-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ବିନିକାର ପାପକ୍ଷୟ ଘାଟକୁ ଜିଲ୍ଲାପାଳଙ୍କ ପରିଦର୍ଶନ- ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଏ ପୀଠର ହେବ ସୌନ୍ଦର୍ଯ୍ୟକରଣ

13-May-2022



ସୁବର୍ଣ୍ଣପୁର// ସୁବର୍ଣ୍ଣପୁର ଜିଲ୍ଲା ବିନିକା ର ପର୍ଯ୍ୟଟନ ସ୍ଥଳୀ  ପାପକ୍ଷୟ ଘାଟ ଏଣିକି ସ୍ମାର୍ଟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ବୋଲି ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ପୀଠ ପରିଦର୍ଶନରେ ଆସି ଏହା ପ୍ରକାଶ କରିଛନ୍ତି ।ଜିଲ୍ଲାପାଳ ପୁଣ୍ୟପୀଠ ପାପକ୍ଷୟ ପୀଠକୁ ଆସି ଏହାର ପରିସରରେ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର,ପାପକ୍ଷୟ ଘାଟ, ବଟବୃକ୍ଷ ଅର୍ଗଲି,ସମ୍ପୂର୍ଣ୍ଣ ପରିସର ବୁଲି ଦେଖିଥିଲେ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଭଳି ଏହି ପୀଠର ସୌନ୍ଦର୍ଯ୍ୟ କରଣ ପ୍ରତି କି କି ପଦକ୍ଷେପ ନିଆଯିବ ସେନେଇ ଉପସ୍ଥିତ ପଦାଧିକାରୀ,ବିଜ୍ଞାପିତ ପରିଷଦ ସଦସ୍ୟ,ଅଞ୍ଚଳର ସଚେତନ ନାଗରିକ ମାନଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଏହି ଅବସରରେ ପର୍ଯ୍ୟଟକଙ୍କ ପାଇଁ ସ୍ଵତନ୍ତ୍ର ଘାଟ ନିର୍ମାଣ,ପାହାଚ ଗୁଡ଼ିକର ପୁନରୁଦ୍ଧାର,ବୁଡ଼ ପକାଉଥିବା ସ୍ନାନ ଘାଟକୁ ସୌନ୍ଦର୍ଯ୍ୟ କରଣ, ମହାନଦୀରେ ବୋଟିଂ ବ୍ୟବସ୍ଥା,ପର୍ଯ୍ୟଟକଙ୍କ ପାଇଁ ଟଲେଟ ବ୍ୟବସ୍ଥା, ବିଶ୍ରମାଗାର ନିର୍ମାଣ,ଶିଶୁ ଉଦ୍ୟାନ ଓ ପାର୍କ ନିର୍ମାଣ,ମହିଳା ପର୍ଯ୍ୟଟକଙ୍କ ପାଇଁ ଆଶ୍ରୟ ସ୍ଥଳୀ ଓ ଶୌଚାଳୟ ନିର୍ମାଣ ଆଦି ଉପରେ ଗୁରୁତ୍ବ ଦିଆଯାଉ ବୋଲି ଦାବି ହୋଇଥିଲା ।ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଏହି ପୁଣ୍ୟପୀଠର ଉନ୍ନତିକରଣ ଯେପରି ଶୀଘ୍ର ହୋଇପାରିବ ସେଥିପ୍ରତି ଦୃଷ୍ଟି ଦିଆଯିବ ଏବଂ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ସହ ଯୋଗାଯୋଗ ଜାରି ରହିବ ବୋଲି କହିଛନ୍ତି । ସେହିପରି ଅନ୍ୟ ପକ୍ଷରେ ରାଜ୍ୟ ସରକାରଙ୍କ ଠାରେ ବିଚାରାଧୀନ ଥିବା ବିନିକାକୁ

ଉପଖଣ୍ଡ ମାନ୍ୟତା,ଅସମ୍ପୂର୍ଣ୍ଣ ରିଂ ରୋଡକୁ ତ୍ଵରାନିତ କରିବା,ସ୍ମାର୍ଟ ବସଷ୍ଟାଣ୍ଡ  ନିର୍ମାଣ,ନୂତନ ସିଏସି ବିଲଡିଂ, ଦୈନନ୍ଦିନ ମାର୍କେଟ ଷ୍ଟଲ,ବସଷ୍ଟାଣ୍ଡ ଷ୍ଟଲ,ବିଜୁ ପଟ୍ଟନାୟକ ଷ୍ଟାଡିୟମର ଉନ୍ନତିକରଣ ଆଦି ଶୀଘ୍ର କରାଯାଉ ବୋଲି ବିନିକା ବିଜୁ ଜନତା ଦଳ ନଗର ସଭାପତି ସୋମନାଥ ମିଶ୍ର,ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇଙ୍କ ସମେତ  କାଉନସିଲର ପ୍ରମୁଖ ଜିଲ୍ଲାପାଳଙ୍କ ଠାରେ ଦାବି କରିଥିଲେ । ଜିଲ୍ଲାପାଳଙ୍କ ଗସ୍ତ ଅବସରରେ ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଅତିରିକ୍ତ ତହସିଲଦାର ଚାନ୍ଦିନୀ ମେହେର, କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,କନିଷ୍ଠ ଯନ୍ତ୍ରୀ ରତ୍ନାକର ଗାଇଗରିଆ, ଯୁବ ସଂଗଠକ ପୀତବାସ ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like