-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ସରକାରୀ ବିଦ୍ୟାଳୟରେ ଝୁଲୁଛି ତାଲା,ବିଚ୍ ରାସ୍ତାରେ ଚାଲିଛି ପାଠ ପଢା

13-May-2022



ଖପ୍ରାଖୋଲ (ବେଦବର ଛତ୍ରିଆ):: ଖପ୍ରଖୋଲ ବ୍ଲକ ଅନ୍ତର୍ଗତ ପତ୍ରାପାଲି ଗ୍ରାମର ସରକାରୀ  ପ୍ରାଥମିକ ବିଦ୍ୟାଳୟରେ ଝୁଲୁଛି ତାଲା। ସୁଚନା ମୁତାବକ ସ୍କୁଲ୍ ର ୧୬ ଡିସିମିଲ୍ ଜମି ସେହି ଗ୍ରାମର କୁଲୁଥୁ ସଗଡିଆଙ୍କ ନାମରେ ଅଛି କିନ୍ତୁ ସେ ୨୦୧୧ ରେ ବିଦ୍ୟାଳୟ ତିଆରି କରିବା ପାଇଁ ଦାନ ଦେଇଥିଲେ।ଏବଂ ତାର ବଦଳରେ ତାଙ୍କ ପରିବାରରୁ ସ୍କୁଲ ଏବଂ ୧୫୦୦୦ ଟଙ୍କା ଗ୍ରାମର ସମସ୍ତଙ୍କ ଉପସ୍ଥିତିରେ ଦିଆଯାଇଥିଲା ଏବଂ । କିନ୍ତୁ ଦୀର୍ଘ ୧୧ ବର୍ଷ ପରେ ସ୍କୁଲକୁ ଯାଇ କୁଲୁଥୁ

ସଗଡିଆଙ୍କ ତିନି ପୁଅ ମନନିଧି ସଗଡିଆ,ମଦନ ସଗଡିଆ ଏବଂ ଗଙ୍ଗା ସଗଡିଆ ସରକାରୀ ସ୍କୁଲରେ ତାଲା ପକେଇଥିଲ ଫଳରେ ଛାତ୍ରୀଛାତ୍ର ମାନେ ରାସ୍ତାରେ ପାଠ ପଢୁଥିବା ଦେଖିବାକୁ ମିଳିଛି।ଏହାକୁ ନେଇ ଶିକ୍ଷକ ଏବଂ ଅଭିଭାବକ ମାନେ ଅସୋନ୍ତୋଷ ପ୍ରକାଶ କରିଛନ୍ତି। ଯିଏ ତାଲା ପକେଇଛି ତାଙ୍କ ପାଖକୁ ପହଞ୍ଚିଥିଲେ ଆମର ପ୍ରତିନିଧି ଏବଂ ତାଙ୍କ କହିବା ଅନୁସାରେ ବିଦ୍ୟାଳୟକୁ ଲାଗି ଏକ ପାଚେରି କାମ ଛାଲିଛି କିନ୍ତୁ ତାଙ୍କୁ ସେ କାମ ନଦେଇ ଅନ୍ୟମାନେ କରୁଥିବାରୁ ଆମେ ତାଲା ପକେଇଛୁ ବୋଲି କହିଥିଲେ।ଏଠାରେ ପ୍ରଶ୍ନ  ଉଠୁଛି ଯେ ନିଜ ନିଜର ସ୍ଵାର୍ଥ ପାଇଁ ସରକାରୀ ଶିକ୍ଷା ଅନୁଷ୍ଠାନକୁ ବନ୍ଦ କରି ପିଲା ମାନଙ୍କ ପାଠପଠାକୁ ବାଧା ପହଞ୍ଚେଇବା କେତେ ଦୁର ଠିକ୍ ? ଏଥିପ୍ରତି ପ୍ରସାଶନ ଉଚିତ୍ ପଦକ୍ଷେପ  ନେବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like