-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ବୋଡାସମ୍ବର ମାହାର ମହାସଭା, ଜିଲ୍ଲା ସଭାପତି ଭାବେ ନିର୍ବାଚିତ ହେଲେ ବିନୋଦ ଚିନ୍ଦା

13-May-2022



ପଦ୍ମପୁର ଅଧିନସ୍ଥ ବ୍ରାହ୍ମଣଡିହି ଗ୍ରାମରେ ବୋଡାସମ୍ବର ମାହାର ସମାଜ ପକ୍ଷରୁ ଜିଲ୍ଲା  ସ୍ତରୀୟ ମାହାର ମହାସଭା ଅନୁଷ୍ଟିତ ହୋଇ ଯାଇଛି ା ଏହି ଅବସରେ ବରଗଡ଼ ଜିଲ୍ଲାର ଝେଙ୍ଗେନାଡିହି,ଧନେଶ୍ବର,ତେଲ ମହୁଲ,ଗୁଞ୍ଚାଡିହି,ସୁଗୁଡ଼ା ଗ୍ରାମର ଜୋନ୍ ସଭାପତି ଏବଂ ସଂପାଦକ ଙ୍କ ସମେତ ଅନେକ ମାହାର ସମାଜର ଭଦ୍ରବ୍ୟକ୍ତି ମାନେ ଯୋଗ ଦେଇଥିଲେ ା ଅକ୍ଷୟ କୁମୁରିଆ ଙ୍କ ସଭାପତିତ୍ବ ରେ ଗୋବର୍ଦ୍ଧନ ମଲିଆ,ଅଭିନ ସାହାଣୀ,ମିନକେତନ ତମଲିଆ ,ଭିଷ୍ମ ତମଲିଆ,ଶେଷଦେବ ଚିନ୍ଦା, ଅଭିମନ୍ଯୁ କୁମୁରୀଆ,ରୁକଧର ଚିନ୍ଦା,ଗୌତମ କୁମୁରୀଆ,ଦଶରଥ ଚିନ୍ଦା,ଡମ୍ବରୁଧର ଡୁମୁଲିଆ ପ୍ରମୁଖ ମାହାର ସମାଜର ନୂତନ ନିୟମାବଳୀ ବିଷୟରେ ଆଲୋଚନା କରିଥିଲେ ା ବରଗ଼ଡ ଜିଲ୍ଲାର ସମସ୍ତ ଜୋନ୍ ସଭାପତିଙ୍କ ସର୍ବ ସମ୍ମତି କ୍ରମେ ବ୍ରାହ୍ମଣଡିହି ଗ୍ରାମର ବିନୋଦ ଚିନ୍ଦା ଙ୍କୁ ମାହାର ସମାଜର ଜିଲ୍ଲା ସଭାପତି ଭାବରେ ଦାଇତ୍ବ ପ୍ରଦାନ କରଗଲା ା ବଲାଙ୍ଗୀର ଜିଲ୍ଲା ମାହାର ସମାଜ ସଭାପତି ପଞ୍ଚୁ ଚିନ୍ଦା ଏବଂ ଆଚଂଳିକ ସଭାପତି ସୁଦାମ ରାଉତ ବିନୋଦ ଚିନ୍ଦା ଙ୍କୁ ବାଉଁଶ ତିଆରୀ ପୁଷ୍ପ ଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଥିଲେ ା ସୁଶିଲ,ଚିତ୍ତ,ପ୍ରକାଶ,ନୂରାବନ,ନାଡୋ,ନିମାଇଁ ତଥା ବ୍ରାହ୍ମଣଡିହି ମାହାର ସମାଜର ପ୍ରତୈକ ଯୁବକ ବିଭିନ୍ନ କାର୍ଯ୍ଯ ତୁଲାଇଥିଲେ

 (ପଦ୍ମପୁରରୁ ନରହରି ବଗର୍ତ୍ତୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like