-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

"ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||      ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   (23-Jul-2026)       ||      କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   (23-Jul-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ    (23-Jul-2026)       ||      ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   (23-Jul-2026)       ||      *କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||     

HOME   ଜିଲ୍ଲା

ରଙ୍ଗ ବେରଙ୍ଗ ରେ ଝଲସୁଛି ହରିଶଙ୍କର ମନ୍ଦିର/ ଆରମ୍ଭ ହେବ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା

13-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା) - ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପବିତ୍ର ତୀର୍ଥକ୍ଷେତ୍ର ହରିଶଙ୍କର ଠାରେ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଞ୍ଚି । କୋଭିଡ କଟକଣା ପାଇଁ ଦୁଇ ବର୍ଷ ଧରି ମେଳା ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ଦେବୋତ୍ତର ବିଭାଗ ଓ ପ୍ରଶାସନ ତାରଫରୁ ପ୍ରସ୍ତୁତି ଚାଲିଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ହରିଶଙ୍କର ମନ୍ଦିରର ରଙ୍ଗ କରା ଯାଇଥିବା ବେଳେ ଗାଢ଼ ହଳଦିଆ ରଙ୍ଗ ଲଗାଯାଇ ଥିବାରୁ ବେଶ ସୁନ୍ଦର ଲାଗୁଛି । ସେହିପରି ମନ୍ଦିର ଚାରିପାଖ ରଙ୍ଗ କରାଯାଇଥିବା ବେଳେ ବାଡ଼ ରେ ରଙ୍ଗକରୀ ମନ୍ଦିର କଥାବସ୍ତୁ, କିମ୍ବଦନ୍ତୀ, ପୁରାଣ ତଥା ଠାକୁର ମାନଙ୍କ ଫଟୋ ଅଙ୍କାଯାଇଛି । ଚଳିତ ବର୍ଷ ଶନିବାର ଠାରୁ ସୋମବାର ଯାଏ ତିନି ଦିନ ଧରି ମେଳା ତଥା ହରିଶଙ୍କର ମହୋତ୍ସବ ହେବାକୁ ଥିବାବେଳେ ପ୍ରଥମ ଦିନ ମନ୍ଦିର ପରିସରରେ ହୋମଯଜ୍ଞ ଅନୁଷ୍ଟିତ ହେବ । ସନ୍ଧ୍ୟାରେ ଦୁଇଟି ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମନୋରଞ୍ଜନ କାର୍ଯ୍ୟକ୍ରମ ହେବ । ପ୍ରଦର୍ଶନୀ ପଡ଼ିଆରେ ବିଭିନ୍ନ ବିଭାଗର ପ୍ରଦର୍ଶନୀ

ହେବାସହ, ମିନବଜାର ଲାଗିବା ମେଳା ପରିଚାଳନା ପାଇଁ ପ୍ରଶାସନ ତରଫରୁ ବିଭିନ୍ନ କମିଟି ଗଠନ କରି ଦାୟିତ୍ୱ ବଣ୍ଟନ କରାଯାଇଛି । ମେଳାର ପ୍ରସ୍ତୁତି ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପଟଣାଗଡ଼ ଉପଜିଲ୍ଲାପାଳ ଡ ବିଜୟା ନନ୍ଦ ସେଠୀଙ୍କ ନେତୃତ୍ୱରେ ଚାଲିଥିବା ବେଳେ ଖପ୍ରାଖୋଲ ବିଡିଓ ରଶ୍ମିରଞ୍ଜନ ରାଉତ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର , ଏଏ ଇ ସୋମ୍ୟକିଶୋର ଜୟପୁରିଆ, ପରିଚାଳନା କମିଟି, ମନ୍ଦିର ପରିଚାଳନା ସବ କମିଟି, ଥାନା ଅଧିକାରୀ ରାମକାନ୍ତ ସାହୁ, ବ୍ଲକ ଅଧ୍ୟକ୍ଷା ନିରୂପମା ପଟେଲ, ମନ୍ଦିର ପରିଚାଳକ ସହ ବିଭିନ୍ନ ବିଭାଗର ଅଧିକାରୀ କର୍ମଚାରୀ ରହିଛନ୍ତି । ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ପଟଣାଗଡ଼ ଉପଜିଲ୍ଲାପାଳ ସେଠୀ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   23-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jul-2026
  ଜିଲ୍ଲା  
କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   23-Jul-2026
  ଜିଲ୍ଲା  
ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   23-Jul-2026
  ଜିଲ୍ଲା  
ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   23-Jul-2026
  ଜିଲ୍ଲା  
କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   23-Jul-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ   23-Jul-2026
  ଜିଲ୍ଲା  
ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   23-Jul-2026
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026

You Might Also Like