-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲାପରିଷଦ ବୈଠକ

11-May-2022



ବୌଦ୍ଧ:(ପ୍ରେରଣା ଖବର) ବୌଦ୍ଧ ଜିଲା ପରିଷଦ ବୈଠକ ପଞ୍ଚାୟତ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିଥି ଭାବରେ ବୌଦ୍ଧ ବିଧାୟକ ପ୍ରଦିପ କୁମାର ଅମାତ ଓ କଣ୍ଟାମାଳ ବିଧାୟକ ମହୀଧର ରଣା ଯୋଗଦେଇଥିଲେ । ଜିଲାପାଳ ଲଲାଟେନ୍ଦୁ ମିଶ୍ର ବୈଠକରେ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଜିଲାରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସଂପର୍କରେ ବିଷଦ ବିବରଣୀ ପ୍ରଦାନ କରିଥିଲେ । ବୈଠକରେ ବିଭିନ୍ନ ବିଭାଗୀୟ ସମୀକ୍ଷା କରାଯିବା ସହିତ ଅଧାରେ ରହିଥିବା ପ୍ରକଳ୍ପ ଗୁଡିକ ତୁରନ୍ତ ସଂପୁର୍ଣ୍ଣ କରାଯିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ବୈଠକରେ ଦିଆଯାଇଥିବା ସୂଚନା ମୁତାବକ ମନରେଗା ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨୫୨୦୩୯୩ ଲକ୍ଷ ଶ୍ରମ ଦିବସ ସୃଷ୍ଟି ପାଇଁ ଅଟକଳ ଧାର୍ଯ୍ୟ କରାଯାଇଥିବାବେଳେ ଅଦ୍ୟାବଧି ୧୭୯୩୧୨ ଲକ୍ଷ ଶ୍ରମ ଦିବସ ସୃଷ୍ଟି କରାଯାଇଛି । ଏଥିପାଇଁ ୯୮୮୪ ୯୮୧୩୫ କୋଟି ବ୍ୟୟ ଅଟକଳ କରାଯାଇଥିବାବେଳେ ଏପର୍ଯ୍ୟନ୍ତ ୪୪୦୨୪୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । କୃଷିକ୍ଷେତ୍ର ପୋଖରୀ ଖନନ ଯୋଜନାରେ ବୌଦ୍ଧ ବ୍ଲକ କୁ ୬୪ ଗୋଟି ହରଭଙ୍ଗା ବ୍ଲକକୁ ୭୨ ଗୋଟି ଏବଂ କଣ୍ଟାମାଳ ବ୍ଲକକୁ ୧୬୫ ଗୋଟି ପ୍ରକଳ୍ପ ଏହିପରି ମୋଟ ୩୦୩ ଗୋଟି କୃଷିକ୍ଷେତ୍ର ପୋଖରୀ ଖନନ ପାଇଁ ମଂଜୁର କରାଯାଇଛି । ଭୂମି ଉନ୍ନତିକରଣ ଯୋଜନାରେ ହରଭଙ୍ଗା ବ୍ଲକ ପାଇଁ ୧୦ ଗୋଟି ପ୍ରକଲ୍ପ ମଂଜୁରୀ ଦିଆଯାଇ କାର୍ଯ୍ୟ ଚାଲୁରହିଛି । ମନରେଗା ଯୋଜନାରେ ଖେଳପଡିଆ ନିର୍ମାଣ ପାଇଁ ହରଭଙ୍ଗା ବ୍ଲକରେ ୩ ଗୋଟି ଏବଂ କଣ୍ଟାମାଳ ବ୍ଲକରେ  ଗୋଟିଏ ପ୍ରକଳ୍ପକୁ ମଂଜୁରୀ ଦିଆଯାଇ କାର୍ଯ୍ୟ ଚାଲୁଅଛି । ସେହିପରି ଗ୍ରାମାଂଚଳ ପାର୍କ ଯୋଜନାରେ ହରଭଙ୍ଗା ଓ କଣ୍ଟାମାଳ ବ୍ଲକରେ ଗୋଟିଏ ଲେଖାଏଁ ପ୍ରକଳ୍ପକୁ ମଂଜୁରୀ ଦିଆଯାଇ କାର୍ଯ୍ୟ ଚାଲୁଅଛି । ଗ୍ରେଡ ୧ ରାସ୍ତା ଉନ୍ନତିକରଣ ଯୋଜନାରେ ବର୍ତ୍ତମାନ ସୁଧା ବୌଦ୍ଧ ବ୍ଲକରେ ୨୧ ଗୋଟି ହରଭଙ୍ଗା ବ୍ଲକରେ ୨ ଗୋଟି ଓ କଣ୍ଟାମାଳ ବ୍ଲକରେ ୭ ଗୋଟି ଏହିପରି ମୋଟ ୩୦ ଗୋଟି ପ୍ରକଳ୍ପ କାର୍ଯ୍ୟ ଚାଲୁରହିଛି ।  ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଏପର୍ଯ୍ୟନ୍ତ ୯୨୮୦ ଗୋଟି ଗୃହ ନିର୍ମାଣ ପାଇଁ ଲକ୍ଷଧାର୍ଯ୍ୟ କରାଯାଇଥିବାବେଳେ ସେଥିମଧ୍ୟରୁ ୮୭୭୧ ଗୋଟି ଗୃହ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ବୈଠକରେ ଆଲୋଚନା ପାଇଁ ସମସ୍ତ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଉନଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦର ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, ଗ୍ରାମ୍ୟଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ପରିଷଦର ସଭ୍ୟସଭ୍ୟା ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026

You Might Also Like