-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାଥୀଙ୍କ ଉପରେ  ପୋଲିସାର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||     

HOME   ଜିଲ୍ଲା

ଆଶା ପ୍ରଶିକ୍ଷଣ ଶିବିର ଉଦଯାପିତ

14-May-2022



ବରଗଡ଼: ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ବରଗଡ଼ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଜକା ପାଇକମାଳ ର ମିଳିତ ସହଯୋଗରେ ଆଜକା ତାଲିମ କେନ୍ଦ୍ର ଠାରେ  ପାଞ୍ଚ ଦିନ ଧରି ଆଶାମାନଙ୍କ ପ୍ରଶିକ୍ଷଣ ଶିବିର ମଡ୍ୟୁଲ ଛଅ ଓ ସାତ  ପ୍ରଥମ ପର୍ଯ୍ୟାୟ ଆଜି ଉଦଯାପିତ ହୋଇ ଯାଇଛି । ଏହି ତାଲିମ ରେ ବରଗଡ଼ ଜିଲ୍ଲାର ବରପାଲି, ଅମ୍ବାଭନା, ଅତାବିରା, ପଦ୍ମପୁର ଓ ଝାରବନ୍ଧ ବ୍ଳକର ମୋଟ ୨୮ ଜଣ ଆଶା ଯୋଗଦାନ କରିଥିଲେ । ଲିଳାମୟ ବେହେରା  ଓ ସନ୍ତୋଷିନୀ ମହାପାତ୍ର ତାଲିମଦାତା ଭାବେ ତାଲିମ ପ୍ରଦାନ କରିଥିଲେ ।ଏ ପରିପ୍ରେକ୍ଷୀରେ ଆଶାର ଭୂମିକା, ଦାୟିତ୍ୱ ଓ କୌଶଳ, ଗର୍ଭାବସ୍ଥାର ଯତ୍ନ ଓ ତା'ର ଉପାଦାନ, ନିଶ୍ଚୟ କିଟ୍ ର ପରୀକ୍ଷା, ପ୍ରସବ ପୂର୍ବ ପ୍ରସ୍ତୁତି ଯୋଜନା, ଏଚ୍. ବି. ଏନ୍‌. ସି. ଫର୍ମ ର ପୂରଣ , ନବଜାତ ଶିଶୁର ସୁରକ୍ଷା ନିମନ୍ତେ ପାଞ୍ଚ ଟି କୌଶଳ ଯଥା ହାତ ଧୁଆ, ଓଜନ କରିବା , ତାପମାତ୍ରା ମାପିବା, ଘୋଡେଇ ରଖିବା (ରେପିଙ୍ଗ ), ଆଖି ନାଭି ଓ ଚର୍ମର ଯତ୍ନ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା । ପ୍ରାକ୍ଟିକାଲ ରେ ଗୃହ ପରିଦର୍ଶନ କରି ଏଚ୍.ବି. ଏନ୍‌.ସି. ଫର୍ମ ପୂରାଣ କରିଥିଲେ  । ବରଗଡ଼ ରୁ ଶ୍ରୀମାନ ଅଶୋକ ସାହୁ, ଡି.ଏମ୍. ଆର୍. ସି. ଏଚ୍ ଏବଂ ସୌଭାଗ୍ୟ ମିଶ୍ର, ଆସିଷ୍ଟାଣ୍ଟ ମ୍ୟାନେଜର କମ୍ୟୁନିଟି ପ୍ରସେସ୍  ଚାଲିମ କେନ୍ଦ୍ର ପରିଦର୍ଶନ କରି ମାତୃ ସ୍ୱାସ୍ଥ୍ୟ ସମନ୍ଧୀୟ ବିଭିନ୍ନ ତଥ୍ୟ ଓ ପରାମର୍ଶ ଦେଇଥିଲେ । ଅନୁଷ୍ଠାନର କାର୍ଯ୍ୟକ୍ରମ ସଂ ଯୋଜକ ନିତ୍ୟାନନ୍ଦ ଜେନା ତାଲିମ ର ସୁପରିଚାଳନା କରିଥିବାବେଳେ ଯୁଗଳ କିଶୋର ନାୟକ ଏବଂ କୁମୁଦିନୀ ପ୍ରଧାନ ସହଯୋଗ କରିଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜକ ନିତ୍ୟାନନ୍ଦ ଜେନା  ସମସ୍ତଙ୍କୁ ଧନ୍ୟବାଦ ଜଣାଇ ତାଲିମ ର ପରିସମାପ୍ତି ଘୋଷଣା କରିଥିଲେ


News Comment




Photo in News

Advertisment
Lastest News
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାଥୀଙ୍କ ଉପରେ  ପୋଲିସାର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026

You Might Also Like