-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ମେ ୨୦ରେ ‘ଲଭ୍ ଫିଭର୍

12-May-2022



ଭୁବନେଶ୍ବର /ଏ ମାସ ୨୦ ତାରିଖରେ ସାରା ଓଡ଼ିଶାରେ ପ୍ରେକ୍ଷାଳୟରେ ରିଲିଜ୍ ହେବାକୁ ଯାଉଛି ମୁନ୍ ଟିଭି ମୁଭିଜ୍‌ର ସପ୍ତମ ଚଳଚ୍ଚିତ୍ର ‘ଲଭ୍ ଫିଭର୍‌’ । ଫିଲ୍ମର ପ୍ରଯୋଜନା କରିଛନ୍ତି ସଚ୍ଚିକାନ୍ତ ଜେନା ଓ ବିନି ପଟ୍ଟନାୟକ। ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ପି. କୁମାର। ସଚ୍ଚିକାନ୍ତଙ୍କ କାହାଣୀ ଆଧାରରେ ‘ଲଭ୍ ଫିଭର୍’ର

ଚିତ୍ରନାଟ୍ୟ ଲେଖିବା ସାଙ୍ଗକୁ ନିର୍ଦ୍ଦେଶନା ଦେଇଛନ୍ତି ଚନ୍ଦନ ଜାନା । ଫିଲ୍ମର ମେଲ୍ ଲିଡ୍ ଓ ଫିମେଲ୍‌ ଲିଡ୍ ଭାବେ ଅଭିନୟ କରିଛନ୍ତି ଯଥାକ୍ରମେ ରାଜବୀର ଓ ବନ୍ଦନା ପରମାଣିକ ।

(ଅମୃତ ନନ୍ଦଙ୍କ ରିପୋର୍ଟ) 

ଅନ୍ୟାନ୍ୟ ଚରିତ୍ରରେ ଦର୍ଶକ ଅକ୍ଷୟ ଦାଶ, ସନ୍ତୋଷ ନାୟକ, ମୀନକେତନ, ଅଶ୍ରୁମୋଚନ, ଅସିତ ପତି, ପିଣ୍ଟୁ ନନ୍ଦ, ପୁଷ୍ପା ପଣ୍ଡା, ସୁଜାତା, ତାନ୍ତ୍ର ପ୍ରମୁଖଙ୍କୁ ଦେଖିବେ । କ୍ରିଏଟିଭ୍ ହେଡ୍ ଅଛନ୍ତି ପ୍ରଣୟ ଜେଠୀ। ପୂର୍ବରୁ ମୁନ୍ ଟିଭି ମୁଭିଜ୍ ପକ୍ଷରୁ ‘ଝିଅଟା ବିଗିଡ଼ିଗଲା’, ‘ବଜରଙ୍ଗୀ’, ‘ହୀରାଲାଲ୍ ମୋତିଲାଲ୍’, ‘ସୁନ୍ଦର ଗଡ଼ର ସଲମାନ୍‌ ଖାନ୍’ ପ୍ରମୁଖ ଚଳଚ୍ଚିତ୍ର ମୁକ୍ତିଲାଭ କରି ବେଶ୍ ଲୋକପ୍ରିୟତା ଲାଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like