-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ରାୟପୁର ହେଲିକପ୍ଟର ଦୁର୍ଘଟଣା: ଓଡ଼ିଆ ପାଇଲଟଙ୍କ ମୃତ୍ୟୁ, ମୃତକ ସମ୍ବଲପୁରର ଗୋପାଳକୃଷ୍ଣ ପଣ୍ଡା

13-May-2022



ସମ୍ବଲପୁର: ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଯେଉଁ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଘଟିଥିଲା, ସେମାନଙ୍କ ଭିତରୁ ଜଣେ ଓଡ଼ିଆ ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ପାଇଲଟ ସମ୍ବଲପୁରର ବୋଲି ଜଣାପଡ଼ିଛି। ମୃତ ପାଇଲଟ ସମ୍ବଲପୁର ଜିଲ୍ଲା ବାହାମ ଗାଁର ଗୋପାଳକୃଷ୍ଣ ପଣ୍ଡା ବୋଲି ସୂଚନା ମିଳିଛି l

I

କ୍ୟାପଟେନ ପଣ୍ଡାଙ୍କ ଭିଲାଇ ସହିତ ସଂଯୋଗ ଥିଲା। ତାଙ୍କ ସମ୍ପର୍କୀୟ ସାନ ଭଉଣୀ ଭିଲାଇରେ ରହନ୍ତି ବୋଲି ଭିଲାଇର ବରିଷ୍ଠ ସାମ୍ବାଦିକ ତଥା ଗୋପାଳକୃଷ୍ଣ ପଣ୍ଡାଙ୍କ ସମ୍ପର୍କୀୟ ରଘୁନନ୍ଦନ ପଣ୍ଡା କହିଛନ୍ତି। ସେ ଆହୁରି କହିଛନ୍ତି ଯେ କ୍ୟାପଟେନ ପଣ୍ଡା ଯେତେବେଳେ ଭିଲାଇକୁ ଆସନ୍ତି,ସେ ନିଶ୍ଚିତ ଭାବରେ ତାଙ୍କ ସମ୍ପର୍କୀୟମାନଙ୍କୁ ଭେଟିଥାନ୍ତି। ତାଙ୍କ ପତ୍ନୀ ବିଶ୍ୱବିଦ୍ୟାଳୟର ଜଣେ ଆଡହକ୍ ପ୍ରଫେସର।
କ୍ୟାପଟେନ ଗୋପାଳ କୃଷ୍ଣ ପଣ୍ଡାଙ୍କର ଦୁଇଟି ସନ୍ତାନ ଅଛନ୍ତି। ଝିଅ ବଡ଼ ଏବଂ ପୁଅ ସାନ। ନିଜ ପରିବାର ସହ ସେ ରାୟପୁରରେ ରହୁଥିଲେ।
କ୍ୟାପଟେନ ପଣ୍ଡା ସୁରଜପୁର ଗସ୍ତରେ କ୍ରମାଗତ ଭାବରେ ହେଲିକପ୍ଟରରେ ଯାତ୍ରା କରୁଥିଲେ। ସେ ଜଣେ ମେଳାପୀ ଓ ଭଦ୍ର ବ୍ୟକ୍ତି ଥିଲେ ବୋଲି ବି ରଘୁନନ୍ଦନ ପଣ୍ଡା କହିଛନ୍ତି।
ସୂଚନାଯୋଗ୍ୟ, ଛତିଶଗଡ଼ର ରାୟପୁର ବିମାନ ବନ୍ଦରରେ ଗୁରୁବାର ରାତିରେ ଏକ ସରକାରୀ ହେଲିକପ୍ଟର ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ହେଲିକପ୍ଟରରେ ଥିବା ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଲେ କ୍ୟାପ୍ଟେନ ଗୋପାଳକୃଷ୍ଣ ପଣ୍ଡା ଏବଂ କ୍ୟାପ୍ଟେନ ଏ ପି ଶ୍ରୀବାସ୍ତବ। ବୈଷୟିକ ତ୍ରୁଟି ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ଅବତରଣ ସମୟରେ ହେଲିକପ୍ଟରଟି ନିୟନ୍ତ୍ରଣ ହରାଇ

ଭୂମିରେ ପିଟି ହୋଇଯାଇଥିଲା। ଉଦ୍ଧାରକାରୀ ଟିମ୍ ତୁରନ୍ତ ଉଭୟ ପାଇଲଟ୍ଙ୍କୁ ହେଲିକପ୍ଟର ଧ୍ବଂସାବଶେଷ ଭିତରୁ ବାହାର କରିଥିଲେ ଏବଂ ସଙ୍କଟାପନ୍ନ ଅବସ୍ଥାରେ ହସ୍ପିଟାଲ ନିଆଯାଇଥିଲା। ତେବେ ସେଠାରେ ଉଭୟଙ୍କର ମୃତ୍ୟୁ ହୋଇଯାଇଥିବା ଡାକ୍ତର ଘୋଷଣା କରିଥିଲେ। କ୍ୟାପ୍ଟେନ ପଣ୍ଡା ଓଡ଼ିଶାର ବାସିନ୍ଦା ଏବଂ କିଛି ବର୍ଷ ହେଲା ସେ ଛତିଶଗଡ଼ ସରକାରରେ ବରିଷ୍ଠ ପାଇଲଟ୍ ଭାବେ କାମ କରୁଥିଲେ। କ୍ୟାପ୍ଟେନ ଶ୍ରୀବାସ୍ତବ ଦିଲ୍ଲୀର ବାସିନ୍ଦା ବୋଲି ଜଣାପଡ଼ିଛି।ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like