-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଜିଲ୍ଲା

ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

15-May-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଉନ୍ନିତ ଉଚ୍ଚ ବିଦ୍ୟାଳୟ ଚଟୁଅନକାର ପ୍ରଧାନ ଶିକ୍ଷକ ଶ୍ରୀ ଜଗତରାମ ତାଣ୍ଡୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ସଭା ପରିଚାଳନା ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ବିରଂଚି ନାରାୟଣ ଦାଶ କରିଥିବାବେଳେ ଅତିଥି ଭାବରେ ଶିକ୍ଷକ ଶ୍ରୀ କୁଳମଣି ସାହୁ, ସିଆରସିସି ଶ୍ରୀ ଅମରେନ୍ଦ୍ର କୁମାର ବାଗ,ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ,ଶିକ୍ଷୟିତ୍ରୀ ପୁଷ୍ପା ମଲ୍ଲିକ, ପୁଷ୍ପାଞ୍ଜଳି ମହାପାତ୍ର, ଭାରତୀ ଦାସ,ବୈଜୟନ୍ତୀ ପାଢ଼ୀ, ଜାହ୍ନବୀ ଭୋଇ,ଅନିତା ତ୍ରିପାଠୀ, ଭି.କ୍ରୀଷ୍ଣା, ରାଜେନ୍ଦ୍ର ସେଠ,ପଦ୍ମାବତୀ ସାହୁ ଆଦି ଯୋଗଦେଇ ଶ୍ରୀ ତାଣ୍ଡୀଙ୍କ ବିଷୟରେ ଗୁଣଗାନ କରିବା ସହିତ ତାଙ୍କରି ଆଦର୍ଶକୁ ଅନୁସରଣ କରିବାକୁ ମତ ଦେଇଥିଲେ।ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ଶ୍ରୀ ତାଣ୍ଡୀଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ୱ।ଗତ କରାଯାଇଥିଲା।ପରିଶେଷରେ ଶିକ୍ଷୟିତ୍ରୀ ଶ୍ୱେତ। ବାଗ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like