-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||     

HOME   ଜିଲ୍ଲା

ଅସହାୟ ବୁଢୀମା ଙ୍କ ଶବ ସତ୍କାର କଲା ବିଙ୍ଗ୍ ହ୍ୟୁମାନ୍ ଫାଉଣ୍ଡେସନ

11-May-2022



ବଲାଙ୍ଗୀର(ପ୍ରେରଣା ଖବର)/ ଆଜି ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଏକ  ବୁଢୀମା ସାଧବ ମିଶ୍ର (୬୫) ଙ୍କ ଶବ ମର୍ଯ୍ୟାଦା ସହ ସତ୍କାର କରାଯାଇଛି l ବୁଢୀମା ଜଣକ ସ୍ଥାନୀୟ ସାଗରପଡା ର ହୋଇଥିବାବେଳେ ସେ ପିଠା ବିକ୍ରି କରି ପେଟ ପୋଷଣ କରୁଥୁଲେ l ତାଙ୍କ ଏଠାରେ କେହି ନଥିବା ବେଳେ ଆଜି ତାଙ୍କର ଦେହାନ୍ତ ହୋଇଥିଲା l ଖବର ପାଇ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର କାର୍ଯକର୍ତ୍ତା ମାନେ ସ୍ଥାନୀୟ ବିଭୁତିପଡା ସ୍ମଶାନରେ ଶବକୁ ମର୍ଯ୍ୟାଦାର ସହ ସତ୍କାର କରିଥିଲେ l ଏହି ମହତ କାର୍ଯ୍ୟରେ ଅନୁଷ୍ଠାନର ପ୍ରତିଷ୍ଠାତା ସୋମନାଥ ମିଶ୍ର, ସଭାପତି ବିବେକାନନ୍ଦ ପଟେଲ, ସମ୍ପାଦକ ବ୍ରଜ ଗୋପାଳ ସିଂ, କନ୍ଦର୍ପ ରଣା, ବୀରେନ୍ଦ ସାହୁ, କlଲକୁଲେଟର ରଥ ଏବଂ ଉପଦେଷ୍ଟା ଟୁନା ମିଶ୍ର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026

You Might Also Like