-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ତମାଖୁ ଜାତୀୟ ଦ୍ରବ୍ୟ ବିକ୍ରୟ ଓ ବ୍ୟବହାର ନିଷେଧ ପାଇଁ ଦୋକାନ ମାନଙ୍କରେ ଚଢ଼ାଉ

13-May-2022



ସୁବର୍ଣ୍ଣପୁର//  ଆଜି ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଠାରେ ତମାଖୁ  ଜାତୀୟ ଦ୍ରବ୍ୟର ବିକ୍ରୟ ଓ ବ୍ୟବହାର ନିଷେଧ ପାଇଁ ଦୋକାନ ମାନଙ୍କରେ ଏକ ଡ୍ରଗ୍ସ ସ୍କୱାର୍ଡ  ଚଢ଼ାଉ କରିଥିଲେ l ଏହି ଚଢ଼ାଉରେ ୩୨ ଟି ଦୋକାନ ମଧ୍ୟରୁ ୨୦ ଟି ଦୋକାନରୁ ମୋଟ ୨୩୭୦ ଟଙ୍କା ଜରିମାନା ଆକାରରେ ଆଦାୟ କରାଯାଇଥିଲା l ଏହି ଚଢ଼ାଉରେ ସ୍ୱାସ୍ଥ୍ୟ ବିଭାଗ, ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ କରାଯାଇଥିଲା l ଏହି ଚଢ଼ାଉ ଟିମ ରେ ଡ୍ରଗ୍ସ ନିରୀକ୍ଷକ ଉମାଶଙ୍କର ମେହେର, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଅଣ ସଂକ୍ରାମକ ରୋଗ ବିଭାଗର ସହ ପରିଚାଳକ ଶ୍ରୀମତୀ ଗୀତାଞ୍ଜଳି ମେହେର, ପୋଲିସ ଏ ଏସ ଆଇ ବୁଡ଼ୁ ଭୋଇ,, କନେଷ୍ଟବଳ ଶ୍ରୀମତୀ ମୀନାକୁମାରୀ ପ୍ରଧାନ, ଅବକାରୀ ବିଭାଗର କନେଷ୍ଟବଳ ଶ୍ରୀମତୀ ନମିତା ବାଦୀ ସାମିଲ ଥିଲେ

l ଠିକ ସେହିପରି ଗତ ୧୧ ତାରିଖ ରେ ସୁବର୍ଣ୍ଣପୁର ସହରରେ ମଧ୍ୟ ଡ୍ରଗ୍ସ ଇନ୍ସପେକ୍ଟର ଉମାଶଙ୍କର ମେହେର, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଶ୍ରୀ ସାହୁ, ଶ୍ରୀମତୀ ମେହେରଙ୍କ ନେତୃତ୍ୱରେ ପୋଲିସ ଏ ଏସ ଆଇ ରଂଜିତ କୁମାର ମହାପାତ୍ର, ଅବକାରୀ ଇନ୍ସପେକ୍ଟର ସବିତା ପଟ୍ଟନାୟକଙ୍କ ସହଯୋଗରେ ୩୮ ଗୋଟି ଦୋକାନରେ ଚଢ଼ାଉ କରାଯାଇ ୨୮ ଟି ଦୋକାନରୁ ସମୁଦାୟ  ୩୮୮୦ ଟଙ୍କା ଜୋରିମାନା କରାଯାଇଥିଲା l ଆଗକୁ ପ୍ରତି ବ୍ଲକ  ଓ ସହର ରେ ଏଭଳି ଚଢ଼ାଉ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like