-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ବିଧାୟକଙ୍କ ଦ୍ଵାରା ସେଲ୍ପି ପିଏଣ୍ଟ ଉଦ୍‌ଘାଟନ

13-May-2022



ପାଟଣାଗଡ଼(ରୁପେନ୍ଦ୍ର ମୁଣ୍ଡା): ପ୍ରତ୍ୟେକ ସହର ଗୁଡ଼ିକରେ ନିର୍ମିତ ହୋଇଥିବା ସେଲ୍ଫି ପଏଣ୍ଟ ଜନସାଧାରଣଙ୍କ ମନକୁ ବେଶ ଆକର୍ଷିତ କରୁଛି । ବିଶେଷ କରି ସେଲ୍ଫି ପଏଣ୍ଟଟି ଯୁବକ ଯୁବତୀମାନଙ୍କ ପାଇଁ ସେଲ୍ଫି ନେବାରେ ନିଶ୍ଚିତ ଭାବରେ ବେଶ ଆକର୍ଷିତ କରୁଛି । ବଲାଙ୍ଗିର ପଟୁ ପାଟଣାଗଡ଼ ସହରକୁ ପ୍ରବେଶ କରିବା ଦ୍ୱାର ତଥା ସାପ୍ତାହିକ ବଜାର ପାଖରେ ନିର୍ମାଣ ହୋଇଥିବା ଆଧୁନିକିକରଣ ହାଇଲୋଜିନ ଲାଇଟ୍ ଓ ଘାସର ଗାଲିଚା ସହ ସୁନ୍ଦର ଭାବେ ନିର୍ମିତ ହୋଇଥିବା ସେଲ୍ଫି ପଏଣ୍ଟକୁ ଗତକାଲି ସନ୍ଧ୍ୟା ୭ ଘଣ୍ଟା ସମୟରେ ପାଟଣାଗଣ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ପାଟଣାଗଡ଼ ସହରକୁ ସରସ ସୁନ୍ଦର ଭାବେ ଗଢି ତୋଳିବାରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀ ମେହେର ରାତି ଦିନ ପ୍ରାୟସ ଜାରି ରଖିଛନ୍ତି । ସହରବାସୀ କିପରି ଭାବରେ ସ୍ୱଚ୍ଛ ନର୍ମଳ ପରିବେଶରେ ରହିବେ ସେ ନେଇ ଆଗକୁ ଅନେକ କାମ ହାତକୁ ନେଇଛନ୍ତି । ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ନିର୍ମାଣ କରାଯାଇଥିବା ଆଇ ଲଭ୍ ପାଟଣାଗଡ଼ ଲେସ୍ଫି ପଏଣ୍ଟଟି ପାଟଣାଗଡ଼ ସହରର ସୌନ୍ଦର୍ଯ୍ୟ ବଢ଼ାଇବାରେ ସହାୟକ ହୋଇପାରିବ ବୋଲି ମତପ୍ରକାଶ ପାଉଛି । ଅନୁଷ୍ଠିତ ଉତ୍ସବରେ ଏନ୍‌ଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଳ, ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେର, ପାଟଣାଗଡ଼ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ଏନ୍‌ଏସି ବିଧାୟକଙ୍କ ପ୍ରତିନିଧି ସୁକୁମାର ବାରିକ, ପରେଶ ସାହୁ, ପ୍ରମୋଦ ମେହେର, ସମସ୍ତ କାଉନସିଲ ସହ ବହୁ ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026

You Might Also Like