-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ତିନି ପ୍ରଧାନ ଶିକ୍ଷକ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

12-May-2022



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅଲଣ୍ଡା ଆଞ୍ଚଳିକ ସାଧନା କେନ୍ଦ୍ରର ଅର୍ଶାତୁଲା ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ମାନଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଏହି ସଭାରେ ସିଆରସିସି  ଭଜମନ ବିଶ୍ଵାଳ ସଂଯୋଜନା କରିଥିବାବେଳେ ଅର୍ସାତୁଲା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ପୂର୍ବତନ ସିଆରସିସି ଜ୍ୟୋତି ପ୍ରକାଶ ବାଗ  ପରିଚାଳନା କରିଥିଲେ। ସଭାପତି ଦାୟିତ୍ଵ ଅଲଣ୍ଡା ଉଚ୍ଚପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରଜୁ କୁମାର ବାଗ କରିଥିଲେ । ପଣ୍ଡରିପାଣୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାର୍ତ୍ତିକେଶ୍ଵର ପ୍ରଧାନ, ପିତାମହୁଲ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ , ବହଳଗୁଭା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ସାହୁଙ୍କୁ ଅବସରକାଳୀନ ଉପଢ଼ୌକନ ଉପହାର ଦେଇ ସମ୍ବର୍ଦ୍ଧନା କରାଗଲା । ବରିଷ୍ଠ ଶିକ୍ଷକ ହିସାବ ରେ ଅଲଣ୍ଡା ଉ:ପ୍ରା ସ୍କୁଲର ପ୍ରଧାନଶିକ୍ଷକ ସରଜୁ ବାଗ ଏବଂ ପୁତୁଲାତଳାଇ ପ୍ରାଥମିକ ସ୍କୁଲର ପ୍ରଧାନଶିକ୍ଷକ ତଥା ପୂର୍ବତନ ସିଆରସିସି ଭଜନ କଣ୍ଠଶିଳ୍ପୀ ଅଶୋକ ସାହୁଙ୍କୁ ସମ୍ବର୍ଦ୍ଧନା ଦିଆଗଲା ।ଶିକ୍ଷକ ଶ୍ରୀ ସୁଶାନ୍ତ ମାଝୀ, ଶିକ୍ଷୟିତ୍ରୀ  ସିମନ୍ତିନୀ ସାହୁ ଓ ଶିକ୍ଷକ ଧବଳେଶ୍ଵର ସାହୁ ସମସ୍ତଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଆଞ୍ଚଳିକ ସାଧନ କେନ୍ଦ୍ରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇ ଥିବା ବେଳେ ଶିକ୍ଷକ ରତନ ଝାଙ୍କର, ଗୋପାଳଦୀପ, ସୁନିଲ ସାହୁ, ରୀମା ତାଣ୍ଡି, ଦେବେନ୍ଦ୍ର ପାତ୍ର , ମାନସ ପୁରୋହିତ, ବଳିଷ୍ଠ ତ୍ରୀପାଠୀ. ବିଶ୍ଵଜିତ ସେଠ . ଧର୍ମୁ ହଂସ, ଶ୍ୟାମ ଦଣ୍ଡସେନା, ହରେ ରାମ ନାଗ, ଜଗନ୍ନାଥ ଦାସ, ଧରଣୀ ପଣ୍ଡା, ଭିକାରି ମାଝି, ଗୁରୁଚରଣ ସାମଲ ଆଦି ବହୁ ଶିକ୍ଷକ ସହଯୋଗ କରିଥିଲେ ।
ପରିଶେଷରେ ଭରତ ବାଗ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଛାତ୍ରୀମାନଙ୍କ ଦ୍ୱାରା ଉଦ୍‌ବୋଧନୀ ସଙ୍ଗୀତ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like