-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

କୁମାର ଭୁଏ ଓ ସରସ୍ଵତୀ ଭୁଏ ଦୁଇ ମାସ ହେବ ଭତ୍ତା ପାଇବାରୁ ବଞ୍ଚିତ

12-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା ) 12/05 - ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ସ୍ଥାନୀୟ ପଞ୍ଚାୟତ ନିକଟ ଦୋକାନ ଘରରେ ଅସ୍ଥାୟୀ ଭାବେ ରହୁଥିବା ବୃଦ୍ଧ ଦମ୍ପତି କୁମାର ଭୁଏ ଓ ସରସ୍ଵତୀ ଭୁଏ ଦୁଇ ମାସ ହେବ ଭତ୍ତା ପାଇବାରୁ ବଞ୍ଚିତ ରହିଥିବା ଅଭିଯୋଗ ହେଉଛି । ପ୍ରକାଶ ଯେ ଖପ୍ରାଖୋଲ ସ୍ଥାନୀୟ ଗ୍ରାମପଞ୍ଚାୟତ ନିକଟ ପଞ୍ଚାୟତ ଷ୍ଟଲ ରେ ୨୦ ବର୍ଷ ହେବ ଦୁଇଜଣ ବୃଦ୍ଧ ଦମ୍ପତି କୁମାର ଭୁଏ (୯୦) ସରସ୍ଵତୀ ଭୁଏ (୮୦) ବାସସ୍ଥାନ ନ ଥିବାରୁ ବସବାସ କରୁଛନ୍ତି । ସେମାନଙ୍କ ପୁଅ ଝିଅ କେହି ନ ଥିବାରୁ ସରକାରଙ୍କ ତରଫରୁ ମିଳୁଥିବା ୩୫ କିଲୋ ଚାଉଳ ଓ ଦୁଇ ଜଣଙ୍କ ଭତ୍ତା ହଜାରେ ଟଙ୍କା ରେ ନିଜ ପେଟପାଟଣା ଚଳାଇଥାନ୍ତି । ହେଲେ ବିଗତ ଏପ୍ରିଲ ମାସର ଭତ୍ତା ଟଙ୍କା ପାଇନଥିବା କାରଣରୁ ଅନେକ ଅସୁବିଧା ର ସମ୍ମୁଖୀନ ହୋଇ ଭିକ ଦୁଃଖ କରି ଚଳୁଥିବା ଅଭିଯୋଗ କରିଛନ୍ତି । ସେହିପରି ସରୋଜ ବେହେରା , ଦମୟନ୍ତୀ ବେହେରା , ବିଶାଖା ବରିହା ଓ ଅନ୍ୟମାନେ ଭତ୍ତା ପାଇବାରୁ ବଞ୍ଚିତ ରହିଥିବ ଅଭିଯୋଗ ହେଉଛି । ଏନେଇ ପି ଇ ଓ ବାହୁବଲେନ୍ଦ୍ର ପୁରୋହିତ ଙ୍କୁ ପଚାରିବାରୁ ଭତ୍ତା ଟଙ୍କା ବ୍ୟାଙ୍କ ରୁ କଡ଼ା ଯାଇଛି । ଗୁରୁବାର ଦିନ ଦିଆଯିବ ବୋଲି ପ୍ରକାଶ କରିଥିଲେ । ବୃଦ୍ଧ ଦମ୍ପତି ଦ୍ବୟଙ୍କ ବ୍ଲକ ପ୍ରଶାସନ ଧ୍ୟାନ ଦେଇ ତୁରନ୍ତ ଭତ୍ତା ପ୍ରଦାନ କରିବା ସହ ଏକ ସ୍ଥାୟୀ ଘର ନିର୍ମାଣ କରାଇ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like