-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ରାଜ୍ୟ

ବଲାଙ୍ଗୀରରେ ଜାତୀୟ ଲୋକ ଅଦାଲତ- ଆପୋଷ ବୁଝାମଣା ମଧ୍ୟରେ ଦମ୍ପତ୍ତିଙ୍କ  ୨ଠ ବର୍ଷ ର ମାମଲା ଫଇସଲା ହେଲା

14-May-2022



ବଲାଙ୍ଗୀର,(ଅନ୍ତର୍ଯ୍ୟାମୀ ସାହୁ): ଆଜି ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା । ଫେମିଲି କୋର୍ଟରେ ୮ଟି ପାରିବାରିକ ମାମଲାର ବିଚାର କରାଯାଇଥିଲା । ଏହି ଅବସରରେ ୬ଟି ପାରିବାରିକ ଭରଣପୋଷଣ  ମାମଲା ର ଫଇସଲା ହୋଇଥଲା । ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ହେଲା ଦୀର୍ଘ ୨ଠ ବର୍ଷ ଧରି ଚାଲିଥିବା ଏକ ପାରିବାରିକ କଳହ ମାମଲାର ଆଜି ଆପୋଷ ବୁଝାମଣା ମଧ୍ୟରେ ଫଇସଲା ହୋଇଥିଲା । ଗୋଟିଏ ବୈବାହିକ ମାମଲାର ଫଇସଲା ହୋଇଥିବା ବେଳେ ଗୋଟିଏ ଏକ୍‌ଜ୍ୟୁକେସନ କେସର ଫଇସଲା ହୋଇଥିଲା । ଫେମିଲି କୋର୍ଟର ବିଚାରପତି ବେଣୁଧର ପାତ୍ରଙ୍କ ଉପସ୍ଥିତିରେ ଏହି ୮ଟି ଦମ୍ପତ୍ତି ଆପୋଷ ବୁଝାମଣା ମାଧ୍ୟମରେ କୋର୍ଟ ସମ୍ମୁଖରେ ପୁନଃ ମିଳାମିଶା କରିବା ପାଇଁ ରାଜି ହୋଇଥିଲେ । ଫେମିଲ କୋର୍ଟ ର ଏହି ଲୋକ ଅଦାଲତରେ ସିଭିଲ କୋର୍ଟର ପ୍ରିନିସିପାଲ କାଉନସେଲର ରମେଶ ନନ୍ଦ, ପେସ୍‌କାର ରାଜକୁମାର ଗଡତ୍ୟା, ମୁଖ୍ୟ କିରାଣୀ ଅଶୋକ କୁମାର ସେଠ ଓ ଲୋକିତା ଦାଶ ଙ୍କ ସମେତ ଏଡ୍‌ଭୋକେଟ ଡୋଳାମଣୀ ତ୍ରିପାଠୀ ପ୍ରମୁଖ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like