-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ସ୍ୱାଧୀନତାର ଅମୃତ ମହୋତ୍ସବ ବେଳେ ମଧ୍ୟ ଫିରିଙ୍ଗି ସାଶନ ର ଝଲକ

12-May-2022



ସୁବର୍ଣ୍ଣପୁର - ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗର ପ୍ରମୁଖ ସାଶନ ସଚିବ ଗତକାଲି ସୁବର୍ଣ୍ଣପୁର ଜ଼ିଲ୍ଲା ଗସ୍ତରେ ଆସିଥିବା ଅବସରରେ ଜ଼ିଲ୍ଲା କୃଷକ ସଂଗଠନ ପକ୍ଷରୁ ଚାଷୀ ଙ୍କ ଧାନ ବିକ୍ରି ତଥା ବିଭିନ୍ନ ସମସ୍ୟା ସମ୍ପର୍କିତ ଏକ ସ୍ମାରକ ପତ୍ର ପ୍ରଦାନ ପାଇଁ  ଚାହୁଁ ଥିଲେ ସୁଦ୍ଧା ସିଧାସଳଖ ସଚିବ ଙ୍କୁ ସାକ୍ଷାତ କରିବା ସମ୍ଭବ ହେଲା ନାହିଁ l  ପ୍ରବଳ ଖରା ଗରମ ରେ ଦିବା 1 ଟା ରେ ଦୀର୍ଘ ସମୟ ଅପେକ୍ଷା ପରେ ନିର୍ଦ୍ଧେଶ ଆସିଲା ଯେ ଜ଼ିଲ୍ଲାପାଳ ଙ୍କ ଜରିଆରେ ଉକ୍ତ ସ୍ମାରକ ପତ୍ର ଦେଇ ଯାଆନ୍ତୁ l ଏଠି ପ୍ରଶ୍ନ ଉଠେ ଯେ ଜ଼ିଲ୍ଲା ର ଚାଷୀ ନେତା ବୈକୁଣ୍ଠ ଶତପଥୀ ଓ ଏକ ପ୍ରତିନିଧି ଦଳ ର ଚାଷୀଙ୍କ ବିଭିନ୍ନ ସମସ୍ୟା ଜଣାଇବା ଦୃଢ଼ ଇଚ୍ଛା ଶକ୍ତି ଥିବା ସତ୍ୱେ ମଧ୍ୟ ସଚିବ ସାହେବ ଙ୍କୁ ଭେଟି ହେଲା ନାହିଁ l ସର୍କିଟ ହାଉସ ଠାରେ ସଚିବ ରୁଦ୍ଧ ଦ୍ୱାର ବୈଠକ କରି ଚାଷୀ ପ୍ରତିନିଧିଙ୍କୁ ସମୟ ନ ଦେବା ଏକ ଦୁର୍ଭାଗ୍ୟଜନକ l ସାରା ଦେଶରେ ଅମୃତ ମହୋତ୍ସବ ପାଳନ ହେଉଥିବା ବେଳେ ଊଚ୍ଚ ପଦାଧିକାରୀ ସରକାରୀ ବାବୁ ଙ୍କ ଏ ପ୍ରକାର ଆଚରଣ ପୂର୍ବର ଫିରିଙ୍ଗି ସାଶନ ଠାରୁ କୌଣସି ଗୁଣ ରେ କମ ନୁହେଁ l ପ୍ରକାଶ ଥାଉ କି ଯେ ଗଣତନ୍ତ୍ରର ମାଲିକ କୁହାଯାଉଥିବା ସାଧାରଣ ଜନତା ସରକାରୀ ବାବୁ (ପବ୍ଲିକ ସର୍ଭେଣ୍ଟ ) ଙ୍କ ଦ୍ୱାରା ଉପେକ୍ଷିତ ହେବା ଏହା କେତେ ଦୂର ସମିଚୀନ l ସାଧାରଣ ଜନତାଙ୍କ ସେବା କରିବା ପାଇଁ ନିଯୁକ୍ତି ପାଇଥିବା  ଓ କୋଠା ବାଡ଼ି ସହ ଲକ୍ଷ ଲକ୍ଷ ଟଙ୍କା ଦରମା ପାଉଥିବା  ବିଷୟ  ବୋଧେ ଏ ବଡ଼ ବଡ଼ ବାବୁ ସାହେବ ମାନେ ଭୁଲି ଯାଉଛନ୍ତି l ଏହା ସହଜ ରେ ହଜମ କରି ପାରିବେ ତ ? ଅମୃତ ମହୋତ୍ସବ ର ଗାରିମାକୁ ଏହା କ୍ଷୁର୍ଣ କରୁନି ତ ?


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like