-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ ପୌରପରିଷଦ  ବୈଠକରେ ପୌରାଧ୍ୟକ୍ଷା ଓ ମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି। ଗଣମାଧ୍ୟମ ଆଗରେ କାନ୍ଦିଲେ ପୌର ଅଧ୍ୟକ୍ଷା।

14-May-2022



ଟିଟିଲାଗଡ(ପ୍ରେରଣା ଖବର) , ସଦ୍ୟ ସମାପ୍ତ ହୋଇଥିବା ପୌରପରିଷଦ ନିର୍ବାଚନରେ ବିଜେପି ଦଳର ପ୍ରାଥିନୀ ମମତା ଦେବୀ ଜୈନ ପ୍ରତ୍ୟକ୍ଷ ଭାବରେ ପୌର ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିବା ବେଳେ ପରିଷଦର ୧୫ ଟି ୱାର୍ଡ ମଧ୍ୟରୁ  ୫ ଟି ୱାର୍ଡ ବିଜେପି ଓ ୧୦ ୱାର୍ଡ ରେ  ବିଜେଡିର କାଉନସିଲର ଜିତିଥିଲେ।ପୌର ଅଧ୍ୟକ୍ଷା ବିଜେପି ର ଥିବାବେଳେ ପୌର ଉପାଧକ୍ଷା ବିଜେଡି ଏବଂ ସ୍ଥାନୀୟ ବିଧାୟିକା ମଧ୍ୟ ବିଜେଡି ଦଳ ର ଥିବାବେଳେ ନୂତନ ପୌର ପରିଷଦ ଉଭୟ ଦଳ ସଦସ୍ୟ ଙ୍କ ମଧ୍ୟରେ ସମନ୍ଵୟ ରକ୍ଷା କରି ସୁରୁଖୁରୁରେ ଚାଲିବା ନେଇ ସହରବାସୀଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା। ତେବେ ଦାୟିତ୍ଵ ଗ୍ରହଣ ପରେ ପୌର ଅଧ୍ୟକ୍ଷା ସମସ୍ତଙ୍କୁ ସାଙ୍ଗରେ ନେଇ ସମସ୍ତଙ୍କ ସହୋଯୋଗରେ ସହରର ବିକାଶକୁ ପ୍ରାଥମିକତା ଦେବାକୁ ପ୍ରକାଶ କରିଥିଲେ।  ସହରର ବିକାଶରେ ସ୍ଥାନୀୟ ବିଧାୟିକା ତଥା ମନ୍ତ୍ରୀଙ୍କ ଯଥେଷ୍ଟ ଅବଦାନ ମଧ୍ୟ ରହିଥିବା ବେଳେ ନୂତନ ପୌର ପରିଷଦ ଗଠନ ପରେ ସହରର ବିକାଶ କୁ ଆହୁରି ତ୍ଵରାନିତ କରିବା ସହ  ଉଭୟ ଦଳର ସଦସ୍ୟ ଦଳୀୟ ମନୋବୃତ୍ତି ଠୁ ଉର୍ଦ୍ଧରେ ଯାଇ ସହରବାସୀଙ୍କ ସ୍ବାର୍ଥକୁ ପ୍ରାଥମିକତା ଦେଇ ଆଗକୁ ବଢିବା ଶ୍ରେୟସ୍କର ଥିବାବେଳେ କେତେକାଂଶରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ଗତକାଲି ପୌର ପରିଷଦ ପକ୍ଷରୁ ଆୟୋଜିତ ହୋଇଥିବା ଏକ ବୈଠକରେ ଏହାର କିଛି ଝଲକ ଦେଖିବାକୁ ମିଳିଥିଲା। ସ୍ଥାନୀୟ ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ,କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଉପଜିଲ୍ଲାପାଳ,ପୌର ଅଧ୍ୟକ୍ଷା ଏବଂ ସମସ୍ତ କାଉନସିଲର ଙ୍କ ଉପସ୍ଥିତି ରେ ବୈଠକ ଚାଲିଥିବା ବେଳେ ସହର ମଧ୍ୟରୁ ଧୂଳି ନିଷ୍କାସନ କରିବା ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ ଯାନ୍ତ୍ରିକ ଗାଡ଼ି ନିୟୋଜିତ କରିବାକୁ ନେଇ କଥା କଟାକଟି ଆରମ୍ଭ ହୋଇଥିଲା। ୱାର୍ଡ ନଂ ୫ ର କାଉନସିଲର ଟିଟିଲାଗଡ ବିଧାୟିକା ଙ୍କ ପ୍ରତି ଦେଇଥିବା ମନ୍ତବ୍ୟକୁ ନେଇ  ବୈଠକରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବା ଦେଖି ଉପଜିଲ୍ଲାପାଳ ସଭା କକ୍ଷ ରୁ ବାହାରି ଯାଇଥିଲେ।ଏହାପରେ ମନ୍ତ୍ରୀ ଓ ସମସ୍ତ ବିଜେଡି କାଉନସିଲର ମଧ୍ୟ ସଭାଗୃହ ରୁ ବାହାରି ଯାଇଥିଲେ। ଏହାକୁ ନେଇ ପୌରାଧ୍ୟକ୍ଷା ବିଚଳିତ ହେବା ସହ ତାଙ୍କୁ ଲୋକେ ପ୍ରତ୍ୟକ୍ଷ ଭାବରେ ଭୋଟ ଦେଇ ନିର୍ବାଚିତ କରିଥିଲେ ମଧ୍ୟ ତାଙ୍କୁ ପୌର ପରିଷଦରେ ଶାସକ ଦଳ ସହଯୋଗ କରୁ ନଥିବା ଓ ସମସ୍ତ କାମ ରେ ବାଧା ସୃଷ୍ଟି କରୁଥିବା ନେଇ ଅଭିଯୋଗ ଉଠାଇଥିଲେ। ୱାର୍ଡ ନଂ୬ ର କାଉସିଲର ତାଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରି ଦୁର୍ବ୍ୟବହାର କରିଥିବା ନେଇ କାନ୍ଦି କାନ୍ଦି ଗଣ ମାଧ୍ୟମ ପ୍ରତିନିଧିଙ୍କୁ ଜଣାଇଥିଲେ। ତେବେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ସହରବାସୀ ତଥା ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖାଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like