-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ହରିଶଙ୍କର ଐତିହାସିକ ବୈଶାଖ ମେଳା ଉପଲକ୍ଷେ ଭୁଲିଆ (ମେହେର) ସମାଜ ଵିକାଶ ପରିଷଦ ପକ୍ଷରୁ ନିଶୁଳ୍କ ଅନ୍ନ ସେବା

14-May-2022



ପାଟଣାଗଡ଼(ରୁପେନ୍ଦ୍ର ମୁଣ୍ଡା) - ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତିର୍ଥ କ୍ଷେତ୍ର ହରିଶଙ୍କର ଐତିହାସିକ ବୈଶାଖ ମେଳା  ଆରମ୍ଭ ହୋଇଯାଇଛି । ଗତ ଦୁଇ ବର୍ଷ ଧରି କରୋନା ମହାମାରୀ କଟକଣା ଯୋଗୁଁ ମେଳା ବନ୍ଦ ରହିଥିଲା ଚଳିତ ବର୍ଷ ହରିଶଙ୍କର ବୈଶାଖ ମେଳା ତା୧୪ ରୁ ୧୬ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ । ବୈଶାଖ ମେଳା କୁ ଆସୁଥିବା ଜିଲ୍ଲା ତଥା ରାଜ୍ୟ ବାହାରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତମାନଙ୍କ ସମାବେଶ ହୋଇଥାଏ । ଶ୍ରଦ୍ଧାଳୁମାନେ ଖାଇବା ପିଇବାରେ ମେଳା ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥାଏ ଦୃଷ୍ଟି ରଖି ପାଟଣାଗଡ଼ ଭୂଳିଆ (ମେହେର ) ସମାଜ ବିକାଶ ପରିଷଦ ପକ୍ଷରୁ ନିଶୁଳ୍କ ଅନ୍ନ ସେବା କେନ୍ଦ୍ର ଖୋଲାଯାଇଛି । ପାଟଣାଗଡ଼ ବିଧାୟକ ସରୋଜ ମେହେର ମୂଖ୍ୟ ଅତିଥି ଭାବେ ଯୋଗଦେଇ ମେହେର ସମାଜ ର ବିଶିଷ୍ଟ ମହାପୁରୁଷ ଗଙ୍ଗାଧର ମେହେର ଓ ଅନ୍ୟ ଦେବଦେବୀଙ୍କୁ ପୂଜାର୍ଚ୍ଚନା ସହ ଅନ୍ନ ସେବା କେନ୍ଦ୍ର କୁ ଶୁଭାରମ୍ଭ କରିଥିଲେ । ଅନ୍ୟ ଦାନ ଅପେକ୍ଷା ଅନ୍ନ ଦାନ ମହା ପୂର୍ଣ୍ଣ ଯେହେତୁ ଅନ୍ନଦାନ ରେ ଲୋଭ ନଥାଏ ଏବଂ ଅନ୍ନ ପ୍ରସାଦ ସେବନ କରିଥିବା ଶ୍ରଦ୍ଧାଳୁ ମାନଙ୍କୁ ତୃପ୍ତି ଆଣିବା ସହ ନିଜକୁ ଧନ୍ୟ ମନେ କରିଛି ଭୂଲିଆ ମେହେର ସମାଜ ବିକାଶ ପରିଷଦ ଏଥିରେ  ଖପ୍ରାଖୋଲ ବ୍ଲକ ସ୍ଥିତ ହରିଶଙ୍କର ବୈଶାଖ ମେଳା ଉପଲକ୍ଷେ ଭୁଲିଆ (ମେହେର) ସମାଜ ବିକାଶ ପରିଷଦ ଆନୁକୂଲ୍ୟରେ ଅନ୍ନସେବା କେନ୍ଦ୍ରର ଶୁଭ ଉଦ୍ଘାଟନ କରିଥିଲେ l ଏଥିରେ ଭୁଲିଆ ସମାଜ ବିକାଶ ପରିଷଦ ର ସମସ୍ତ ସଦସ୍ୟ ସହ ପରିଷଦ ର କାର୍ଯବାହିଁ ସଭାପତି ଘନଶ୍ୟାମ ମେହେର ଙ୍କ ସମେତ ସମାଜ ବହୁ କର୍ମ କର୍ତ୍ତା ଉପସ୍ଥିତ ଥିଲେ l ସମାଜ ଏପରି ମହତ୍ କାର୍ଯ୍ୟ କୁ ସବୁ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like