-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||     

HOME   ଜିଲ୍ଲା

ମାଲପଡ଼ା ଏସ.ଏସ.ଡ଼ି କଲେଜ ସମ୍ମୁଖରେ ବିର୍ସା ମୁଣ୍ଡା , ଜ୍ୟୋତିରାଓ ଫୁଲେ , ବି.ଆର ଆମ୍ବେଦକର ପ୍ରଜ୍ଞା ପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

11-May-2022



ପାଟଣାଗଡ଼(ରୁପେନ୍ଦ୍ର ମୁଣ୍ଡା) ସ୍ଵାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡା , ସୋସିଆଲ ଆକ୍ଟିଶିଷ୍ଟ ଜ୍ୟୋତିରାଓ ଫୁଲେ ଏବଂ ସମ୍ବିଧାନ ପ୍ରଣେତା ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ମାଲପଡ଼ା ଏସ.ଏସ.ଡ଼ି କଲେଜ ସମ୍ମୁଖରେ ଉନ୍ମୋଚିତ ହୋଇଛି । ବିର୍ସା , ଆମ୍ବେଦକର , ଫୁଲେ ମୂର୍ତ୍ତି ଉନ୍ମୋଚନ କମିଟି ପକ୍ଷରୁ ୩ ପ୍ରଜ୍ଞା ପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ଏହି ଅବସରରେ ଏକ ସଭା ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସତୀଶ ଗଜଭିୟେ (ଆଇପିଏସ) ଆଇଜିପି କମ୍ୟୁନିକେସନ ଓଡ଼ିଶା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପାଟଣାଗଡ଼ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠି ସୋସିଆଲ ଆକ୍ଟିଭିଷ୍ଟ ଅଭିରାମ ମଲ୍ଲିକ , ତରଣୀ ସୁନା , କର୍ଣ୍ଣ ସୁନାଇ , ( ଖପ୍ରାଖୋଲ ବିଡିଓ ) ରଶ୍ମି ରଞ୍ଜନ ରାଉତ , ପ୍ରଭାତୀ ସେଟ , ( ଖପ୍ରାଖୋଲ ରେଞ୍ଜର ) ଗିରିଧର ନାଗ , ଲିଙ୍ଗରାଜ ଆଜାଦ , ( ନୂଆପଡ଼ା ବିଇଓ ) ହେମ ସାଗର ମହାନନ୍ଦ ଓ ଡିକସନ ମହାନନ୍ଦ ଯୋଗ ଦେଇଥିଲେ । ମାଲପଡ଼ା ଗ୍ରାମରୁ ଏକ ଶୋଭାଯାତ୍ରା ବାହାରିଥିଲା । ମୁଖ୍ୟ ଅତିଥିଙ୍କ ଦ୍ବାରା ତିନି ପ୍ରଜ୍ଞା ପୁରୁଷଙ୍କ ମୂର୍ତ୍ତି ଉନ୍ମୋଚନ କରାଯାଇଥିଲା । ସଭାରେ ଅତିଥି ବୃନ୍ଦ ସେହି ମହାନ ଜନନାୟକମାନଙ୍କ ଗୁଣଗାନ କରିବା ସହିତ ଦେଶ ଲାଗି ତାଙ୍କର ଅବଦାନ ବିଷୟରେ ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ମାଲପଡ଼ା ଡାଇସ ଯୁବ ଅନୁଷ୍ଠାନ ଓ ସାବାସ ଲାଠୋରର ସମସ୍ତ ସଦସ୍ୟ ସହଯୋଗ କରିଥିଲେ । ଗଜମଣି ବାଗ ମଞ୍ଚ ପରିଚାଳନା କରିଥିବାବେଳେ ମୁକେଶ ସୁନା ଧନ୍ୟବାଦ ଅର୍ପଣ କରିଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ପୋଲିସ ମୁତୟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026

You Might Also Like