-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ଜିଲ୍ଲା

ସଙ୍କରଡା ଗ୍ରାମ ରେ ନଅ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ପାଳିତ

13-May-2022



ନବରଙ୍ଗପୁର / ଗତକାଲି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ସଙ୍କରଡା ଗ୍ରାମ ରେ ନଅ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ମହାସମାରୋହରେ ପାଳିତ ହୋଇଯାଇଛି| ଏହି ଯଜ୍ଞରେ ଆଖପାଖ ଅଞ୍ଚଳ ଚନ୍ଦା ହାଣ୍ଡି ବ୍ଲକ୍, ଝରିଗାଁ,କୋଷାଗୁମଡା,

ନବରଙ୍ଗପୁର,ପାପଡାହାଣ୍ଡି,, ଉମରକୋଟ ତଥା ନିକଟବର୍ତ୍ତୀ ଛତିଶଗଡ଼ର ବହୁ ଗାୟତ୍ରୀ ପରିଜନ ଏବଂ ଶ୍ରଦ୍ଧାଳୁମାନେ ଅର୍ଥ ଦାନ, ସମୟଦାନ, ଶ୍ରମଦାନ ସହିତ ଯଜ୍ଞପରିସମାପ୍ତି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ | ଯଜ୍ଞପ୍ରାରମ୍ଭ ରେ ଗ୍ରାମ ର ସମସ୍ତ ଆବାଳବୃଦ୍ଧବନିତା କଳସ ଯାତ୍ରା ସହିତ ଦେବଆବାହନ ପୂର୍ବକ ଦୀପ ଯଜ୍ଞ ଏବଂ ପ୍ରବଚନ ରେ ବହୁ ସଂଖ୍ୟା ରେ ଯୋଗଦାନ କରିଥିଲେ। ବିଶ୍ଵଶାନ୍ତି ନିମିତ୍ତ ଘୃତ ଯଜ୍ଞ ଶାନ୍ତି କୁଞ୍ଜ, ହରି ଦ୍ଵାର ରୁ ଆସିଥିବା ସାଧୁସନ୍ଥଙ୍କ ଦ୍ଵାରା ହୋଇ ଥିଲା|ସମସ୍ତେ ଗୁରୁ ଦେବଙ୍କ ଆଶୀର୍ବାଦ ପ୍ରାପ୍ତି ପରେ ସମାପନ କରାଯାଇଥିଲା |

(ନବରଙ୍ଗପୁର, ଚନ୍ଦା ହାଣ୍ଡି ରୁ କାର୍ତ୍ତିକ ବଞ୍ଜରା ଙ୍କ  ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like