-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||     

HOME   ଜିଲ୍ଲା

ମନୋହରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

12-May-2022



ବଲାଙ୍ଗୀର(ପ୍ରେରଣା ଖବର) ଆଜି ସକାଳେ ମନୋହରପୁର ପୋଲିସ କଲୋନୀ ସ୍ଥିତ ମନୋହରପୁରଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଯୋଗ ଦେଇ ଛାତ୍ରଛାତ୍ରୀ ମାନେ ଦୃଢ଼ ଆତ୍ମବିଶ୍ୱାସ ର ପାଠ ପଢ଼ି ଦେଶ ର ନାଁ କରିବାକୁ ପରାମର୍ଶ ଦେଇଥିଲେ । ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବରେ ୧୮ ନମ୍ବର ୱାର୍ଡର କାଉନସିଲର ଗଙ୍ଗାଧର ଚାନ୍ଦ, ସିଆର୍‌ସିସି ବନବିହାରୀ ସେଠ ଓ ସ୍କୁଲର ପରିଚାଳନା କମିଟିର ସଭ୍ୟ ନିଶିକାନ୍ତ କୁମ୍ଭାର ପ୍ରମୁଖ ମଂଚାସୀନ ରହି ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସଭାକୁ ଶିକ୍ଷୟିତ୍ରୀ ଯାଜ୍ଞସେନୀ ତ୍ରିପାଠୀ ପରିଚାଳନା କରିଥିବା ବେଳେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉତ୍ସବକୁ ସଫଳ କରିବାରେ ସହଯୋଗ କରିଥିଲେ । ସଭା ଶେଷ ହେଲା ପରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ନାଚଗୀତ ଓ ବିଭିନ୍ନ ରଙ୍ଗାରଙ୍କ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି ଅବସରରେ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମିଶ୍ର ସ୍କୁଲର ବିଭିନ୍ନ ବିକାଶମୁଳକ କାର୍ଯ୍ୟ  ଉପରେ ପୌରାଧ୍ୟକ୍ଷାଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଆଗାମୀ ଦିନରେ ସ୍କୁଲର ପାରିପାଶ୍ୱିର୍କ ବିକାଶ ଓ ସ୍କୁଲ ଗୃହ ଗୁଡିକର ମରାମତି ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026

You Might Also Like