-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବହୁ ପ୍ରତୀକ୍ଷିତ ପୁରୁଣା ବସଷ୍ଟାଣ୍ଡ ଦୁର୍ଗା ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି ବୈଠକ

12-May-2022



ବିନିକା(ହିମାଂଶୁ ଶେଖର ପୁଟେଲ)::ବିନିକା ସହରର ପୁରୁଣା ବସଷ୍ଟାଣ୍ଡ ଠାରେ ନିର୍ମାଣାଧୀନ ଦୁର୍ଗା ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳନ ନେଇ ଗତକାଲି ସନ୍ଧ୍ୟାରେ କମିଟି ସଭାପତି ସନ୍ତୋଷ ପଣ୍ଡାଙ୍କ ଅହ୍ୱାନକ୍ରମେ ସ୍ଥାନୀୟ ମନ୍ଦିର ସଭାଗୃହ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ବିନିକା ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ନବନିର୍ମିତ ଦୁର୍ଗାମନ୍ଦିର ପ୍ରତିଷ୍ଠା ଉତ୍ସବ କିପରି ଭାବରେ ପାଳନ କରାଯିବ ସେନେଇ ବିସ୍ତ୍ରୁତ ଆଲୋଚନା ହୋଇଥିଲା । ଏହି ବୈଠକରେ କମିଟି ଉପସଭାପତି ସୁଧାଂଶୁ ଶେଖର ଦାଶ, ଈଶ୍ୱର ମହାରଣା, ଦିଲୀପ କୁମାର ଅଗ୍ରୱାଲ, ସମ୍ପାଦକ ଗନ୍ଧର୍ବ ମlହାର, କାହୁଁ କର୍ଣ୍ଣ, ଅଶ୍ଵିନୀ ସୁବୁଦ୍ଧି, ସୋମନାଥ ମିଶ୍ର, ଘନଶ୍ୟାମ ମେହେର, ମହାବୀର ପ୍ରସାଦ ଅଗ୍ରୱାଲ, ସତ୍ୟ ମାହାର, କିଶୋର ସୁବୁଦ୍ଧି, ଚନ୍ଦ୍ର ଶେଖର ପାଣ୍ଡେ, ଲବ କୁମାର ମାହାଣା, ବିଟୁ ଅଗ୍ରୱାଲ, ବୃଷଭ ମାହାଣା, ରାମ ନାରାୟଣ ବରାଇ, ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ତଥା ସାମ୍ବାଦିକ ଅଶୋକ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like