-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ମାଓ ଗତିବିଧି ସକ୍ରିୟ, କୁମ୍ବିଂ ଅପରେସନରେ ମାଓବାଦୀଙ୍କ ଛାତ୍ରଭଙ୍ଗ, ମାଓସାମଗ୍ରୀ ଜବତ

11-May-2022



ବଲାଙ୍ଗୀର ଜିଲ୍ଲାରେ ବିଗତ ନିର୍ବାଚନ ପୂର୍ବରୁ ପୋଲିସ ପ୍ରଶାସନ ବେଶ ସକ୍ରିୟ ରହି ମାଓ ଗତିବିଧି ବେଶ ନିୟନ୍ତ୍ରଣ କରିଥିବା ବେଳେ ଜିଲ୍ଲାର ପ୍ରାନ୍ତୀୟ ଅଞ୍ଚଳରେ ତାଙ୍କ କାର୍ଯ୍ୟକଳାପ ଜାରି ରଖିଥିଲେ । ବିଶେଷ କରି ନୂତନ ସଦସ୍ୟ ଗ୍ରହଣ ନିମନ୍ତେ ବିଭିନ୍ନ ଅଞ୍ଚଳ ଗୁଡିକ ଜଙ୍ଗଲରେ ଛାଉଣୀ ସହ ରଣକୌଶଳ ଶିଖେଇବା ବେଶ ସକ୍ରିୟ ଭାବେ ଚାଲିଥିଲା । ଏହି କିଛି  ମାଓବାଦୀ ସଂଗଠନ ବରିଷ୍ଠ ସଦସ୍ୟ ବିଭିନ୍ନ ଗ୍ରାମ ଗୁଡିକ ରୁ ଅର୍ଥ ପ୍ରଲୋଭନ ଦେଖାଇ ତଥା ବିଭିନ୍ନ ବ୍ୟକ୍ତିଙ୍କ ସହ ପାରିବାରିକ ସମ୍ପର୍କ ସ୍ଥାପନ କରି ମହିଳା ସଦସ୍ୟଙ୍କୁ ବି ସାମିଲ କରାଯାଉଛି । ଏବେ ନିର୍ବାଚନ ପରେ ପୁନଃ ଉକ୍ତ

କାର୍ଯ୍ୟକଳାପ ଆରମ୍ଭ ହୋଇଛି । ଜଙ୍ଗଲ ବିଭାଗ ଓ ପୋଲିସ ପ୍ରଶାସନ ଏ ନେଇ ତତ୍ପରତା ପ୍ରକାଶ କରିବା ଦେଖା ଯାଉନାହିଁ । ଯଦ୍ୱାରା ତାଙ୍କ ଯୋଜନା ଅନୁଯାୟୀ ଏହି ମାଓବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି । ଜିଲ୍ଲାର ପଟଣାଗଡ଼, ବେଳପଡା, ଟିଟିଲାଗଡ ନିକଟସ୍ଥ ସାତ ବହନି, ଗୁଲମୀ ରେଞ୍ଜ ଅଧିନସ୍ଥ ଟୁପା ଉଡା ସଂରକ୍ଷିତ ଜଙ୍ଗଲରେ ବର୍ତ୍ତମାନ ସୁଦ୍ଧା କ୍ୟାମ୍ପ କରି ରହିଥିବା ଜଣାଯାଇଛି । ସୂଚନା ଅନୁଯାୟୀ  ମୁରିବାହାଲ ରେଞ୍ଜ ଅଧିନସ୍ଥ ବହଲପଦର ଗ୍ରାମରୁ ଗତ ଦୁଇ ମାସ ତଳେ ତିନି ଜଣ ଯୁବକ,ସଂକୀର୍ତ୍ତନ ଭୋଇ, ତ୍ରିନାଥ ମାଝୀ, କୈଲାସ ହରପାଲ ନାମକ ଯୁବକ ଡୁମେରବାହାଲ ନିକଟସ୍ଥ ଗୁଲମୀ ଜଙ୍ଗଲ କିଛି ବ୍ୟକ୍ତିଙ୍କ ସହ ଯାଇ ବର୍ତ୍ତମାନ ସୁଦ୍ଧା ନ ଫେରିଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ଉକ୍ତ ଯୁବକ ଫୋନରେ କେବଳ ଥରେ ମାତ୍ର ଅନିଚ୍ଛା ସତ୍ୱେ କଥା ହୋଇଥିବା ଓ ତା ପରେ କୌଣସି ଯୋଗାଯୋଗ ନଥିବା ତଥା ସେମାନେ ଉକ୍ତ ମାଓବାଦୀ ଙ୍କ ସହ ଥିବା କହିଛନ୍ତି । ସେହିପରି  ବଲାଙ୍ଗୀରରେ ପୋଲିସ୍ ଓ ମାଓବାଦୀଙ୍କ ମଧ୍ୟରେ ଆଜି ତୁରେକେଲା ଜଙ୍ଗଲରେ  ଗୁଳି ବିନିମୟ ଘଟଣା ନଜରକୁ ଆସିଛି । ପୋଲିସ୍ ପକ୍ଷରୁ କୁମ୍ବିଂ

ଅପରେସନ ଜୋରଦାର କରାଯାଇଛି। ମିଳିଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମହଖଣ୍ଡ ଜଙ୍ଗଲରେ ପୋଲିସ୍ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ପ୍ରାୟ ୩୦ ରୁ ଊର୍ଦ୍ଧ୍ବ ମାଓବାଦୀ ରାତିରେ ଜଙ୍ଗଲ ପାଖ କଦଲିପାଲି ଗ୍ରାମକୁ ଆସିଥିଲେ । ଯାହାର ଖବର ପୋଲିସ୍ ପାଇବା ପରେ ଗାଁକୁ ଡିଭିଏଫ ତଥା ଏସଓଜି ଯବାନମାନେ ଘେରାବନ୍ଦୀ କରିଥିଲେ । ସେହିପରି ଭୋର ୪ଟା ସମୟରେ ଏମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ତେବେ ମାଓବାଦୀ ମାନେ ଗାଁ ରୁ ଖସି ପଳାଇଥିବାବେଳେ ପୋଲିସ ସଂପୃକ୍ତ ଅଞ୍ଚଳରେ ତଥା ମହଖଣ୍ଡ ଜଙ୍ଗଲରେ କୁମ୍ବିଂ ଅପରେସନ ଜୋରଦାର କରିଛି । ଘଟଣାରେ କୌଣସି ମୃତାହତ ର ସୂଚନା ଆସି ନାହିଁ । 

ଜିଲ୍ଲାରେ ବର୍ତ୍ତମାନ ଏହି ମାଓବାଦୀ ତଥା ତାଙ୍କ କାର୍ଯ୍ୟକଳାପ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବା ଦାବି ପ୍ରକାଶ ପାଇଛି l

(ଟିଟିଲାଗଡରୁ ସନ୍ତୋଷ କୁମାର ନାଏକଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like