-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଇନାମ ବେଲପଡ଼ାରେ ନୃସିଂହ ଜୟନ୍ତୀ ପାଳିତ

14-May-2022



 କୋଦଳା (ଉମା ମହାରଣା ) : ଜିଲ୍ଲା କୋଦଳା ଏନଏସି ଅନ୍ତର୍ଗତ ଇନାମ ବେଲପଡ଼ା ଠାରେ ମହାପ୍ରଭୁ ନୃସିଂହ ଠାକୁରଙ୍କ ଜନ୍ମ ଉସ୍ଛବ ବେଶ୍ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ଶ୍ରୀ ନୃସିଂହଙ୍କ ଜନ୍ମ ଉସ୍ଛବ ଅବସରରେ ଏକ ଅଷ୍ଟ ପ୍ରହରୀ ନାମଜଜ୍ଞ ମଧ୍ୟ ଆୟୋଜିତ ହୋଇଛି। ଏନେଇ ଶୁକ୍ରବାର ଅଧିବାସ ଆରମ୍ଭ ହୋଇଥିବା ବେଳେ ଶନିବାର ସକାଳ ଆଳତୀ ପରେ ମହାପ୍ରଭୁଙ୍କ ଦର୍ଶନ ସହ ଯଥାରୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା।
ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ଦିନ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ୱାରା ପାଳନ କରାଯାଏ ନୃସିଂହ ଚତୁର୍ଦ୍ଦଶୀ। ଲୋକ ବିଶ୍ୱାସ ଅନୁସାରେ ବିଷ୍ଣୁଙ୍କର ଦଶାବତାର ମଧ୍ୟରେ ନୃସିଂହ ଚତୁର୍ଥ ଅବତାର ଅଟନ୍ତି । 
। ଭକ୍ତ ପ୍ରହ୍ଲାଦଙ୍କୁ ନିର୍ଯାତନା ମୁକ୍ତ କରିବା ପାଇଁ ନୃସିଂହ ରୂପରେ ସ୍ତମ୍ଭରୁ ବାହାରି ରାଜା ହିରଣ୍ୟକଶିପୁଙ୍କୁ ବିଦାରଣ କରିଥିବାର ବର୍ଣ୍ଣନା ରହିଛି। ଏକାଦଶୀ ବ୍ରତ ଉପବାସ ବିଧି ଭଳି ନୃସିଂହ ଜୟନ୍ତୀ ପାଳନ କରାଯାଏ । ନୃସିଂହ ଜୟନ୍ତୀର ଦିନକ ପୂର୍ବରୁ ବ୍ରତଧାରୀମାନେ ଦିନରେ ମାତ୍ର ଥରେ ଖାଦ୍ୟ ଗ୍ରହଣ କରନ୍ତି । ସମସ୍ତ ପ୍ରକାର ଶସ୍ୟ ସେବନକୁ ଏହି ବ୍ରତରେ ବାରଣ କରାଯାଇଛି ।  
ସଂଧ୍ୟାରେ ମହାପ୍ରଭୁଙ୍କ ନଗର ପରିକ୍ରମା କରାଯିବା ସହ ଆସନ୍ତା କାଲି ଭକ୍ତଙ୍କ ପାଇଁ ଅନ୍ନ ପ୍ରସାଦ ସେବନର ବ୍ଯବସ୍ଥା ହୋଇଥିବା ସୂଚନା ମିଳିଛି। ଏହି ଅବସରରେ ମାନସିକ ଧାରୀ ମାନେ ମୁଣ୍ଡନ ହେଉଥିବା ମଧ୍ୟ ଦେଖିବାକୁ ମିଳିଛି। ଇନାମ ବେଲପଡ଼ା ଠାରେ ଶହ ଶହ ସଂଖ୍ଯାରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି। କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ,କାଉନସିଲର ତଥା ବିଜେପି ମଣ୍ଡଳ ସଭାପତି ମଧୁସୂଦନ ଜେନା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ତଦାରଖ କରିବା ସହିତ ମହାପ୍ରଭୁଙ୍କ କୃପା ଭିକ୍ଷା କରିଥିଲେ।( ଉମା ମହାରଣା - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like