ଏହି ଚଳଚ୍ଚିତ୍ରରେ ନୂଆ ଅବତାରରେ ଦେଖିବାକୁ ମିଳିବେ ଓଡିଆ ସିନେ ଇଣ୍ଡଷ୍ଟ୍ରିର କମେଡି କିଙ୍ଗ ପପୁ ପମପମ ଓ ତାଙ୍କ ସହ

ଯୋଡିଦାର ରହିବେ ପ୍ରଜ୍ଞା ଖଟୁଆ । ଉଭୟ କରନ୍‌- ଅର୍ଜୁନ୍ ଭୂମିକାରେ ଅଭିନୟ କରିଛନ୍ତି । ସେହିପରି ଅଭିନେତ୍ରୀ ଭାବେ ପ୍ରିୟଙ୍କା ମହାପାତ୍ର, ପ୍ରିୟଙ୍କା ମହାନ୍ତି,ଓ ଲିପ୍ସା ମିଶ୍ରଙ୍କୁ ଏଥିରେ ଦର୍ଶକ ନାୟିକା ଭାବେ ଦେଖିବାକୁ ପାଇବେ । ଅନ୍ୟମାନଙ୍କ ମଧ୍ୟରେ ଟୁକୁନା ଷ୍ଟାଇଲିସ୍‌, ପ୍ରଜ୍ଞା ମହାନ୍ତି, ଜୀବନ ପଣ୍ଡା, କୁନା ତ୍ରିପାଠୀ, ହାଡୁ, ଅରବିନ୍ଦ ଷଢ଼ଙ୍ଗୀ, ରାଜୀବ, କାଳୀ, ମନୋଜ, ସୁଶା ଦିଗବିଜୟ, ସୁମିତ ଓ ସଂଗ୍ରାମ ପ୍ରମୁଖ ଅଭିନୟ କରିଛନ୍ତି । ପପୁ ପମପମ ନିଜେ କାହାଣୀ ଲେଖିଥିବା ବେଳେ ଅଶ୍ୱିନୀ ଗଡନାୟକ ସିନେମାରେ ନିର୍ଦ୍ଦେଶନା ଦେଇଛନ୍ତି । ଏହାର ସଂଳାପ ଲେଖିଛନ୍ତି ଟୁକୁନା ଷ୍ଟାଇଲିସ୍ । ସିନେମାର ଗୀତ ରଚନା କରିଛନ୍ତି ନିର୍ମଳ ନାୟକ । ସେହିପରି ଅଭିଜିତ ମଜୁମଦାର ସଂଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ସିନେମାର ସୁଟିଂ ଶେଷ ହୋଇ ଯାଇଛି । ଚଳଚ୍ଚିତ୍ର ର ଅଡିଓ ରିଲିଜ୍ ପରେ ଦର୍ଶକମାନଙ୍କ ଦ୍ଵାରା ଗୀତ ଗୁଡ଼ିକ ବେଶ୍ ଲୋକାଦୃତ ହୋଇସାରିଛି।  ଏହି  ଚଳଚ୍ଚିତ୍ରଟି ଦର୍ଶକମାନଙ୍କ ଦ୍ଵାରା ଆଦୃତ ହେବ ବୋଲି ଜୀ‌ ସାର୍ଥକ ପକ୍ଷରୁ ଆଶା ବ୍ୟକ୍ତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like