-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜନୀତି

ଆନ୍ଧ୍ର ଓଡ଼ିଶା ସୀମା ବିବାଦକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ: କହିଲେ ଓଡ଼ିଶା ଜମିକୁ ମାଡ଼ି ବସୁଛନ୍ତି ପଡ଼ୋଶୀ; ହେଲେ ସୀମା ବିବାଦର ସମାଧାନ କରିପାରିଲେନି ସରକାର। ସେପଟେ, ହାଜତ ମୃତ୍ୟୁ ପ୍ରସଙ୍ଗରେ ହଙ୍ଗାମା ପାଇଁ ଚେତାବନୀ ଦେଲା ବିଜେପି । ସ୍ୱର ମିଳାଇଲା କଂଗ୍ରେସ!!

20-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) ଓଡ଼ିଶା ସୀମାରେ ଲାଗିଥିବା ବିବାଦକୁ ନେଇ ଆଜି ବିଧାନସଭାରେ ହଟଗୋଳ କରିପାରନ୍ତି ବିରୋଧୀ । କୋରାପୁଟର କୋଟିଆ ଓ ନାରାୟଣ ପାଟଣାର ସୁନାବେଢ଼ାରେ ଆନ୍ଧ୍ର ପ୍ରଶାସନ ଦାଦାଗିରି କରୁଥିବା ଖବର ଏଇ ନିକଟରେ ସାମ୍ନାକୁ ଆସିଛି । ସେଠାକାର ଲୋକଙ୍କୁ ପ୍ରଲୋଭିତ କରିବା ସହ ଓଡ଼ିଶା ସୀମାକୁ ଆନ୍ଧ୍ର ମାଡ଼ି ଆସୁଛି । କେବଳ ଏହି ଗୋଟିଏ ଦୁଇଟି ସ୍ଥାନରେ ନୁହେଁ, ସୀମାରେ ବର୍ଷ ବର୍ଷ ଧରି ଏଭଳି ବିବାଦ ଲାଗି ରହିଛି । ଓଡିଶା ସୀମାରେ ଥିବା ରାଜ୍ୟ ଗୁଡିକ ଓଡିଶା ଜମିକୁ ମାଡି ବସୁଛନ୍ତି । ଏନେଇ ଅନେକ ଥର ବିଧାନସଭାରେ ସୀମା ବିବାଦ ପ୍ରସଙ୍ଗ ଉଠିଛି । ହେଲେ ରାଜ୍ୟ ସରକାର ଏହାର କୌଣସି ସମାଧାନ କରୁନଥିବା ବିରୋଧୀ କଂଗ୍ରେସ ସଦସ୍ୟ କହିଛନ୍ତି । ଆଜି ମଧ୍ୟ ଏହି ପ୍ରସଙ୍ଗ ଉଠିବ ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି!!*ବିଧାନସଭାର ଅପରାହ୍ଣ ଅଧିବେଶନ ହେବ ସରଗରମ । ଏନେଇ ଚେତାବନୀ ଦେଇଛି ଭାରତୀୟ ଜନତା ପାଟି । ହାଜତ ମୃତ୍ୟୁ ପ୍ରସଙ୍ଗରେ ହଙ୍ଗାମା ପାଇଁ ଦଳ ଚେତାବନୀ ଦେଇଛିି । ବିଶେଷ କରି ଗୃହ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ଅଧିନରେ ଥିବାରୁ ଅଭିଯୁକ୍ତଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ନେଇ ସରକାରୀ ଦଳକୁ ଘେରିବା ପାଇଁ ପ୍ରସ୍ତୁତ ହୋଇଛି ରଣନୀତି । କଂଗ୍ରେସ ମଧ୍ୟ ପୁରୀ ଓ ସୁନ୍ଦରଗଡ ବିରମିତ୍ରପୁରରେ ହାଜତ ମୃତ୍ୟୁ ପାଇଁ ଅଭିଯୁକ୍ତ ପୁଲିସ ଅଧିକାରୀଙ୍କ ବିରୋଧରେ ୩୦୨ ଦଫାରେ ମାମଲା ରୁଜୁ କରିବା ପାଇଁ କହିଛି । ଏପଟେ ଗୃହରେ ଆଲୋଚନା ହେବାକୁ ଥିବା ପ୍ରସଙ୍ଗ ବିରୋଧୀ ବାହାରେ ଉଠାଇବାକୁ ନାପସନ୍ଦ କରିଛି ବିଜେଡି । ଅମର ଶତପଥୀ କହିଛନ୍ତି ଆଇନ୍ ଅନୁଯାଇ କାର୍ଯ୍ୟାନୁଷ୍ଠାନ ହେବ, ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇବେ ତାର ଜବାବ ଦିଆଯିବ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like