-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରସିଭିଲ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

14-May-2022



 ବଲାଙ୍ଗୀରରେ ରାଷ୍ଟ୍ରୀୟ ଲୋକ ଅଦାଲତ,ଜିଲ୍ଲା ନ୍ୟାୟଧିଶ    ଶ୍ରୀ ଲୋକନାଥ ମହାପାତ୍ରଙ୍କ ତତ୍ତ୍ୱଵଧାନରେ ଅନୁଷ୍ଠିତ ହୋଇଥିଲା ।ଚଳିତ ବର୍ଷ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା।ଏହି ଲୋକ ଅଦାଲତରେ  ଵେଣୁଧର ପାତ୍ର, ଜଜ ଫେମିଲି କୋର୍ଟ, ଶ୍ରୀମତି ଅଜନ୍ତା ସଡଙ୍ଗି, ଜଜ ଭିଜିଲାନ୍ସ କୋର୍ଟ, ଶ୍ରୀମତୀ ଇତିଶ୍ରୀ ମହାପାତ୍ର,ଅତିରିକ୍ତ ଜିଲ୍ଲା ଜଜ ପ୍ରଥମ, ଅମିତ କୁମାର ଵାରିକ, ରେଜିଷ୍ଟ୍ରାର ବଲାଙ୍ଗୀର, ଜୋତିରଞନ ଦାସ ,ସିଭିଲ ଜଜ,ଶ୍ରୀମତୀ ସସ୍ମିତା ନନ୍ଦିନୀ ଅତିରିକ୍ତ ସିଭିଲ ଜଜ,ଶ୍ରୀମତୀ ସସ୍ମିତା ସେ ଠି ସିଭିଲ ଜଜ କନିଷ୍ଠ, 

ମନୋଜ ମହାନ୍ତି ଏସଡ଼ିଜେଏମ୍ ବଲାଙ୍ଗୀର  ପ୍ରକାଶ କର ଜେଏମଏଫସି ବଲାଙ୍ଗୀର ପଵ୍ଳିକ ପ୍ରୋସିକ୍ୟୁଟର ଜିଲ୍ଲା ଜଜ କୋର୍ଟ, ଶ୍ରୀଯୁକ୍ତ ସୁଵାଷ ଚନ୍ଦ୍ର ମହାନ୍ତ ଓ ସମସ୍ତ କୋର୍ଟ କର୍ମଚାରୀ ଏବଂ ସମସ୍ତ ଓକିଲ ମାନେ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟ ସମ୍ପାଦନ କରିଥିଲେ।ଉକ୍ତ ଲୋକ ଅଦାଲତକୁ ଵିନୟ କୁମାର ପାତ୍ର, ସଚିବ ଜିଲ୍ଲା ଆଇନ ସେଵାପ୍ରାଧିକରଣ ବଲାଙ୍ଗୀର ପରିଚାଳନା କରିଥିଲେ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ୨୮ଟି ଦେଔନି ମୋକଦ୍ଦମା ଫେସଲା ହୋଇଥିଲା।୪୬ଟି ଵ୍ୟାଙ୍କ ମୋକଦ୍ଦମା ସମାଧାନ କରାଯାଇ  ହୋଇ ଟ୧୦୮୫୫୦୮୭,୯୮ ଆଦାୟ ହୋଇ ଥିଲା।୧୪ଟି ମଟର ଦୁର୍ଘଟଣା ଜନିତ ମାମଲାର ଫେସଲା କରାଯାଇମୋଟ ୯୨୫୩୦୦୦ ଟଙ୍କା କ୍ଷତିପୁରଣ ଦେଵା ପାଇଁ ଆଦେଶ କରାଯାଇ ଥିଲା।

 ୨୩୧ଟି ଫୈଜଦାରି ମୋକଦ୍ଦମା ଫେସଲା କରାଯାଇ ୮୫୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ୧୧୪ଟି ପ୍ରାକ ମୋକଦ୍ଦମା ମାମଲାର ସମାଧାନ କରାଯାଇ ୭୪୬୪୨୯୪ ଟଙ୍କା ଆଦାୟ ହୋଇଥିଲା। ଓ ୧୫ଟି ପାରିଵାରିକ ମିଳାମିଶା ରେ  ସମାଧାନ ହୋଇଥିଲା।ଏବଂ ଇ ଫାଇଲିଙ୍ଗ ଷ୍ଟେସନ ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଆଜି ଉଦ୍ଧଘାଟିତ କରାଗଲା ଭରଚୁୟାଲ ମୋଡ ରେ ସୁପ୍ରିମକୋର୍ଟ ଜଜ  ନାଗେଶର ରାଓ,ଓ ଚିଫ ଜଜଷ୍ଟିସ ଓଡିଶା ହାଇକୋର୍ଟ ଏସ ମୁରଳିଧର ଭିଡ଼ିଓ କନଫ୍ରେସିଙ୍ଗ ମାଧ୍ୟମରେ ଉଦଘାଟନ କରିଥିଲେ।ଏହି ଉଦଘାଟନ ରେ ମଧ୍ୟ ବଲାଙ୍ଗୀର ସମସ୍ତ ଜଜଷ୍ଟିସ, କର୍ମଚାରୀ, ଓକିଲ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026

You Might Also Like