-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରେଙ୍ଗାଲି ତହସିଲ ଅଫିସରେ ଲଙ୍କାକାଣ୍ଡ : ଅଫିସ ଜଳି ପୋଡି ଛାରଖାର

20-Nov-2020



ସମ୍ବଲପୁର, (ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ଆଜି ସକାଳ ୯. ୪୦ ରୁ ୯.୫୦ ମଧ୍ଯ ରେ ଠେଲକୋଲେଇ ଥାନା ଅନ୍ତର୍ଗତ ଗୁମୁକାରମା ପାଖ ଡୁଡୁମକାନୀ ଗାଁର ରାଜୀବ କିସାନ (୩୦) ନାମକ ଜଣେ ବ୍ଯକ୍ତି ଆସି ହଠାତ ତହସିଲ ଅଫିସ କୁ ପଶି ନିଆଁ ଲଗାଇଦେଇଥିଲା । ଫଳରେ ତହସିଲରେ ଥିବା ମୂଲ୍ଯବାନ କାଗଜପତ୍ର ସହ ବିଭିନ୍ନ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ସଂପୁର୍ଣ୍ଣ ଭାବରେ ପୋଡିଯାଇଛି।  ଘଟଣାର ଖବର ପାଇ ରେଙ୍ଗାଲିର ଅଗ୍ନିଶମ ବିଭାଗ ଆସି ନିଆଁ କୁ ଆୟତ୍ତ କରିଥିବା ବେଳେ  ରେଙ୍ଗାଲି ଥାନା ଅଧିକାରୀ ଧବଲେଶ୍ବର ସାହୁ ଦୁର୍ବୁତ୍ତ କୁ ଆଣି ଥାନାରେ ଅଟକ ରଖିଛନ୍ତି।  ଘଟଣା ସମୟରେ ତହସିଲ ଅଫିସରେ ଉପସ୍ଥିତ ଥିବା କର୍ମଚାରୀ ଘଟଣାକୁ ଆୟତ୍ତ କରିପାରିଥାନ୍ତେ କିନ୍ତୁ ଅସାବଧାନତା ହେତୁ ଦୁର୍ବୁତ୍ତ ନିଆଁ ଲଗାଇଲା ବୋଲି ଅଭିଯୋଗ ହୋଇଛି l ରେଙ୍ଗାଲି ଅଞ୍ଚଳ ରେ ଶିଳ୍ପ କାରଖାନା ଗଢି ଉଠିବାପରେ ନିରିହ ଗରିବ ଆଦିବାସୀ ମାନଙ୍କର ଜମି କୁ ହଡପ କରି ବେଆଇନ ଭାବେ ବିକ୍ରି କରିବା ନଜିର ରହିଛି । ଏହା ଉପରେ ତହସିଲରେ ବାରମ୍ବାର ଅଭିଯୋଗ କଲେ ମଧ୍ଯ କୌଣସି ସୁଫଳ ନପାଇବା ଫଳରେ ଲୋକେ ଆଇନ କୁ ହାତକୁ ନେଉଥିବା ଦେଖାଯାଉଛି । ଘଟଣା ପରେ ଉପଜିଲ୍ଲାପାଳ ମୟୁରିସ ସୁରିୟାନ୍ସ ସଦର ଏସଡିପିଓ ତପନ କୁମାର ମହାନ୍ତି ଏବଂ ଅନ୍ଯ ଅଧିକାରୀ ମାନେ ଘଟଣାସ୍ଥଳକୁ ପରିଦର୍ଶନ କରି ଫେରିଛନ୍ତି । ଘଟଣାର କୁ ନେଇ ରେଙ୍ଗାଲି ଥାନାରେ କେସ୍ ନଂ ୧୧୧ ଏବଂ ଭାରତୀୟ ଦଣ୍ଡ ବିଧାନଆଇନ୍ ୪୩୪ ରେ କେସ୍ ରୁଜୁ କରାଯାଇ ତଦନ୍ତ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like