-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରିଣୀ ବୈଠକ (ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ କରିବାକୁ ମତ ରଖିଲେ ସଦସ୍ୟ) 

11-May-2022



ବଲାଙ୍ଗିର,(ପ୍ରେରଣା ଖବର) ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ନୂତନ କର୍ମକର୍ତା ଚୟନ ପରେ ଆଜି ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସଂଘର ସଭାପତି ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ସ୍ଥାନୀୟ ମାଲପଡା ଠାରେ ଅନୁଷ୍ଠିତ ହୋଇଥିଲା । ସଂଘର ସାଧାରଣ ସଂପାଦକ ନାରାୟଣ ପାଢୀ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ । ସଭାପତି ଶ୍ରୀ ମିଶ୍ର ଉପସ୍ଥିତ ସମସ୍ତ ସଦସ୍ୟମାନଙ୍କୁ  ରେଳ ଉପଭୋକ୍ତାମାନଙ୍କ ପାଇଁ କିପରି ଅଧିକ ସୁବିଧା କରାଯାଇ ପାରିବ ସେ ବିଷୟରେ ସୁଚିନ୍ତିତ ପ୍ରସ୍ତାବ ଦେବାକୁ କହିଥିଲେ । ଯେହେତୁ ବଲାଙ୍ଗିର ୨ୟ ଲାଇନ୍ ହେବା ପରେ ପ୍ଲାଟଫର୍ମ ୨ ଓ ୩ ରୁ ବରିଷ୍ଠ ଓ ବିକଳାଙ୍ଗ ଯାତ୍ରୀମାନଙ୍କୁ ଓଭରବ୍ରିଜରେ ଚଢି ଆସିବାକୁ ଅସୁବିଧା ହେଉଥିବାରୁ ତୁରନ୍ତ ଏକ ଲିଫ୍ଟର ବ୍ୟବସ୍ତା କରିବା, ଯାତ୍ରୀମାନଙ୍କ ସୁବିଧା ପାଇଁ ଟ୍ରେନ ଟାଇମିଙ୍ଗ ଡିସ୍‌ପ୍ଲେ ବୋଡ ସମସ୍ତ ପ୍ଲାଟଫର୍ମରେ ଲଗାଇବା, ଟିକେଟ କାଉଣ୍ଟରରୁ ଷ୍ଟେସନ ପର୍ଯ୍ୟନ୍ତ ଏକ ସେଡ ତିଆରି

କରିବା, ମଧ୍ୟ ରାତ୍ର ସମୟରେ ଆସୁଥିବା ଟ୍ରେନ ସମୟରେ  ରେଳ ଷ୍ଟେସନ ରାସ୍ତାରେ ନାଇଟ ପୋଲିସ ପେଟ୍ରୋଲିଙ୍ଗ ପାଇଁ ଟାଉନ ପୁଲିସ ଏବଂ ଜିଆରପି ସହ ସଂଘର ଏକ ପ୍ରତିନିଧି ଦଳ ଆଲୋଚନା କରିବାକୁ ପ୍ରସ୍ତାବ ହୋଇଥିଲା ।  ବଲାଙ୍ଗିର କିମ୍ବା ବଲାଙ୍ଗିର ଦେଇ ଦିଲ୍ଲୀ, ପ୍ରୟାଗରାଜ ଟ୍ରେନ ଚଳାଇବାକୁ ଦାବି କରିବାକୁ ନିଷ୍ପତି ହୋଇଥିଲା । ପୁରୀ -ସମ୍ବଲପୁର ଇଣ୍ଟରସିଟି ଟ୍ରେନକୁ ବଲାଙ୍ଗିର କିମ୍ବା ଟିଟିଲାଗଡ ପର୍ଯ୍ୟନ୍ତ ସଂପ୍ରସାରଣ କରିବାକୁ ଦାବି କରାଯିବାକୁ ସଦସ୍ୟମାନେ ପ୍ରସ୍ତାବ ରଖିଥିଲେ । ସେହିପରି ବଲାଙ୍ଗିର, ସୋନପୁର, ବରଗଡ, ଭବାନିପାଟଣା ଓ ସମ୍ବଲପୁରକୁ ନେଇ ଏକ ରେଳ ଉପଭୋକ୍ତା କୋଡିନେସନ କମିଟି ଗଠନ କରିବା ସହ ଏହି ଜିଲାର ସମସ୍ତ ଏମ୍‌ପି ମାନଙ୍କ ସହ ଆଲୋଚନା କରି ବିଭିନ୍ନ ଦାବି ନେଇ ଏକ ମିଳିତ ଦାବିପତ୍ର ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ପ୍ରଦାନ କରିବାକୁ ସଦସ୍ୟମାନେ ପ୍ରସ୍ତାବ ଦେଇଥିଲେ । ଆଜିର ଏହି କାର୍ଯ୍ୟକାରୀଣୀ ବୈଠକରେ ଟ୍ରେଜେରର ଅଶୋକ କୁମାର ଚାନ୍ଦ, ଅଶୋକ କୁମାର ମିଶ୍ର, ଛବିଲାଲ ବେହେରା, ମନୋରଜଂନ ପୁରୋହିତ, ଯୁଧୀଷ୍ଟୀର ମିଶ୍ର, ଦିବାକର ହୋତା ଓ ରୁତୁରାଜ ସିଂହ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like