-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||     

HOME   ଜିଲ୍ଲା

ରେଙ୍ଗାଲଜୁରୀ ଗ୍ରାମ ର ଏକମାତ୍ର ପାନୀୟ ଜଳ ଉପଯୋଗୀ ସୌରଚାଳିତ ନଳକୂଅ ଦୀର୍ଘ ୯ ମାସ ହେବ ଅଚଳ , ଲୋକେ ଡହକ ବିକଳ ମରାମତି ଦାୟିତ୍ବ ପଞ୍ଚାୟତ ର ନା ଆଉ କାହର ବୋଲି ଅଭିଯୋଗ ହେଉଛି

12-May-2022



ପାଟଣାଗଡ଼ ( ରୁପେନ୍ଦ୍ର ମୁଣ୍ଡା ) : ପାଟଣାଗଡ଼ ସରକାର ପାନୀୟ ଜଳ ସମସ୍ୟା ଦୂର କରିବା କୁ ପଂଚାୟତ ଗୁଡିକ କୁ ଦାୟିତ୍ୱ ଦେଇଛନ୍ତି । ହେଲେ ନଳକୂପ ମରାମତି ପଂଚାୟତ କୁ ହସ୍ତାନ୍ତର ପରେ ଦୁର୍ଦଶା ବଢୁଛି ବୋଲି ଅଭିଯୋଗ ହେଉଛି । ଅଭିଯୋଗ ଅନୁଯାୟୀ ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ନୂତନ ଚଙ୍ଗରିଆ ପଂଚାୟତ ର ରେଙ୍ଗାଲଜୁରୀ ଗ୍ରାମ ସ୍କୁଲ ପଡାରେ ଥିବା ସୌରଚାଳିତ ନଳକୂପ ଦୀର୍ଘ ୯ ମାସ ରୁ ଉର୍ଦ୍ଧ୍ବ ଦିନ ହେବ ଅଚଳ ହୋଇପଡିଛି । ଯାହାଫଳରେ କି  ଲୋକେ ପାନୀୟ ଜଳ ପାଇବାରୁ ବହୁ ଦୂର୍ଦ୍ଧଶା ଭୋଗୁଛନ୍ତି । ମରାମତି ପାଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଅନ୍ୟ ପକ୍ଷରେ ନଳକୂପ ମରାମତି ଦାୟିତ୍ଵ ପଞ୍ଚାୟତର ନାଁ ଆଉ କାହାର ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଗ୍ରାମ ରେଏକ ମାତ୍ର ନଳକୂପ ପାନୀୟ ଜଳ ଉପଯୋଗୀ ହେତୁ ଗ୍ରାମବାସୀ  ନଳକୂପ ଉପରେ ନିର୍ଭର କରିଥାନ୍ତି ।   ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ରେ ଗ୍ରାମବାସୀ ପାନୀୟ ଜଳ ପାଇଁ ଡହକ ବିକଳ ହେଉଛନ୍ତି । ଗ୍ରାମବାସୀ ମାନେ ଖୋଲା କୁଅ ରୁ ପାଣି ବ୍ୟବହାର କରୁଛନ୍ତି । ଯାହାଫଳରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହେବା ର ସମ୍ଭାବନା ଦେଖାଦେଇଛି । ଏଥି ପ୍ରତି ବ୍ଲକ୍  ପ୍ରଶାସନ ଦୃଷ୍ଟି ଦେଇ ଅଚଳ ନଳକୂପ କୁ ସଚଳ କରିବା ସହ ପାନୀୟ ଜଳ ସମସ୍ୟା ଦୂର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026

You Might Also Like